Browsing Tag

ganjam news

କ୍ରୀଡା ପାଇଁ ପ୍ରସ୍ତୁତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ମଙ୍ଗଳବାର ୧୦ ଘଣ୍ଟା ସମୟରେ ସ୍ଥାନୀୟ ଅଞ୍ଚଳର ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ଦିଗଦର୍ଶନ ୟୁଥ କ୍ଲବ ଏବଂ ବ୍ରହ୍ମପୁର ନେହେରୁ ଯୁବକେନ୍ଦ୍ର ଆନୁକୂଲ୍ୟରେ କ୍ଲଷ୍ଟରସ୍ତରୀୟ କ୍ରୀଡା ମହୋତ୍ସବ
Read More...

ବ୍ଲକସ୍ତରୀୟ ବିଦ୍ୟାଳୟ ସମୂହ କ୍ରୀଡା ମହୋତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମରେ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବ ହକି ବିଶ୍ୱକପ ଅବସରରେ ପ୍ରଶାସନ ପକ୍ଷରୁ ସୋମବାର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଏହାର
Read More...

ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ବନ୍ଧୁମିଳନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ନିକଟସ୍ଥ ମା' ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ କଳା ସାଂସ୍କୃତିକ ମଞ୍ଚ ପକ୍ଷରୁ ବନ୍ଧୁମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ବିଭିନ୍ନ ୱାର୍ଡରୁ ୮୦ କଳାକାର ଯୋଗ ଦେଇ ଅପେରା ସାଇ ସମ୍ରାଟ ପରିବେଷଣ
Read More...

ମିଶନ ଶକ୍ତି ଗୃହ ପରିଦର୍ଶନ ସହ ମହିଳା ଗ୍ରୁପଙ୍କ ମାର୍ଗଦର୍ଶନ କଲେ ବିଧାୟକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଛତ୍ରପୁର ବିଧାୟକ ସୁବାସ ଚନ୍ଦ୍ର ବେହେରା ଗତକାଲି ଗଞ୍ଜାମ ବ୍ଲକ ଅନ୍ତର୍ଗତ ୟୁଡ଼ିଏସପୁର ପଞ୍ଚାୟତ ଗସ୍ତ କରି ପଞ୍ଚାୟତର ଖଟିଆ ରାମଚନ୍ଦ୍ରପୁର ଗ୍ରାମ ଠାରେ ନୂତନ ଭାବେ ନିର୍ମାଣ ହୋଇଥିବା ମିଶନ ଶକ୍ତି ଗୃହ ପରିଦର୍ଶନ କରିବା ସହ ବିଭିନ୍ନ ସେଠାକାର
Read More...

ପୁଅର ଦୁଃଖ ସହି ନପାରି ନିଜ ପୁଅକୁ ବିଷ ଦେଇ ନିଜେ ପିଇଲେ ବିଷ : ମା’ ମୃତ, ପୁଅ ଅସୁସ୍ଥ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭା ଥାନା ହୁମା ଫାଣ୍ଡି ଅନ୍ତର୍ଗତ ବୋରିଗାଁରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଥିବା ଜଣାପଡିଛି । ମା' ନିଜ ଜନ୍ମ କଲା ପୁଅର ଦୁଃଖକୁ ସହି ନ ପାରି ନିଜ ପୁଅକୁ ବିଷ ଦେଇ ନିଜେ ବିଷ ପିଇଥିବା ଭଳି ଅଭାବନୀୟ ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ
Read More...

ବ୍ଲକସ୍ତରୀୟ କ୍ରୀଡା ପ୍ରତିଯୋଗିତାରେ ବ୍ଲକ ଅଧ୍ୟକ୍ଷା ଓ ଜନ ପ୍ରତିନିଧିଙ୍କୁ ଅଣଦେଖା ଅଭିଯୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକସ୍ତରୀୟ କ୍ରୀଡା ମହୋତ୍ସବକୁ ନେଇ ବିବାଦୀୟ ପରିସ୍ଥିତି ସୃଷ୍ଟି ହୋଇଥିବା ଜଣାପଡ଼ିଛି । ରାଜ୍ୟ ସରକାରଙ୍କ ନିର୍ଦ୍ଦେଶକ୍ରମେ କ୍ରୀଡା ମହୋତ୍ସବ ବିଭିନ୍ନ ବ୍ଲକରେ ଆୟୋଜିତ ଯେପରି ହେଉଛି, ସେହିପରି ଗଞ୍ଜାମରେ ବ୍ଲକସ୍ତରୀୟ କ୍ରୀଡା ବିବାଦୀୟ
Read More...

ଗଞ୍ଜାମ ବ୍ଲକରେ ଶୋକାକୁଳ ପରିବେଶ ମଧ୍ୟରେ ଜିଆରଏସ ପକ୍ଷରୁ ଶ୍ରଦ୍ଧାଞ୍ଜଳି

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ଗ୍ରାମ ପଞ୍ଚାୟତର ଜିଆରଏସ ଲକ୍ଷ୍ମୀ ଚରଣ ସାହୁ(୪୫)ଙ୍କ ଅକାଳ ବିୟୋଗରେ ଗଞ୍ଜାମ ବ୍ଲକରେ ଶୋକାକୁଳ ପରିବେଶ ସୃଷ୍ଟି ହୋଇଥିଲା । ତାଙ୍କର ମର ଶରୀର ଗଞ୍ଜାମ ବ୍ଲକ କାର୍ଯ୍ୟାଳୟକୁ ଅଣାଯାଇଥିଲା । ପରେ ବ୍ଲକ ଗୋଷ୍ଠୀ ଉନ୍ନୟନ
Read More...

କଳା ଯମୁନା ବିଦ୍ୟାଳୟରେ ୬୧ତମ ଶିଶୁ ଲେଖକ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ହୁମା ପଞ୍ଚାୟତ କଳା ଯମୁନା ଗ୍ରାମ ପ୍ରାଥମିକ ବିଦ୍ୟାଳୟରେ ୬୧ତମ ଶିଶୁ ଲେଖା କର୍ମଶାଳା ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷା ଅଧିକାରୀ ଭାଗୀରଥି ବେହେରାଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...

ଗଞ୍ଜାମ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ନୂତନ ଗୃହ ପ୍ରବେଶ ଓ ରୋଗୀ କଲ୍ୟାଣ ସମିତି ବୈଠକ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ରରେ ବୁଧବାର ଦିନ ନୂତନ ଗୃହ ପ୍ରବେଶ ଓ ରୋଗୀ କଲ୍ୟାଣ ସମିତିର ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ରୋଗୀ କଲ୍ୟାଣ ସମିତି ବୈଠକରେ ସମିତିର ଅଧ୍ୟକ୍ଷ ତଥା ୧୫ ନମ୍ବର ଜିଲ୍ଲା ପରିଷଦ ଜୋନ ସଭ୍ୟ ସନାତନ
Read More...

ବ୍ଲକସ୍ତରୀୟ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ କାର୍ଯ୍ୟାଳୟ କନ୍‌ଫରେନ୍ସ ହଲ୍‌ରେ ସମନିତ୍ୱ ଶିଶୁ ବିକାଶ କାର୍ଯ୍ୟାଳୟ ତରଫରୁ ବ୍ଲକସ୍ତରୀୟ ଶିଶୁ ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସିଡିପିଓ ସଲୀଳା ପ୍ରଧାନଙ୍କ ତତ୍ୱାବଧାନରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି
Read More...