Browsing Tag

ganjam news

ଅଙ୍ଗନୱାଡି କେନ୍ଦ୍ରରେ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଆଖଡ଼ାବନ୍ଧ ଅଙ୍ଗନୱାଡି କେନ୍ଦ୍ରରେ ଗଞ୍ଜାମ ବ୍ଲକ ତରଫରୁ ବାଲ୍ୟ ବିବାହ ନିରାକରଣ ନେଇ ବ୍ଲକସ୍ତରୀୟ ସଚେତନତା ଗତ ୧୭ ତାରିଖରୁ ୨୩ ତାରିଖ ପର୍ଯ୍ୟନ୍ତ ଅକ୍ଷୟ ତୃତୀୟା ଉପଲକ୍ଷେ ଏକ ସପ୍ତାହବ୍ୟାପି କାର୍ଯ୍ୟକ୍ରମ ଜାରି ରହିଛି ।…
Read More...

ହୁମା ନିକଟରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ହୁମ୍ମା ଗଳାଶଙ୍ଖ ନିକଟରେ ଏକ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ଖବର ପାଇ ହୁମା ଫାଣ୍ଡି ଅଧିକାରୀ ଦେବଦତ୍ତ ପ୍ରିୟଦର୍ଶୀ ଘଟଣା ସ୍ଥଳରେ ପହଂଚି ମୃତଦେହ ଉଦ୍ଧାର କରିବା ସହ ଫରେନସିକ୍‌…
Read More...

ଗଞ୍ଜାମ ବ୍ଲକର ବିଭିନ୍ନ ଗ୍ରାମରେ ପ୍ଲାଷ୍ଟିକ ଚାଉଳ ବଣ୍ଟନ ଅଭିଯୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ବିଭିନ୍ନ ଗ୍ରାମରେ ପ୍ଲାଷ୍ଟିକ ମିଶା ଚାଉଳ ବଣ୍ଟନ ହୋଇଥିବା ଅଭିଯୋଗ ହୋଇଛି । ଚଳିତ ମାସରେ ଖାଦ୍ୟ ସୁରକ୍ଷା ଆଇନ ଯୋଜନାରେ ରାଜ୍ୟ ସରକାରଙ୍କ ପକ୍ଷରୁ ଗରିବ ଜନସାଧାରଣଙ୍କୁ ଟଙ୍କିକିଆ ଏବଂ ମାଗଣା ପ୍ରଦାନ କରାଯାଉଥିବା…
Read More...

ଗଣଅଣ୍ଡାଦାନ ସ୍ଥଳରେ ବେବି ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କିତ କର୍ମଶାଳା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ବଟେଶ୍ଵର ଶୈବପୀଠ ସ୍ଥିତ କଲ୍ୟାଣ ମଣ୍ଡପରେ ନିକଟସ୍ଥ ଗଣଅଣ୍ଡାଦାନ ସ୍ଥଳରେ ସାମୁଦ୍ରିକ ବେବି ଅଲିଭ ରିଡଲେଙ୍କ ସୁରକ୍ଷା ସମ୍ପର୍କିତ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଓଡିଶା ଇନଭାରମେଣ୍ଟ ସୋସାଇଟି ଓ ଟାଟା…
Read More...

ଋଷିକୂଲ୍ୟା ବେଳାଭୂମି ସମୁଦ୍ର କୂଳରେ ହଜାର ହଜାର କଇଁଛ ଛୁଆକୁ ଦେଖିଲେ ପୂର୍ବତନ ମୁଖ୍ୟ ବିଚାରପତି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଭାରତର ପୂର୍ବତନ ମୁଖ୍ୟ ବିଚାରପତି (ସୁପ୍ରିମକୋର୍ଟ) ସେହରଡ଼ ଅରବିନ୍ଦ ବୋବଡ଼େ ଦିନିକିଆ ଗଞ୍ଜାମ ଜିଲ୍ଲା ଗସ୍ତରେ ଆସି ଋଷିକୂଲ୍ୟା ବେଳାଭୂମି ପରିଦର୍ଶନ କରିଥିଲେ । ତାଙ୍କ ସହ ବରିଷ୍ଠ ଆଇଏଏସ ତଥା ମୁଖ୍ୟମନ୍ତ୍ରୀଙ୍କ ସ୍ୱତନ୍ତ୍ର ଶାସନ ସଚିବ ଆର ଭିନ୍ନଲ…
Read More...

