ଯାଜପୁରରେ ଆରମ୍ଭ ହେଲା ବିରଜା ଶ୍ରୀ ବାଣିଜ୍ୟ ମେଳା
ଯାଜପୁର : କାଳୀପୂଜା ଅବସରରେ କୁସୁମା ନିକଟରେ ଆରମ୍ଭ ହୋଇଛି ବିରଜା ଶ୍ରୀ ବାଣିଜ୍ୟ ମେଳା । ଯାଜପୁର ପୌରପାଳିକା ଏବଂ ନାବାର୍ଡର ମିଳିତ ଉଦ୍ୟମରେ ଏହି ମେଳା ଆୟୋଜିତ ହୋଇଛି । ଏହି ମେଳା ଆସନ୍ତା ୪ ତାରିଖ ଯାଏଁ ଚାଲିବ । ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କ ଉତ୍ପାଦିକ ସାମଗ୍ରୀର ବିକ୍ରି!-->…
Read More...
Read More...