Browsing Tag

ganjam news

ଜଗନ୍ନାଥ ମନ୍ଦିର ନିର୍ମାଣର ବିଳମ୍ବ ପାଇଁ ଆଲୋଚନା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବଡ଼ ବଜାରଠାରେ ଅବସ୍ଥିତ ବହୁ ପୁରାତନ ଜଗନ୍ନାଥ ମନ୍ଦିର ନିର୍ମାଣ କାର୍ଯ୍ୟ ମନ୍ଥର ନେଇ ସହର ବାସୀଙ୍କ ମଧ୍ୟରେ ଉଦବେଗ ପ୍ରକାଶ ପାଇଛି । ଏନେଇ ସହରବାସୀଙ୍କ ପକ୍ଷରୁ ରବିବାର ଓଡ଼ିଆ ଢମଣା ସାହି ସ୍ଥିତ ରାମେଶ୍ୱର ମନ୍ଦିର ପ୍ରାଙ୍ଗଣରେ ଏକ ଆଲୋଚନା
Read More...

୧୭ ଜଣ କନିଷ୍ଠ ଶିକ୍ଷକ ନିୟମିତ ହେଲେ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକର କାର୍ଯ୍ୟରତ ୧୭ ଜଣ କନିଷ୍ଠ ଶିକ୍ଷକଙ୍କୁ ନିୟମିତ ଶିକ୍ଷକ ଭାବେ ନିଯୁକ୍ତି ପତ୍ର ବଣ୍ଟନ କରାଯାଇଛି । ୨୦୧୯ ମସିହାରେ କନିଷ୍ଠ ଶିକ୍ଷକ ଭାବେ ନିଯୁକ୍ତି ପାଇଥିବା ଏବଂ ଛଅ ବର୍ଷ କାର୍ଯ୍ୟ କରିଥିବା କନିଷ୍ଠ ଶିକ୍ଷକମାନଙ୍କୁ ଗଞ୍ଜାମ ଗୋଷ୍ଠୀ
Read More...

ଭାରତ ବନ୍ଦ୍‌ର ପ୍ରଭାବ ଗଞ୍ଜାମ ସହରରେ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : କେନ୍ଦ୍ରୀୟ ଟ୍ରେଡ଼ ୟୁନିୟନ ପକ୍ଷରୁ ଦିଆଯାଇଥିବା ବନ୍ଦ ଡାକରାକୁ ସଫଳ କରିବା ପାଇଁ ଗଞ୍ଜାମ ସହରରେ ସିପିଏମ୍‌ର ସିଆଇଟିୟୁ, ସିପିଆଇର ଏଆଇଟିୟୁସି ପକ୍ଷରୁ ଜୟଶ୍ରୀ ଛକ ଠାରେ ୧୬ ନମ୍ବର ଜାତୀୟ ରାଜପଥକୁ ଅବରୋଧ କରିଥିଲେ । ପରେ ସହରର ବିଭିନ୍ନ ସରକାରୀ
Read More...

ମାଆକୁ ପାଇପ୍‌ରେ ପିଟି ହତ୍ୟା କଲା ପୁଅ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ଚିକିଟି ବ୍ଲକ କେ. ନୂଆଗାଁ ଥାନା ଅନ୍ତର୍ଗତ କରବାଲୁଆ ପାଣ୍ଡାଛକ ଖଡ଼ିକା ବନ୍ଧ ନିକଟରେ ଅଭାବନୀୟ ଘଟଣା । ମାଆକୁ ପାଇପ୍‌ରେ ପିଟି ପିଟି ହତ୍ୟା କଲା ବିକୃତ ମସ୍ତିଷ୍କ ପୁଅ । ପାରିବାରିକ କଳହକୁ ନେଇ ପୁଅ ସନ୍ତୋଷ ବେହେରା (୩୯ ବର୍ଷ) ମାଆ ଉଲି ବେହେରା (୫୫
Read More...

ଆଇନା ଅନୁଷ୍ଠାନ ପକ୍ଷରୁ ବିଶ୍ୱ ସମୁଦ୍ର ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ପଳିବନ୍ଧ ପଞ୍ଚାୟତ ପୋଡ଼ମ ପେଟା ଗ୍ରାମ ଓଡ଼ିଆରପି କଲୋନୀରେ ଆଇନା ଅନୁଷ୍ଠାନ ପକ୍ଷରୁ ବିଶ୍ୱ ସମୁଦ୍ର ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ସମାଜସେବୀ ସି ଏଚ ପଦ୍ମିନୀଙ୍କ ନେତୃତ୍ୱରେ ଉକ୍ତ ଦିବସ ପାଳିତ ହୋଇଥିଲା । ଉକ୍ତ
Read More...

