Browsing Tag

jagatshingpur news

ପୋଲ ଉପରୁ ନଦୀକୁ ଡେଇଁଲେ ଯୁବକ

ଜଗତସିଂହପୁର : ଦେବୀ ନଦୀକୁ ଡେଇଁପଡିଲେ ଯୁବକ । ଜଗତସିଂହପୁର ଜିଲ୍ଲା ବଛାଳ ଗାଁର ଟୁକୁନା ଲେଙ୍କାର ୨୫ ବର୍ଷର ପୁଅ ସୂର୍ଯ୍ୟକାନ୍ତ ଲେଙ୍କା ନଦୀକୁ ଡେଇଁପଡିଛନ୍ତି । ଶିଖରଘାଟ ନିକଟରେ ଥିବା ପୋଲ ଉପରୁ ଡେଇଁ ପଡିଛନ୍ତି । ପ୍ରେମ ଜନିତ କାରଣରୁ ନଦୀକୁ ଡେଇଁଥିବା ସନ୍ଦେହ କରାଯାଉଛି । ଖବର
Read More...

ଶଙ୍ଖ ନଦୀ କୂଳରୁ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର : ହତ୍ୟା ସନ୍ଦେହ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ଏରସମା ବ୍ଲକ୍ ଗଡହରିଷପୁର ପଞ୍ଚାୟତ ଅନ୍ତର୍ଗତ ଶଙ୍ଖ ନଦୀ କୂଳରୁ ଜଣେ ଅଜଣା ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ଯୁବକଙ୍କ ଶରୀରର ବିଭିନ୍ନ ସ୍ଥାନରେ କ୍ଷତ ଥିବାର ଜଣାପଡିଛି । ଯୁବକଙ୍କୁ ହତ୍ୟା କରି ନଦୀ କୂଳରେ ଫୋପାଡି ଦିଆଯାଇଥିବାର ସନ୍ଦେହ କରାଯାଉଛି
Read More...

ଶିଆଳି ନିକଟରେ କୂଳ ଲଙ୍ଘିଲା ସମୂଦ୍ର : ବଜାର ଓ ଜନ ବସତିରେ ମାଡ଼ିଗଲା ଲୁଣି ପାଣି

ଜଗତସିଂହପୁର : ଶିଆଳି ନିକଟରେ କୂଳ ଲଙ୍ଘିଲା ସମୁଦ୍ର । ହଟାତ ସମୂଦ୍ର ସ୍ଥଳ ଭାଗ ଆଡ଼କୁ ମାଡି ଆସିବା ସହ ଶିଆଳି ବେଳାଭୂମି ବଜାର ଓ ଜନ ବସତିରେ ଲୁଣି ପାଣି ମାଡ଼ି ଯାଇଥିଲା । ହଠାତ ସମୁଦ୍ର ମାଡ଼ି ଆସିବା ଯୋଗୁ ବେଳା ଭୂମିରେ ଥିବା ପର୍ଯ୍ୟଟକ ଓ ସ୍ଥାନୀୟ ବାସିନ୍ଦା ଭୟଭୀତ ହୋଇପଡ଼ିଥିଲେ ।
Read More...