Browsing Tag

gudvela news

ଶିକେରପାଟ୍ ଚାମ୍ପିଅନ ଟ୍ରଫି କ୍ରିକେଟ ୨୦୨୬ରେ ରହେନମାଳକୁ ହରାଇ ସେମିଫାଇନାଲ୍‌ରେ ଦୁହେଲ ଦଳ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଳକ ଅନ୍ତର୍ଗତ ଜାମୁଟ ହାଇସ୍କୁଲ ଖେଳପଡିଆଠାରେ ଶିକେରପାଟ୍ ୟୁଥ୍ କ୍ଳବର ଆନୁକୂଲ୍ୟରେ ଆୟୋଜିତ ଶିକେରପାଟ୍ ଚାମ୍ପିଅନ ଟ୍ରଫି କ୍ରିକେଟ ୨୦୨୬ ଦିନକୁ ଦିନ ଅଧିକ ରୋମାଞ୍ଚକର ହୋଇଉଠୁଛି । ତୃତୀୟ ଦିବସରେ ଖେଳପଡିଆରେ ଦର୍ଶକଙ୍କ
Read More...

ବ୍ଲକ ସ୍ତରୀୟ ଡେଟଲ୍ ସ୍କୁଲ ସ୍ୱଚ୍ଛତା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଅମର ଜ୍ୟୋତି ଫାଉଣ୍ଡେସନ ଏବଂ ରେକିଟ ଇଣ୍ଡିଆର ମିଳିତ ସହଯୋଗରେ ଡୁଙ୍ଗିବାହାଲ ୟୁପି ସ୍କୁଲ୍ ଠାରେ ଗୁଡଭେଲା ବ୍ଲକର ୧୦୦ଟି ସରକାରୀ ସ୍କୁଲର ଶିକ୍ଷକ, ଶିକ୍ଷୟିତ୍ରୀ ମାନଙ୍କ ପାଇଁ ଡିସେମ୍ବର ୧୨ ଓ ୧୩ ତାରିଖ ଦୁଇଦିନ ଧରି ଡେଟଲ ସ୍ୱଚ୍ଛତା ପ୍ରଶିକ୍ଷଣ
Read More...

ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କୁ ସହାୟକ ଉପକରଣ ବଣ୍ଟନ କରାଯାଇଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ ବିଇଓ ନମିତା ରାଣୀ ଭୋଇ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଏବିଇଓ ରମେଶ ଚନ୍ଦ୍ର
Read More...

ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ଗୁଡଭେଲା ବ୍ଲକ ସ୍ତରୀୟ କୁଇଜ ପ୍ରତିଯୋଗିତା ତେନ୍ତୁଳିଖୁଣ୍ଟି ଗ୍ରାମ ପଞ୍ଚାୟତ ହାଇସ୍କୁଲ, ଡାହିମାଲ ଠାରେ ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଗ୍ନି କୁମାର ନାଏକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଗୁଡଭେଲା ବ୍ଲକ୍ ସ୍ତରୀୟ ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ସାଂସ୍କୃତିକ ଓ କ୍ରୀଡା ପ୍ରତିଯୋଗିତା

ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ପାଇଁ ସକାରାତ୍ମକ ପରିବେଶ ସମସ୍ତଙ୍କ ଦାୟିତ୍ଵ ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ସମଗ୍ର ଶିକ୍ଷା ବଲାଙ୍ଗିର ଓ ଗୁଡଭେଲା ବ୍ଲକ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ସ୍ଥାନୀୟ ଗୁଡଭେଲା ଉଚ୍ଚ ବିଦ୍ୟାଳୟ ଠାରେ ଦିବ୍ୟାଙ୍ଗ ଛାତ୍ରଛାତ୍ରୀମାନଙ୍କ ପାଇଁ
Read More...

ଗୁଡ଼ଭେଲା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫ ଅନୁଷ୍ଠିତ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡ଼ଭେଲା ବ୍ଲକ ସ୍ତରୀୟ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ୨୦୨୫ ଓଡିଶା ଆଦର୍ଶ ବିଦ୍ୟାଳୟ ତେନ୍ତୁଳିଖୁଣ୍ଟି ଠାରେ ପୂର୍ବାହ୍ନ ୧୦ ଘଟିକା ସମୟରେ ବିଇଓ ନମିତା ରାଣୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୁଡ଼ଭେଲା
Read More...

ଗୁଡ଼ଭେଲା ବ୍ଲକ ସ୍ତରୀୟ ସୁରଭି-୨୦୨୫ ଅନୁଷ୍ଠିତ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡ଼ଭେଲା ବ୍ଲକ ସ୍ତରୀୟ ସୁରଭି-୨୦୨୫ ସ୍ଥାନୀୟ ଗୁଡଭେଲା ଉଚ୍ଚ ବିଦ୍ୟାଳୟ ଠାରେ ପୂର୍ବାହ୍ନ ୧୦ ଘଟିକା ସମୟରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ନମିତା ରାଣୀ ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଉଦଘାଟନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ଗୁଡ଼ଭେଲା ବିଡିଓ
Read More...

ଓସିଏସ ପରୀକ୍ଷାରେ ବଲାଙ୍ଗିର ଗୁଡଭେଲାର ନିପୁନଙ୍କ ସଫଳତା

ଗୁଡଭେଲା, (ଖୁସିରାଣୀ ସାହୁ) : ଓସିଏସ ପରୀକ୍ଷାରେ ବଲାଙ୍ଗିର ଜିଲ୍ଲା ଗୁଡଭେଲା ବ୍ଲକ ସମରା ଗାଁର ନିପୁନଙ୍କ ସଫଳତା । ଚଳିତ ବର୍ଷ ଓଡ଼ିଶା ପ୍ରଶାସନିକ ସେବାର ଫଳାଫଳ ପ୍ରକାଶ ପାଇଥିବା ବେଳେ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷାରେ ୪୫ ନମ୍ୱର ର‍୍ୟାଙ୍କ ରଖି ସଫଳ ହୋଇଛନ୍ତି ନିପୁନ କୁମାର୍
Read More...

ଗୁଡଭେଲା ବ୍ଲକରେ ନୂତନ ବିଇଓ ନମିତା ରାଣୀ ଭୋଇଙ୍କ ଯୋଗଦାନ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକରେ ନୂତନ ବିଇଓ ଭାବେ ନମିତା ରାଣୀ ଭୋଇ ଯୋଗଦାନ କରିଛନ୍ତି । ତାଙ୍କୁ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ତରଫରୁ ଏବିଇଓ ରମେଶ ଚନ୍ଦ୍ର ସାମର୍ଥ, ସୁରେନ୍ଦ୍ର ସୁନା ଓ ବିପିନ ବାଗ ପୁଷ୍ପଗୁଚ୍ଛ ଦେଇ ସ୍ୱାଗତ ଜଣାଇଛନ୍ତି । ଶ୍ରୀମତୀ ଭୋଇ
Read More...

ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଯୋଜନାନୁସାରେ ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଗମ୍ଭାରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ କୈଳାସ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।
Read More...