Browsing Tag

ganjam news

ନାଟ୍ୟ କଳାକାର ଓ ମୂର୍ତ୍ତି କାରିଗର ନିରଞ୍ଜନ ପାଢ଼ୀଙ୍କ ବିୟୋଗ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ଦୁର୍ଗାଦେବୀ ସାହିର ନାଟ୍ୟ କଳାକାର ଓ ମୂର୍ତ୍ତି କାରିଗର ନିରଞ୍ଜନ ପାଢ଼ୀଙ୍କର ଗୁରୁବାର ବିୟୋଗ ଘଟିଛି । ସେ ଜଣେ ମେଳାପୀ ଧର୍ମ ପରାୟଣ ବ୍ୟକ୍ତି ଥିଲେ । କଳାକାର ଜୀବନରେ ଲୋକଙ୍କ ପାଇଁ ଅନେକ ପ୍ରେରଣା ଦେଇଛନ୍ତି । ଏଥିସହ ସେ ମାଟିରେ…
Read More...

ସର୍ବସାଧାରଣ ଜନ ଶୁଣାଣି କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ଜଗନ୍ନାଥପୁର ଗ୍ରାମ ସ୍ଥିତ ପୂନ୍ୟତୋୟା ଋଷିକୂଲ୍ୟା ନଦୀ କୂଳରେ ଅବସ୍ଥିତ ବାବା ବାଲି ଲୋକନାଥ ଶୈବପୀଠ ପ୍ରାଙ୍ଗଣରେ ସର୍ବସାଧାରଣ ଜନ ଶୁଣାଣି କାର୍ଯ୍ୟକ୍ରମ ଆୟୋଜିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ଛତ୍ରପୁର ଉପଜିଲ୍ଲାପାଳ…
Read More...

ଗଞ୍ଜାମ ସ୍ୱାସ୍ଥ୍ୟକେନ୍ଦ୍ର ପରିଦର୍ଶନ କଲେ ଜାପାଇର ଚାରି ଜଣିଆ ପ୍ରତିନିଧି ଦଳ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରରେ ଅବସ୍ଥିତ ଗଞ୍ଜାମ ସ୍ୱାସ୍ଥକେନ୍ଦ୍ରକୁ ଭୁବନେଶ୍ୱର ଇଣ୍ଟରନ୍ୟାସନାଲ ସଂସ୍ଥା ଜାପାଇର ଏକ ଚାରି ଜଣିଆ ପ୍ରତିନିଧି ଦଳ ମଙ୍ଗଳବାର ପରିଦର୍ଶନ କରିଛନ୍ତି । ଉକ୍ତ ପ୍ରତିନିଧି ଦଳରେ ଦିଲ୍ଲୀର ଦୁଇଜଣ ଡାକ୍ତର, ଆମେରିକାର ଜଣେ ମହିଳା ଡାକ୍ତରଙ୍କ…
Read More...

ରାତି ଅଧାରେ ଲୁଟିନେଲେ ସରକାରୀ ସମ୍ପତ୍ତି : ସାଧାରଣରେ ଅସନ୍ତୋଷ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ ଶ୍ମଶାନ ନିକଟସ୍ଥ ଋଷିକୁଲ୍ୟା ନଦୀ ଘାଟ ମଧ୍ୟରୁ ଜେସିବି ଲଗାଇ ଲକ୍ଷ୍ୟାଧିକ ପରିମାଣର ବାଲି ଋଷିକୂଲ୍ୟା ଗର୍ଭ ମଧ୍ୟରୁ ଉତ୍ତୋଳନ କରାଯାଇଥିବା ଦେଖିବାକୁ ମିଳିଛି । ବିଳମ୍ବିତ ରାତ୍ରରେ ଏହି ବାଲି ଉତ୍ତୋଳନ…
Read More...

ଶିଶୁ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତ ପୋଡମପେଟା ଗ୍ରାମ ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ସାମ୍ବାଦିକ ସଙ୍ଘ (ଓଜେୟୁ)…
Read More...

