Browsing Tag

jaleswar news

ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର

୧୯୪ଟି ଅଭିଯୋଗର ଫଇସଲା ପାଇଁ ନିର୍ଦ୍ଦେଶ ଜଳେଶ୍ୱର : ଜଳେଶ୍ୱରର ବ୍ଲକ ସମ୍ମିଳନୀ କକ୍ଷରେ ବାଲେଶ୍ୱର ଓ ଏସ୍‌ପିଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ୧୯୪ ଟି ସମସ୍ୟାର ସମାଧାନ ପାଇଁ ବିଭାଗୀୟ ବରିଷ୍ଠ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା । ଜିଲ୍ଲାପାଳ
Read More...

ସତ୍ୟନାରାୟଣ ମିଶ୍ରଙ୍କୁ ଶ୍ରେଷ୍ଠ ଦିବ୍ୟାଙ୍ଗନ ଜାତୀୟ ପୁରସ୍କାର

ଜଳେଶ୍ୱର : ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଓଲିନ୍ଦା ଗ୍ରାମର ଡ଼ଃ ସତ୍ୟନାରାୟଣ ମିଶ୍ରଙ୍କୁ ଶ୍ରେଷ୍ଠ ଜାତୀୟ ପୁରସ୍କାର ପାଇଁ ମନୋନୀତ ହୋଇଛନ୍ତି । ଆସନ୍ତା ଡ଼ିସେମ୍ବର ୩ ତାରିଖରେ ନୂଆଦିଲ୍ଲୀ ଠାରେ ଆନ୍ତର୍ଜାତୀୟ ଦିବ୍ୟାଙ୍ଗ ଦିବସରେ ଅନୁଷ୍ଠିତ ହେବାକୁ ଥିବା ଏକ ସ୍ୱତନ୍ତ୍ର ଉତ୍ସବରେ ଡ଼ଃ
Read More...

ପାରିବାରିକ କଳହକୁ କେନ୍ଦ୍ରକରି ଯୁବକଙ୍କ ଆତ୍ମହତ୍ୟା

ଜଳେଶ୍ଵର : ପାରିବାରିକ କଳହକୁ କେନ୍ଦ୍ରକରି ଯୁବକଙ୍କ ଆତ୍ମହତ୍ୟା । ବେକରେ ଗାମୁଛା ଦେଇ ଆତ୍ମହତ୍ୟା କଲେ ୧୮ ବର୍ଷୀୟ ଯୁବକ । ମୃତକ ଜଣଙ୍କ ହେଲେ ବାଲେଶ୍ୱର ଜିଲ୍ଲା ବାଲିଆପାଳ ଥାନା ଖପରାପଦା ଗ୍ରାମର ସ୍ଵପ୍ନେଶ୍ଵର ପ୍ରତାପ ସାହୁ ।ସୂଚନା ଅନୁଯାୟୀ, ବାଲିଆପାଳ ଥାନା ଖପରାପଦା ଗ୍ରାମର
Read More...

ବିପୁଳ ପରିମାଣର ଦେଶୀ ରନ୍ଧା ମହୁଲି ମଦ ଜବତ : ୪ ଅଟକ

ଜଳେଶ୍ଵର : ବାଲେଶ୍ଵର ଜିଲ୍ଲା ଜଳେଶ୍ଵର ବ୍ଲକ କୁଷଗଡ ଫାଣ୍ତି ଅନ୍ତର୍ଗତ ବିଭିନ୍ନ ଭାଟିରୁ ଅବକାରୀ ବିଭାଗ ବିପୁଳ ପରିମାଣରେ ମଦ ଜବତ କରିବା ସହ ନଷ୍ଟ କରିଦେଇଛି । ଏହା ସହ ୪ ଜଣଙ୍କୁ ଅଟକ ରଖିଥିବା ଜଣାପଡିଛି । ନଷ୍ଟ କରିଦେଇଥିବା ମଦର ଆନୁମାନିକ ମୂଲ୍ୟ ୧୦ ଲକ୍ଷ ଟଙ୍କାରୁ ଅଧିକ ହେବ ବୋଲି
Read More...

ବସଷ୍ଟାଣ୍ଡରୁ ଅଜଣା ମହିଳାଙ୍କ ମୃତଦେହ ଉଦ୍ଧାର

ଜଳେଶ୍ୱର : ଜଳେଶ୍ଵର ବସ୍‌ଷ୍ଟାଣ୍ଡରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ଜଣାପଡିଛି । ଘଟଣା ସମ୍ପର୍କରେ ମେ ଆଇ ହେଲ୍ପ ୟୁ ସଙ୍ଗଠନ ପାଖରୁ ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରିଛି । ପୋଲିସ ମହିଳାଙ୍କ ମୃତ୍ୟୁ ସମ୍ପର୍କରେ ତଦନ୍ତ ଜାରି ରଖିଛି ।
Read More...

ଦୀନକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ସମାରୋହ

ଜଳେଶ୍ୱର : ଜଳେଶ୍ୱର ବ୍ଲକ ଅନ୍ତର୍ଗତ ଖୁୱାର୍ଡସ୍ଥିତ ଦୀନକୃଷ୍ଣ ସରକାରୀ ଉଚ୍ଚ ବିଦ୍ୟାଳୟର ସୁବର୍ଣ୍ଣ ଜୟନ୍ତୀ ଦଶମ ସ୍ମାରକୀ ସମାରୋହ -୨୦୨୨ ଆୟୋଜିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ରୂପେ ଯୋଗ ଦେଇଥିବା ଅତିଥି ଛାତ୍ରଛାତ୍ରୀ ଓ ଶିକ୍ଷକମାନଙ୍କ ମଧ୍ୟରେ ଉତ୍ତମ ସମ୍ପର୍କ ରହିବା
Read More...

ଶାନ୍ତିଆ ଗ୍ରାମରେ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର

ଜଳେଶ୍ୱର : ଜଳେଶ୍ୱର ବ୍ଲକ ଶାନ୍ତିଆ ଗ୍ରାମ୍ୟ କମିଟି ପକ୍ଷରୁ ଏକ ସ୍ୱେଚ୍ଛାକୃତ ରକ୍ତଦାନ ଶିବିର ଜିଲ୍ଲା ରକ୍ତଦାତା ସଂଘ ସହଯୋଗରେ ସ୍ଥାନୀୟ ଚଣ୍ଡୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଜଳେଶ୍ୱରର ବିଡ଼ିଓ ପୁନମ ରାଉତ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶିବିରକୁ ଉଦ୍‌ଘାଟନ କରିଥିଲେ ।
Read More...

ବିଜେଡିର ଜନସମ୍ପର୍କ ପଦଯାତ୍ରା ଉଦଯାପିତ

ଜଳେଶ୍ୱର : ଜଳେଶ୍ୱର ନିର୍ବାଚନ ମଣ୍ଡଳୀର ବିଜୁ ଜନତା ଦଳର ଜନସମ୍ପର୍କ ପଦଯାତ୍ରାର ଉଦ୍‌ଯାପନୀ ଉତ୍ସବ ଦକ୍ଷିଣ ପ୍ରହରାଜପୁର ଗ୍ରା.ପ. ଶିବ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ବୈଠକରେ ରାଜ୍ୟ ସଂସ୍କୃତି ଓ ପର୍ଯ୍ୟଟନ ବିଭାଗ ମନ୍ତ୍ରୀ ଅଶ୍ୱନୀ କୁମାର ପାତ୍ର ମୁଖ୍ୟ ଅତିଥି
Read More...

ବାଲି ବୋଝେଇ ଟ୍ରାକ୍ଟର ଜବତ

ଜଳେଶ୍ୱର : ଜଳେଶ୍ୱର ଥାନା ଅନ୍ତର୍ଗତ ଗୋବରଘଟା ପଂଚାୟତର ଅଗ୍ରୱାଲା ଛକ ନିକଟରେ ତହସିଲଦାର ମିହିର ରଞ୍ଜନ ବେହେରା ଦୁଇଟି ବେଆଇନ ବାଲି ବୋଝେଇ ଟ୍ରାକ୍ଟରକୁ ଜବତ କରିଥିବା ଜଣାପଡିଛି । ଏଥିସହ ସହିତ ଉଭୟଙ୍କ ପାଖରୁ ୨୭,୫୦୦ ଟଙ୍କା ହାରରେ ୫୫ ହଜାର ଟଙ୍କା ଜୋରିମାନା ବାବଦକୁ ଆଦାୟ କରିଥିଲେ ।
Read More...

ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ଜନ୍ମଦିନ ଅବସରରେ ସେବା ଦିବସ କାର୍ଯ୍ୟକ୍ରମ

ଜଳେଶ୍ୱର : ସାଂସଦ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ୬୮ତମ ଜନ୍ମଦିନ ଅବସରରେ ସେବା ଦିବସ ପାଳନ କରାଯାଇଛି । ଭାଜପା ଯୁବମୋର୍ଚ୍ଚା ପକ୍ଷରୁ ଜଳେଶ୍ୱର ବ୍ଲକ ଅନ୍ତର୍ଗତ ବରଡ଼ିହା ପଞ୍ଚାୟତର ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ଓ କଳମା ପଞ୍ଚାୟତର ଶ୍ରୀଶ୍ରୀ ରାଧା ମାଧବ ଜୀଉ ମଠ ପରିସରରେ ବିଭିନ୍ନ
Read More...