ସନ୍ଦେହଜନକ ଅବସ୍ଥାରେ କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଠାବ
ଜଳେଶ୍ୱର : ସନ୍ଦେହଜନକ ଅବସ୍ଥାରେ RWSSର କନିଷ୍ଠ ଯନ୍ତ୍ରୀଙ୍କ ମୃତଦେହ ଠାବ । ମୃତକ ଜଣକ ବାଲିଆପାଳ ବ୍ଳକ RWSSର କନିଷ୍ଠ ଯନ୍ତ୍ରୀ ସଞ୍ଜୟ କୁମାର ନାୟକ ବୋଲି ଜଣାପଡିଛି । ସ୍ଥାନୀୟ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ସୂଚନା ଅନୁଯାୟୀ, ବାଲେଶ୍ୱର ଜିଲ୍ଲା ବାଲିଆପାଳ ବ୍ଳକ!-->…
Read More...
Read More...