ଦେବସ୍ନାନ ପୂର୍ଣ୍ଣିମାରେ ବନ୍ଧୁମିଳନ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହରର ଯୁବ ସ୍ଵେଚ୍ଛାସେବୀ ସୁଧୀର ଭାଇ ପକ୍ଷରୁ ଦେବସ୍ନାନ ପୂର୍ଣ୍ଣିମା ଉପଲକ୍ଷେ ସହର ସ୍ଥିତ ମା ବୁଢ଼ୀ ଠାକୁରାଣୀ ମନ୍ଦିର ପ୍ରାଙ୍ଗଣରେ ବୁଧବାର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏହି ଅବସରରେ ସୁଦାମ ଚରଣ ଜେନାଙ୍କ
Read More...

କାଳ ବୈଶାଖୀର ତାଣ୍ଡବ ରୂପ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ବିଭିନ୍ନ ପଞ୍ଚାୟତରେ ସୋମବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି କ୍ଷୀପ୍ର ପବନ ଓ ବର୍ଷା ପ୍ରଭାବରେ ନାହିନଥିବା କ୍ଷୟକ୍ଷତି ହେବା ସହ ଗଛ ପଡି ରାସ୍ତା ଅବରୋଧ ହୋଇଥିବା ଜଣାପଡିଛି । ଫଳରେ ଝାରେଡି ରାଧା
Read More...

ଯୁବକଙ୍କୁ ଖଣ୍ଡାରେ ହାଣିଲେ ଦୁର୍ବୃତ୍ତ : ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ମଥୁରା ଗ୍ରାମରେ ଯୁବକଙ୍କୁ ଆକ୍ରମଣ । ଖଣ୍ଡାରେ ହାଣି ଆକ୍ରମଣ ଅଭିଯୋଗ । ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି । ସୂଚନାଯୋଗ୍ୟ ଯେ, ଗଞ୍ଜାମ ଜିଲ୍ଲା ପୋଲସରା ବ୍ଲକ୍ ମଥୁରା ଗ୍ରାମର ରୁଦ୍ର ପ୍ରସାଦ ସେଠୀ ମଙ୍ଗଳବାର ସନ୍ଧ୍ୟା ସମୟରେ ଧୋବାସାହି
Read More...

ଗଞ୍ଜାମ ବ୍ଲକ ବିଜେପିର ମିଶ୍ରଣ ପର୍ବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାପୀଠ ମିନି ଷ୍ଟାଡିୟମଠାରେ ବିଜେପିର ଏକ ମିଶ୍ରଣ ପର୍ବ ଅନୁଷ୍ଠିତ ହୋଇଯାଇଛି । ଛତ୍ରପୁର ବିଧାୟକ କୃଷ୍ଣ ଚନ୍ଦ୍ର ନାୟକଙ୍କ ନେତୃତ୍ୱରେ ଆୟୋଜିତ ସମାବେଶରେ ପୂର୍ବତନ ଗଞ୍ଜାମ ବ୍ଲକ ଅଧ୍ୟକ୍ଷ ତଥା ଭାଜପା ଜିଲ୍ଲା ସମ୍ପାଦକ
Read More...

ଅଜଣା ଗାଡି ଧକ୍କାରେ ଆଇନଜୀବୀ ମୃତ

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ହୁମା ୧୬ ନମ୍ବର ଜାତୀୟ ରାଜପଥ ହମ୍ପ୍‌ସ ନିକଟରେ ଅଜଣା ଗାଡି ଧକ୍କାରେ ଯୁବ ଆଇନଜୀବୀ ସୁକାନ୍ତ ବିଶ୍ୱାଳ(୪୮ ବର୍ଷ)ଙ୍କ ମୃତ୍ୟୁ ହୋଇଛି । ପୂର୍ବତନ ହୁମା ସରପଞ୍ଚ ତଥା ସୁକାନ୍ତଙ୍କ ବାପା ଉଦୟ ବିଶ୍ୱାଳ ଏନେଇ ଥାନାରେ ଏତଲା ଦେଇଛନ୍ତି । ସୂଚନା ଅନୁସାରେ ଗୁରୁବାର
Read More...