ଋଷିକୁଲ୍ୟା ନଦୀରେ ମାଛ ମଡ଼କ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସନ୍ନିକଟ ଋଷିକୂଲ୍ୟା ନଦୀରେ ହଜାର ହଜାର ସଂଖ୍ୟକ ମାଛ ମରି କୂଳରେ ପଡିବା ସହ ଭାସୁଥିବା ଦେଖିବାକୁ ମିଳିଛିଫ ଯାହାକୁ ନେଇ ମତ୍ସ୍ୟଜୀବୀମାନେ ନିଜ ପେଟ ପାଟଣାକୁ ନେଇ ଚିନ୍ତିତ ହୋଇପଡିଛନ୍ତି । ବିଷୁବ ସଂକ୍ରାନ୍ତି ପାଇଁ କୌଣସି ମତ୍ସଜୀବୀ…
Read More...

ବେବି ଅଲିଭ ରିଡଲେ ଖୋଜୁଛନ୍ତି ଘର ଠିକଣା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଜିଲ୍ଲାର ଋଷିକୁଲ୍ୟା ମୁହାଣ ସମୁଦ୍ର ବେଳାଭୂମିରେ ବେବି ଅଲିଭ ରିଡଲେ ଗୁଡିକ ଅଣ୍ଡାରୁ ଛୁଆ ଫୁଟିବା ଆରମ୍ଭ କରି ସମୁଦ୍ର ନୀଳ ଜଳରାଶି ମଧ୍ୟରେ ପ୍ରବେଶ ଉଦ୍ୟମ କରୁଥିବା ଲକ୍ଷ କରାଯାଇଛି । ଦୁଇଦିନ ହେଲା ରାତ୍ର ସମୟରେ ଗଞ୍ଜାମ ବ୍ଲକର ପୁରୁଣା…
Read More...

ଗଞ୍ଜାମ ତହସିଲ ପ୍ରଶାସନ ପକ୍ଷରୁ ୨୮୫ ଜଣ ହିତାଧିକାରୀଙ୍କୁ ଗ୍ରାମ କଣ୍ଟକ ପଟ୍ଟା ବଣ୍ଟନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଛତ୍ରପୁର ସବ୍‌ ଡିଭିଜନରେ ଗ୍ରାମ କଣ୍ଟକ ପଟ୍ଟା ପ୍ରଦାନରେ ଗଞ୍ଜାମ ତହସିଲ ଏକ ନମ୍ବର ବୋଲି ମଙ୍ଗଳବାର ପଟ୍ଟା ବଣ୍ଟନ କାର୍ଯ୍ୟକ୍ରମରେ ଯୋଗ ଦେଇ ଉପଜିଲ୍ଲାପାଳ ପ୍ରସନ୍ନ କୁମାର ପାତ୍ର ସୂଚନା ଦେଇଛନ୍ତି । ଗଞ୍ଜାମ ସହରସ୍ଥିତ ଐତିହାସିକ ପୋତାଗଡ଼ ଦୁର୍ଗ…
Read More...

ଦକ୍ଷିଣ ଫାଉଣ୍ଡେସନ ପକ୍ଷରୁ ସ୍ୱାସ୍ଥ୍ୟ ସଚେତନତା ଶିବିର

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଯଶୋଦା ଡିଗ୍ରୀ ମହିଳା ମହାବିଦ୍ୟାଳୟରେ ଦକ୍ଷିଣ ଫାଉଣ୍ଡେସନ ପକ୍ଷରୁ ଦୁଇଦିନ ଧରି ଚାଲିଥିବା ସ୍ୱାସ୍ଥ୍ୟ ସଚେତନତା ଶିବିର ଉଦ୍‌ଯାପିତ ହୋଇଯାଇଛି । ଏଥିରେ ଓଡିଶା ସ୍ୱାସ୍ଥ୍ୟ ଅଭିଯାନ ଆବାହକ ଗୌରାଙ୍ଗ ଚରଣ ମହାପାତ୍ର ମୁଖ୍ୟ…
Read More...

୧୯୯୨ ମାଟ୍ରିକ ବ୍ୟାଚ୍‌ର ବନ୍ଧୁମିଳନ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ବଟେଶ୍ଵର ଶୈବପୀଠ ପ୍ରାଙ୍ଗଣରେ ସୁବଳୟା ଗୋପାଳକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟ ୧୯୯୨ ମାଟ୍ରିକ ବ୍ୟାଚ୍‌ର ପ୍ରାକ୍ତନ ଛାତ୍ରଛାତ୍ରୀଙ୍କ ଏକ ବନ୍ଧୁମିଳନ ସମାରୋହ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ମନୋଜ କୁମାର…
Read More...