ଭିଜିଲାନ୍ସ ଜାଲରେ ବଡ଼ଚଣା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଓ କନିଷ୍ଠ କିରାଣୀ
ଯାଜପୁର : ଆୟ ବହିର୍ଭୁତ ସମ୍ପତ୍ତି ଠୁଳ ଅଭିଯୋଗରେ ଧରାପଡ଼ିଲେ ବଡ଼ଚଣା ଅତିରିକ୍ତ ବ୍ଲକ ଶିକ୍ଷାଧିକାରୀ ଓ କନିଷ୍ଠ କିରାଣୀ । ସୂଚନା ଅନୁସାରେ, ଜଣେ ଶିକ୍ଷକଙ୍କୁ ବକେୟା ପ୍ରାପ୍ୟ ପାସ କରାଇବା ପାଇଁ କିରାଣୀଙ୍କ ମାଧ୍ୟମରେ ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ କଟକ ଭିଜିଲାନ୍ସ ଟିମ୍!-->…
Read More...
Read More...