Browsing Tag

gopalpur news

ଚିଲିକା କୂଳରୁ ନୂତନ ପ୍ରଜାତିର ଆମ୍ଫିପୋଡ୍ ଜୀବ ଚିହ୍ନଟ

ଗୋପାଳପୁର : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ସାମୁଦ୍ରିକ ବିଜ୍ଞାନ ବିଭାଗ ପକ୍ଷରୁ ଚିଲିକା ଉପକୂଳରେ ନୂତନ ପ୍ରଜାତିର ସାମୁଦ୍ରିକ ଜୀବ ଆମ୍ଫିପୋଡ୍ଆ ଚିହ୍ନଟ ହୋଇଛି । ବିଭାଗର ସହକାରୀ ପ୍ରଫେସର ଶେଷଦେବ ପାତ୍ରଙ୍କ ତତ୍ଵାବଧାନରେ ବିଭାଗର ଗବେଷିକା ଗୀତାଞ୍ଜଳି ଭୋଇ ଏବଂ ଲିପିକା ତରଫଦାର ଚିଲିକା
Read More...

ରେଳ ଧାରଣାରୁ ଯୁବକଙ୍କ ମୃତଦେହ ଉଦ୍ଧାର

ଗୋପାଳପୁର : ଗୋପାଳପୁର ଛକ ଲେବଲ କ୍ରସିଂ ନିକଟ ରେଳ ଧାରଣାରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଥିବା ଜଣାପଡିଛି । ମୃତକ ଜଣକ ହେଲେ କାହ୍ନା ଗୌଡ଼ । ମିଳିଥିବା ସୂଚନା ଅନୁଯାୟୀ, ଗୋପାଳପୁର ଥାନା ଅନ୍ତର୍ଗତ ମାଣ୍ଡିଆପଲ୍ଲୀ ଜଗନ୍ନାଥ ବିହାରରେ ରହୁଥିବା କାହ୍ନା ଗୌଡ଼ ବୁଧବାର ଠାରୁ ନିଖୋଜ
Read More...

ଜୁଆ ଆଡ୍ଡାରେ ପୋଲିସର ଚଢାଉ : ୯ ଗିରଫ

ଗୋପାଳପୁର : ଗୋଳନ୍ଥରା ପୋଲିସ ଏକ ଢାବା ପଛପଟେ ଚାଲିଥିବା ଜୁଆ ଆଡ୍ଡା ଉପରେ ଗୁରୁବାର ରାତିରେ ଚଢ଼ାଉ କରି ୯ ଜଣ ଜୁଆଡ଼ିଙ୍କୁ ଗିରଫ କରିଥିବା ସୂଚନା ମିଳିଛି । ସେମାନଙ୍କଠାରୁ ୩୦ ହଜାର ୩୦ ଟଙ୍କା ଏବଂ ଖେଳ ସାମଗ୍ରୀ ଜବତ କରିଥିବା ଗୋଳନ୍ଥରା ଥାନା ଅଧିକାରୀ ବିବେକାନନ୍ଦ ମହନ୍ତ ସୂଚନା
Read More...

ଭିଜିଲାନ୍ସ ଜାଲରେ ଜିଆର୍‌ଏସ୍‌

ଗୋପାଳପୁର : ଗଞ୍ଜାମ ଜିଲ୍ଲା ରଙ୍ଗେଇଲୁଣ୍ଡା ବ୍ଲକ ଇନ୍ଦ୍ରାକ୍ଷୀ ପଞ୍ଚାୟତର ଜିଆର୍‌ଏସ୍‌ ମଙ୍ଗଳବାର ଭିଜିଲାନ୍ସ ଜାଲରେ ପଡିଥିବା ଜଣାପଡିଛି । ଜିଆର୍‌ଏସ୍‌ ସି.ଏଚ. ଚାନ୍ଦ୍ରେୟା ଏକ ପୋଖରୀ କାମର ବିଲ୍‌ ପାସ୍‌ କରାଇବା ପାଇଁ ୨୭ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବ୍ରହ୍ମପୁର ଭିଜିଲାନ୍ସ
Read More...

ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନା ପ୍ରଶିକ୍ଷଣ ଶିବିର ଉଦଘାଟିତ

ଗୋପାଳପୁର : ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ଜାତୀୟ ସେବା ଯୋଜନା ପକ୍ଷରୁ ଆଜି ନିୟୁ କନ୍ଫେରେନସ୍ ହଲ ଠାରେ ୨ ଦିନିଆ ସ୍ବେଛାସେବୀ ପ୍ରଶିକ୍ଷଣ ଶିବିର ସହ ସବୁଜ କ୍ୟାମ୍ପସ ଅଭିଯାନ ଉଦଘାଟିତ ହୋଇଯାଇଛି । କୁଳପତି ପ୍ରଫେସର ଗୀତାଞ୍ଜଳି ଦାଶଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟ
Read More...

ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା : ୫ ଆହତ

ଗୋପାଳପୁର : ବ୍ରହ୍ମପୁର ଗୋପାଳପୁର ରାସ୍ତାର ରାମଚନ୍ଦ୍ରପୁରଠାରୁ କରାପଲ୍ଲୀ ରାସ୍ତାରେ ଗତକାଲି ରାତି ପ୍ରାୟ ସାଢେ ୭ଟା ବେଳେ ଦୁଇ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୫ ଜଣ ଆହତ ହୋଇଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ୩ ଜଣଙ୍କୁ ବ୍ରହ୍ମପୁର ବଡ ଡାକ୍ତରଖାନାକୁ ସ୍ଥାନାନ୍ତରିତ
Read More...

ବ୍ରହ୍ମପୁର ବିଶ୍ଵ ବିଦ୍ୟାଳୟରେ ଷ୍ଟାର୍ଟ ଅଫ ଓଡ଼ିଶା ଯାତ୍ରା ରଥକୁ ସ୍ଵାଗତ

ଗୋପାଳପୁର : ଭୁବନେଶ୍ୱରରୁ ଆରମ୍ଭ ହୋଇଥିବା ଷ୍ଟାର୍ଟ ଅଫ ଓଡିଶା ଯାତ୍ରା ଶନିବାର ଅପରାହ୍ନରେ ବ୍ରହ୍ମପୁର ବିଶ୍ଵବିଦ୍ୟାଳୟ ପରିସରରେ ପହଞ୍ଚିଥିଲା । ଷ୍ଟାର୍ଟ ଅଫ ଓଡ଼ିଶା ଏବଂ କୀଟ ଟି.ବି.ଆଇର ମିଳିତ ଆନୁକୂଲ୍ୟରେ ଆରମ୍ଭ ହୋଇଥିବା ଷ୍ଟାର୍ଟ ଅଫ ଓଡ଼ିଶା ଯାତ୍ରା ୨.୦ ରଥ ଭୁବନେଶ୍ୱରରୁ
Read More...

ଆଇଜରର ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ପାଳିତ

ଗୋପାଳପୁର : ବିଜ୍ଞାନ ପୁରୀଠାରେ ଆଇଜର ଅସ୍ଥାୟୀ କ୍ୟାମ୍ପସ ପରିସରରେ ଦ୍ୱିତୀୟ ସମାବର୍ତ୍ତନ ଉତ୍ସବ ପାଳିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ମାଇଣ୍ଡ ଟ୍ରି ଏବଂ ଓଡିଶା ଦକ୍ଷତା ବିକାଶ ପ୍ରାଧିକରଣର ଅଧ୍ୟକ୍ଷ ସୁବ୍ରୋତ ବାଗଚି, ଅତିଥି ଭାବେ ବୋର୍ଡ ଅଫ୍
Read More...

କରାପଲ୍ଲି ଆଦର୍ଶ ବିଦ୍ୟାଳୟ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ

ଗୋପାଳପୁର : କରାପଲ୍ଲି ଆଦର୍ଶ ବିଦ୍ୟାଳୟ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଆୟୋଜିତ ଶିବିରକୁ କରାପଲ୍ଲି ପଞ୍ଚାୟତ ସରପଞ୍ଚ ଏସ ମେନେକା ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍‌ଘାଟନ କରିବା ସହ ନିଜେ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ
Read More...