Browsing Tag

ganjam news

ଦୋକାନ ଉପରକୁ ବୋମା ମାଡ ଘଟଣା : ଆଉ ଜଣେ ଗିରଫ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ଥାନା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ଵରେ ଥିବା ଏକ ଦୋକାନ ଉପରକୁ ଗତ କିଛି ଦିନ ତଳେ ବୋମା ମାଡ଼ ହୋଇଥିଲା । ଏହି ଘଟଣାରେ ପୋଲିସ ଆଉ ଜଣକୁ ଗିରଫ କରି ମଙ୍ଗଳବାର କୋର୍ଟ ଚାଲାଣ କରାଯାଇଥିବା ଥାନା ଅଧିକାରୀ ସୁଦୀପ୍ତ କୁମାର ସାହୁ ସୂଚନା…
Read More...

ରମ୍ଭା ବଣିକ ସଂଘର ୭୬ତମ ସ୍ୱାଧୀନତା ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ରମ୍ଭାବଜାର ବଣିକ ସଂଘ ତରଫରୁ ୭୬ତମ ସ୍ୱାଧୀନତା ଦିବସ ପାଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଂଘର ସଭାପତି ଟି. କେଦାରନାଥ ସୁବୁଦ୍ଧିଙ୍କ ନେତୃତ୍ୱରେ ସମାଜସେବୀ ସୁବାଷଚନ୍ଦ୍ର ପଣ୍ଡା ଜାତୀୟ ପତକା ଉତ୍ତୋଳନ କରି ଜାତୀୟ ସଙ୍ଗୀତ ଗାନ କରିବା ସହ…
Read More...

ତ୍ରିରଙ୍ଗାରେ ଝଲସୁଛି ଐତିହାସିକ ପୋତାଗଡ଼

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସାରା ଦେଶରେ ପାଳିତ ହୋଇଛି ୭୬ତମ ସ୍ୱାଧୀନତା ଦିବସ । ପ୍ରଥମ ଥର ପାଇଁ ଐତିହାସିକ ପୋତାଗଡ଼ ତ୍ରିରଙ୍ଗାରେ ଝଲସୁଥିବା ଦେଖିବାକୁ ମିଳିଛି । ତହସିଲଦାର ଅରୁଣ କୁମାର ନାୟକଙ୍କ ନିଜସ୍ୱ ଉଦ୍ୟମରେ ପୋତାଗଡ଼ ଚାରି ପାଖରେ ତ୍ରିରଙ୍ଗା ଉଡୁଥିବା ବେଳେ ପୋତାଗଡ଼…
Read More...

କେନ୍ଦ୍ରାପଡା ଜିଲ୍ଲା ଗସ୍ତରେ ଛତ୍ରପୁର ଅଷ୍ଟମ ବାଟାଲିୟନ ଓଡ୍ରାଫ ଟିମ୍‌

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗତ କିଛିଦିନ ହେବ ଲଘୁଚାପ ଜନିତ ଲଗାଣ ବର୍ଷାରେ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି । ଏଥିପାଇଁ ସରକାର ଏବଂ ଜିଲ୍ଲା ପ୍ରଶାସନ ନଈକୂଳିଆ ଲୋକଙ୍କୁ ସ୍ଥାନାନ୍ତର କରିଥିବା ବେଳେ ବନ୍ୟା ସ୍ଥିତି ଅଞ୍ଚଳଗୁଡିକ ପ୍ରତି ସତର୍କତା…
Read More...

ସୁବଳୟା ଗୋପାଳକୃଷ୍ଣ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୦ତମ ପ୍ରତିଷ୍ଠା ଦିବସ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅନ୍ତର୍ଗତ ସୁବଳୟା ଗ୍ରାମ ପଞ୍ଚାୟତର ଗୋପାଳକୃଷ୍ଣ ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ୩୦ତମ ପ୍ରତିଷ୍ଠା ଦିବସ ଅନୁଷ୍ଠାନର ଅଧ୍ୟକ୍ଷ ଡ଼. ସିଏଚ୍‌ ସୁଧାକରଙ୍କ ସଭାପତିତ୍ୱରେ ମହାସମାରୋହରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମରେ ରାଜ୍ୟପାଳ…
Read More...

