ବୃଦ୍ଧଙ୍କୁ ଦଳିଦେଲା ହାତୀ
ଜଳେଶ୍ଵର : ଭୋର ସମୟରେ ଶୌଚ ପାଇଁ ଯାଉଥିବା ଜଣେ ବୃଦ୍ଧଙ୍କୁ ଏକ ହାତୀ ଦଳି ଦେଇଥିବା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି । ଘଟଣାସ୍ଥଳରେ ବୃଦ୍ଧଙ୍କ ମୃତ୍ୟୁ ଘଟିଥିବା ବେଳେ ଏହି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ବାଲେଶ୍ଵର ଜିଲ୍ଲା ଜଳେଶ୍ୱର ବ୍ଲକ ବଜାରଶୋଳ ଗ୍ରାମରେ । ମୃତକଙ୍କ ନାମ!-->…
Read More...
Read More...