Browsing Tag

gudvela news

ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ଓଡ଼ିଶା ସରକାରଙ୍କ ଯୋଜନାନୁସାରେ ଜାମୁଟ କ୍ଲଷ୍ଟର ସ୍ତରୀୟ ନିପୁଣ ଓଡ଼ିଶା ମେଳା ଓ ଶିକ୍ଷଣ ଉପକରଣ ପ୍ରସ୍ତୁତି କର୍ମଶାଳା ଗମ୍ଭାରୀଗୁଡା ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷକ କୈଳାସ ମହାନନ୍ଦଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି ।…
Read More...

ଗୁଡଭେଲା ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟଠାରେ ୭୬ତମ ସାଧାରଣତନ୍ତ୍ର ଦିବସ ମହାସମାରୋହରେ ପାଳିତ ହୋଇଯାଇଛି । ମୁଖ୍ୟ ଅତିଥିଭାବେ ବିଇଓ ରୁଷିଆ ମେହେର ଯୋଗଦେଇ ସମ୍ମିଳିତ ଜନତାଙ୍କୁ ଉଦ୍‌ବୋଧନ ଦେଇଥିଲେ । ସମ୍ମାନିତ ଅତିଥି ଭାବେ ଏବିଇଓ…
Read More...

ଶିକେର ପାଟ ମହୋତ୍ସବର ଦ୍ୱିତୀୟ ସନ୍ଧ୍ୟା

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ ଖଡଙ୍ଗା ଅଞ୍ଚଳର ଭାଷା, ସାହିତ୍ୟ, ଲୋକକଳା, ସଂସ୍କୃତି, ପ୍ରତିଭା, ଐତିହ୍ୟ ଓ ପରମ୍ପରାକୁ ବଞ୍ଚାଇ ରଖିବା ପାଇଁଁ ଘୁନା ବିଜୁ ପଟ୍ଟନାୟକ ଖେଳପଡିଆ ଠାରେ ଚାଲିଥିବା ଦ୍ୱିତୀୟ ଶିକେରପାଟ ମହୋତ୍ସବର ଦ୍ୱିତୀୟ ଦିବସରେ ମୁଖ୍ୟ ଅତିଥିଭାବେ ଗୁଡଭେଲା…
Read More...

ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକର କଲ୍ୟାଣ ମଣ୍ଡପ ଠାରେ ପୋଷ୍ୟ ସନ୍ତାନ ଗ୍ରହଣ, ପ୍ରତିପାଳନ ଶିଶୁ ଯତ୍ନ ଆଧାରିତ ସଚେତନତା ଗୁଡଭେଲା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଆର୍ତ୍ତତ୍ରାଣ ଥାଟିଙ୍କ ଅଧ୍ୟକ୍ଷତାରେ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମରେ ଜିଲ୍ଲା…
Read More...

ଗୁଡଭେଲା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ କନ୍ୟା ଶିଶୁ ଦିବସ ପାଳିତ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକସ୍ତରୀୟ ଆନ୍ତର୍ଜାତୀୟ କନ୍ୟା ଶିଶୁ ଦିବସ ସ୍ଥାନୀୟ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ ଅନୁଷ୍ଠିତ ହୋଇଯାଇଛି । ପୂର୍ବାହ୍ନ ୧୧ଟା ସମୟରେ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ଭୋଇଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସଭାରେ ବିଆର୍‌ସିସି…
Read More...

ଗୁଡଭେଲା ବ୍ଲକସ୍ତରୀୟ ସୁରଭି – ୨୦୨୪ ଅନୁଷ୍ଠିତ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକସ୍ତରୀୟ ସୁରଭି - ୨୦୨୪ ସ୍ଥାନୀୟ ହାଇସ୍କୁଲ ଠାରେ ପୂର୍ବାହ୍ନ ୧୦ ଟା ସମୟରେ ପ୍ରଧାନ ଶିକ୍ଷକ ଜୁଗଳ କିଶୋର ସାହୁଙ୍କ ପୌରହିତ୍ୟରେ ଉଦ୍‌ଘାଟିତ ହୋଇଥିଲା । ଏଥିରେ ମୁଖ୍ୟ ଅତିଥିଭାବେ ବିଇଓ ରୁଷିଆ ମେହେର ଯୋଗ ଦେଇଥିବା ବେଳେ ସମ୍ମାନିତ…
Read More...

