ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି ୧୩ କେଜି ଗଂଜେଇ ଜବତ ସହ ଜଣେ ଗିରଫ
ଯାଜପୁର : ଅବକାରୀ ବିଭାଗ ପକ୍ଷରୁ ଚଢାଉ କରି୧୩ କେଜି ଗଂଜେଇ ଜବତ ସହ ଜଣକୁ ଗିରଫ କରାଯାଇଛି ବୋଲି ଖବର ମଳିଛି । ସୂଚନା ଯୋଗ୍ୟ ଯେ, ଯାଜପୁର ଜିଲ୍ଲା ଜେନାପୁର ଥାନା ଅନ୍ତର୍ଗତ ମଧୁସୂଦନପୁର ଗାଁରେ ଅବକାରୀ ଅଧୀକ୍ଷକ ଦେବୀ ପ୍ରସାଦ ଦାଶଙ୍କ ନିର୍ଦ୍ଦେଶ କ୍ରମେ ଚଢ଼ାଉ କରାଯାଇଥିଲା । ତେବେ!-->…
Read More...
Read More...