Browsing Tag

hindol news

କଲରାପତରିଆ ବାଘର ମୃତଦେହ ଠାବ

ହିନ୍ଦୋଳ : ଆଜି ହିନ୍ଦୋଳ ବନାଞ୍ଚଳ ସତମାଇଲି ଜଙ୍ଗଲରେ ଏକ କଲରାପତରିଆ ବାଘର ମୃତଦେହ ଠାବ ହୋଇଛି । ସୂଚନା ଅନୁସାରେ, ହିନ୍ଦୋଳ ବନାଞ୍ଚଳ ଖଜୁରିଆକଟା ସେକ୍ସନ ଅନ୍ତର୍ଗତ ବାରିହାରଗଡି ଗ୍ରାମ ନିକଟସ୍ଥ ଏକ ନାଳରେ ବୁଧବାର ଏକ କଲରାପତରିଆ ବାଘର ମୃତଦେହ ପଡିଥିବା ଦେଖିବାକୁ ମିଳିଛି ।
Read More...

ହିନ୍ଦୋଳ ଏନ୍‌ଏସିରେ ରାହାଗିରି ପଥ ଉତ୍ସବ ପାଇଁ ପ୍ରଶାସନିକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

ହିନ୍ଦୋଳ, (ଅଙ୍କିତା ସାହୁ) : ଚଳିତ ମାସରେ ଓଡ଼ିଶାରେ ଅୟୋଜିତ ହେବାକୁ ଥିବା ଆନ୍ତର୍ଜାତୀୟ ପୁରୁଷ ହକି ବିଶ୍ଵକପ୍ ପାଇଁ ସାରା ରାଜ୍ୟ ଏବେ ଚଳଚଞ୍ଚଳ ହୋଇପଡିଛି । ଏହି ପରିପ୍ରେକ୍ଷୀରେ ପ୍ରଥମ ଥର ପାଇଁ ହିନ୍ଦୋଳ ଏନ୍‌ଏସିରେ ଆସନ୍ତା ୮ ତାରିଖ ରବିବାର ଦିନ ଏକ ପଥ ଉତ୍ସବ ବା ରାହାଗିରି
Read More...