ସାଇବାର କ୍ରାଇମ ରୋକିବା ନେଇ ଗଞ୍ଜାମ ପୋଲିସ ତରଫରୁ ବିଭିନ୍ନ ବ୍ୟାଙ୍କ ପରିଦର୍ଶନ ଓ ସଚେତନତା କାର୍ଯ୍ୟକ୍ରମ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ପୋଲିସ ପକ୍ଷରୁ ଗଞ୍ଜାମ ବିଜ୍ଞାପିତ ଅଞ୍ଚଳର ବିଭିନ୍ନ ବ୍ୟାଙ୍କ ଶାଖା ଗୁଡିକକୁ ପହଂଚି ଗଞ୍ଜାମ ପୋଲିସ ଏସ.ପି ବ୍ରିଜେଶ ରାୟଙ୍କ ନିର୍ଦ୍ଧେଶ କ୍ରମେ ଗଞ୍ଜାମ ଥାନା ଅଧିକାରୀ ସନ୍ତୋଷ କୁମାର ବେହେରା ଏସ.ଆଇ ନାରାୟଣ କଅଁର ଓ ଟିମ ଗଞ୍ଜାମ ଷ୍ଟେଟ…
Read More...

ଶିଶୁ ମାନଙ୍କୁ ପୋଷାକ ଓ ଜୋତା ବଣ୍ଟନର ଶୁଭାରମ୍ଭ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକର ହୁମ୍ମା ଓ ଶତୃସୋଲ ଗ୍ରାମ ଅଙ୍ଗନବାଡି କେନ୍ଦ୍ରରେ ଗଞ୍ଜାମ ବ୍ଲକ ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିଶୁ ଦିବସ ଅବସରରେ ପୋଷାକ ଓ ଜୋତା ବଣ୍ଟନ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିବା ବେଳେ ହୁମ୍ମା ଅଙ୍ଗନବାଡି…
Read More...

୫୬ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖନୀ କର୍ମଶାଳା ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଂଚାୟତ ଅନ୍ତର୍ଗତ ଗୋଖରକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିଶୁଦିବସ ଅବସରରେ ଗଞ୍ଜାମ ବ୍ଲକ ଶିକ୍ଷା ଅଧିକାରୀ କାର୍ଯ୍ୟାଳୟ ତରଫରୁ ଭାଷା ଓ ସାହିତ୍ୟକୁ ନେଇ ପଠନ, ଆବୃତ୍ତି ଓ ଲିଖନ, ବିଦ୍ୟାଳୟସ୍ତରୀୟ ଶିଶୁ ଲେଖନୀ…
Read More...

ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପାଳିବନ୍ଧ ପଞ୍ଚାୟତର ନୀଳାଦ୍ରିପୁର ଗ୍ରାମର ବାତ୍ୟା ଆଶ୍ରୟସ୍ଥଳରେ ସ୍ୱାସ୍ଥ୍ୟସେବା ଶିବିର ଅନୁଷ୍ଠିତ ହୋଇଯାଇଛି । ସ୍ୱାସ୍ଥ୍ୟମେଳା ଶିବିରକୁ ସ୍ଥାନୀୟ ସରପଞ୍ଚ ସଂଯୁକ୍ତା ପ୍ରଧାନ ଶୁଭ ଉଦ୍‌ଘାଟନ କରିଥିଲେ । ଏହି ଶିବିରରେ…
Read More...

୪ଟି ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର ପ୍ରଦାନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ୨୦୨୧-୨୨ ବର୍ଷ ପାଇଁ ଗଞ୍ଜାମ ଅଞ୍ଚଳର ଚାରୋଟି ସ୍ୱାସ୍ଥ୍ୟକେନ୍ଦ୍ରକୁ କାୟାକଳ୍ପ ପୁରସ୍କାର ପ୍ରଦାନ କରାଯାଇଛି । ଗଞ୍ଜାମ ବ୍ଲକର ଖଣ୍ଡଦେଉଳି ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର, ଗଞ୍ଜାମ ସହର, ହୁମ୍ମା ଓ ୟୁଡିଏସପୁର ପ୍ରମୁଖ ପ୍ରାଥମିକ ସ୍ୱାସ୍ଥ୍ୟକେନ୍ଦ୍ର…
Read More...