Browsing Tag

goipata news

ସିଆର୍‌ପିଏଫ୍‌ର ଜନସମ୍ପର୍କ ଶିବିର

ଗୋଇପଟା : ଗୋଇପଟା ସ୍ଥିତ ସିଆର୍‌ପିଏଫ୍ କ୍ୟାମ୍ପରେ ଜନସମ୍ପର୍କ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଲାଞ୍ଜି ପଞ୍ଚାୟତର ୧୨ଟି ଗ୍ରାମର ୧୦୦ ଜଣ ଗରିବ ଲୋକଙ୍କୁ କମ୍ବଳ ବଣ୍ଟନ କରାଯାଇଥିଲା । ଏହି କାର୍ଯ୍ୟକ୍ରମ ଓଡିଶା ସେକ୍ଟର ଭୁବନେଶ୍ୱର ଏବଂ ସମ୍ବଲପୁରର ୧୨ର୍ଥ ବାଟାଲିୟନ
Read More...