ଗୁଡେଭେଲା ବ୍ଲକସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡଭେଲା ବ୍ଲକସ୍ତରୀୟ ପ୍ରାଥମିକ ବିଭାଗର କୁଇଜ୍ ପ୍ରତିଯୋଗିତା ଆଜି ପୂର୍ବାହ୍ନ ୧୧ଟା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ଥାନୀୟ ବିଦ୍ୟାଳୟର ପ୍ରଧାନ ଶିକ୍ଷକ…
Read More...

ଗୁଡେଭେଲା ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ଅନୁଷ୍ଠିତ

ଗୁଡ଼ଭେଲା, (କେପିଏନ୍‌ଏସ୍‌) : ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ କାର୍ଯ୍ୟକ୍ରମ ଅନ୍ତର୍ଗତ ଗୁଡେଭେଲା ବ୍ଲକସ୍ତରୀୟ କୁଇଜ୍ ପ୍ରତିଯୋଗିତା ୬ ଅଗଷ୍ଟ ପୂର୍ବାହ୍ନ ୧୦ଟା ସମୟରେ ସରକାରୀ ଉଚ୍ଚ ବିଦ୍ୟାଳୟ ଜାମୁଟ ଠାରେ ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମର ଉଦ୍‌ଘାଟନୀ ସଭାରେ ଗୁଡଭେଲା…
Read More...

ନିଷାନ୍ ସାହିତ୍ୟ ସଂସଦ ଆନୁକୂଲ୍ୟରେ ପରିବେଶ ସୁରକ୍ଷା : ଜୀବନ ରକ୍ଷା ଶୀର୍ଷକ ଆଲୋଚନା ଚକ୍ର ଓ କବିତା ଆସର ଅନୁଷ୍ଠିତ

ଗୁଡଭେଲା/ତୁଷୁରା, (କେପିଏନ୍‌ଏସ୍‌) : ନିଷାନ୍‌ ସାହିତ୍ୟ ସଂସଦ ତୁଷୁରା, ବଲାଙ୍ଗିର ଆନୁକୂଲ୍ୟରେ ଗତ ରବିବାର ଅପରାହ୍ନ ପାଞ୍ଚଟା ସମୟରେ ପରିବେଶ ସୁରକ୍ଷା, ଜୀବନ ରକ୍ଷା ଶୀର୍ଷକ ଦଶମ ଅଠାରି କବିତା ଆସର ଓ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ସଂସଦର ସଭାପତି ଶ୍ୟାମସୁନ୍ଦର ପ୍ରଧାନଙ୍କ…
Read More...

ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଗୁନିମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀଙ୍କ ପରଲୋକ

ଗୁଡଭେଲା, (କେପିଏନ୍‌ଏସ୍‌) : ଗୁଡଭେଲା ବ୍ଲକ୍ ଅନ୍ତର୍ଗତ ଗୁନିମୁଣ୍ଡା ପ୍ରାଥମିକ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ଡିଙ୍ଗର ଷଡ଼ଙ୍ଗୀ (୯୮)ଙ୍କ ଗତ ୫ ତାରିଖ ସକାଳ ୧୦.୩୦ମି ସମୟରେ ତାଙ୍କର ଗୁଡଭେଲା ସ୍ଥିତ ବାସଭବନରେ ପରଲୋକ ହୋଇଯାଇଛି । ତାଙ୍କର ଜନ୍ମଭୂମି ଦେଓଗାଁ ବ୍ଲକ ଅର୍ନ୍ତଗତ…
Read More...