ରମ୍ଭାରେ ହର ଘର ତ୍ରିରଙ୍ଗା ଉତ୍ସବ ପାଳିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଆଜି ରମ୍ଭାଠାରେ ୭୫ ବର୍ଷ ସ୍ଵାଧୀନ ଭାରତର ଅମୃତ ମହୋତ୍ସବ ପାଳନ ହୋଇଯାଇଛି । ସାରା ଭାରତରେ ଅଗଷ୍ଟ ୧୩ ତାରିଖଠାରୁ ୧୫ ତାରିଖ ପର୍ଯ୍ୟନ୍ତ ୭୫ବର୍ଷ ସ୍ଵାଧୀନ ଭାରତ ଅମୃତ ମହୋତ୍ସବ ପାଳନ କରାଯାଉଛି । ସ୍ଥାନୀୟ ଶ୍ରୀ ଜଗନ୍ନାଥ ଡିଗ୍ରୀ ମହାବିଦ୍ୟାଳୟରେ…
Read More...

ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ଅବସରପ୍ରାପ୍ତ କର୍ମଚାରୀ ସଂଘ ତରଫରୁ ସ୍ଵାଧୀନତାର ୭୫ ବର୍ଷ ପୂର୍ତ୍ତି ଅମୃତ ମହୋତ୍ସବ ପାଳନ ପରିପ୍ରେକ୍ଷୀରେ ମେଧାବୀ ଛାତ୍ରଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଏବଂ ପୂଜ୍ୟପୂଜା ଓ ବୃକ୍ଷ ରୋପଣ କାର୍ଯ୍ୟକ୍ରମ ରମ୍ଭା ଗାୟତ୍ରୀ ଶକ୍ତିପୀଠ ପରିସରରେ…
Read More...

ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଜିଲ୍ଲା କଂଗ୍ରେସ କମିଟିର ପଦଯାତ୍ରା

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସ୍ୱାଧୀନତାର ୭୫ ବର୍ଷ ପୂର୍ତ୍ତି ଅବସରରେ ଗଞ୍ଜାମ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ବୁଧବାର ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ମହାତ୍ମା ଗାନ୍ଧୀ ଓଡିଶାରେ ପ୍ରଥମ ଲବଣ ସତ୍ୟାଗ୍ରହ ହୁମ୍ମାଠାରୁ ଆରମ୍ଭ କରିଥିଲେ । ଏହି ସ୍ମରଣୀୟ ଦିବସକୁ ଲୋକ ଜାଗରଣ…
Read More...

ରମ୍ଭା ଶାଖା ପ୍ରଜାପିତା ବ୍ରହ୍ମକୁମାରୀର ପବିତ୍ର ରକ୍ଷା ବନ୍ଧନ ଉତ୍ସବ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ସ୍ଥାନୀୟ ଦଳବେହେରା କଲ୍ୟାଣ ମଣ୍ଡପ ପରିସରରେ ରମ୍ଭା ଶାଖା ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ପ୍ରଥମେ ଭାରତର ନବ ନିଯୁକ୍ତ ଓଡିଶା ନିବାସୀ ସ୍ୱପରିବାର ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁଙ୍କୁ ସର୍ବ ସମ୍ମତି କ୍ରମେ…
Read More...

ବିଦ୍ୟାଳୟସ୍ତରୀୟ ସୃଜନ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗଞ୍ଜାମ, (ପ୍ରଦୀପ କୁମାର ପଣ୍ଡା) : ଗଞ୍ଜାମ ବ୍ଲକ ପାଳିବନ୍ଧ ପଞ୍ଚାୟତ ଅନ୍ତର୍ଗତ ଗୋଖରକୁଦା ପ୍ରକଳ୍ପ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଗୁରୁବାର ବିଦ୍ୟାଳୟସ୍ତରୀୟ ସୃଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏଥିରେ ବ୍ଲକ ଶିକ୍ଷାଧିକାରୀ ଭାଗିରଥି ବେହେରା, ସମ୍ମାନିତ ଅତିଥି ଏବିଇଓ ତଥା…
Read More...