ଗଞ୍ଜାମରେ ୫୦ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖକ କର୍ମଶାଳା ସୁବର୍ଣ୍ଣ ଜୟନ୍ତୀ ସମାରୋହ
ଗଞ୍ଜାମ, (କେ. ସତ୍ୟନାରାୟଣ ରେଡ୍ଡୀ) : ଗଞ୍ଜାମ ସହର ସ୍ଥିତ ଭାରତୀ ବିଦ୍ୟାଳୟ ସଭାଗୃହରେ ୫୦ତମ ବିଦ୍ୟାଳୟସ୍ତରୀୟ ଶିଶୁ ଲେଖକ କର୍ମଶାଳା ସୁବର୍ଣ୍ଣ ଜୟନ୍ତୀ ସମାରୋହ ଅନୁଷ୍ଠିତ ହୋଇଯାଇଛି । ଗଞ୍ଜାମ ବ୍ଲକ ଗୋଷ୍ଠୀ ଶିକ୍ଷାଧିକାରୀ ଭାଗିରଥି ବେହେରାଙ୍କ ତତ୍ତ୍ୱାବଧାନରେ ଆୟୋଜିତ!-->…
Read More...
Read More...