କରାପଲ୍ଲି ଆଦର୍ଶ ବିଦ୍ୟାଳୟ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ
ଗୋପାଳପୁର : କରାପଲ୍ଲି ଆଦର୍ଶ ବିଦ୍ୟାଳୟ ପକ୍ଷରୁ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଆୟୋଜିତ ହୋଇଯାଇଛି । ଆୟୋଜିତ ଶିବିରକୁ କରାପଲ୍ଲି ପଞ୍ଚାୟତ ସରପଞ୍ଚ ଏସ ମେନେକା ରେଡ୍ଡୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଉଦ୍ଘାଟନ କରିବା ସହ ନିଜେ ସ୍ୱେଚ୍ଛାକୃତ ରକ୍ତଦାନ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ!-->…
Read More...
Read More...