ସାଇକେଲରେ ବୁଲି ଗାନ୍ଧୀଙ୍କ ପ୍ରତିମୂର୍ତ୍ତି ସଫା କରୁଛନ୍ତି ନିଶୀଥ କୁମାର
ଯାଜପୁର, (କେପିଏନ୍ଏସ୍) : ତାରାମଦନ ଗ୍ରାମର ବାସିନ୍ଦା ନିଶୀଥ କୁମାର ଦାସ । ବୟସ ୭୧ ବର୍ଷ ଡେଇଁଲାଣି । ଏହି ବୟସରେ ମଧ୍ୟ ସେ ସକାଳୁ ସାଇକଲ ଧରି ବାହାରିଯାନ୍ତି । ବିଭିନ୍ନ ସ୍ଥାନରେ ଗାନ୍ଧୀଜୀଙ୍କ ମୂର୍ତ୍ତିକୁ ସଫା କରିବା ସହ ଫୁଲଧୂପ ଦେଇ ଶ୍ରଦ୍ଧାଞ୍ଜଳି ଜଣାଇଥାନ୍ତି । ତାଙ୍କ!-->…
Read More...
Read More...