ଖଟୁଆକୁଦା ଗାଁରୁ ବାଇକ ଚୋରି ଅଭିଯୋଗ
ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତର ହୁମା ଫାଣ୍ଡି ଅନ୍ତର୍ଗତ ଖଟୁଆକୁଦା ଗ୍ରାମରୁ ଗତକାଲି ବିଳମ୍ବିତ ରାତିରେ ମୋଟର ସାଇକେଲ ଚୋରି ହୋଇଥିବା ନେଇ ଫାଣ୍ଡିରେ ଅଭିଯୋଗ ହୋଇଛି । ଏନେଇ ଗାଡି ମାଲିକ ଆଲୋକ ନାହାକ ରବିବାର ହୁମା ଫାଣ୍ଡିରେ ଲିଖିତ ଅଭିଯୋଗ!-->…
Read More...
Read More...