ଦୋକାନ ଉପରକୁ ବୋମାମାଡ଼, ଦୋକାନୀ ଆହତ
ଯାଜପୁର : ଯାଜପୁର ଜିଲ୍ଲା ବରୀ ଥାନା ଅନ୍ତର୍ଗତ ଚମ୍ପାପୁରଠାରେ ଥିବା ଏକ ଦୋକାନ ଉପରକୁ ବୋମାମାଡ଼ ହୋଇଥିବା ସୂଚନା ମିଳିଛି । ଫଳରେ ଦୋକାନୀ ଗୁରୁତର ଆହତ ହୋଇଛନ୍ତି । ସୂଚନା ଅନୁସାରେ, ୨ ଜଣ ଦୁର୍ବୃତ୍ତ ବାଇକ୍ରେ ଆସି ଚମ୍ପାପୁରଠାରେ ଥିବା ଗୋପାଳନାଥଙ୍କ ଭେରାଇଟି ଷ୍ଟୋର ଉପରକୁ ଦୁଇଟି!-->…
Read More...
Read More...