Browsing Tag

jarasingha news

ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକ୍ରମ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଇକୋ କ୍ଲବ୍‌ ଆନୁକୁଲ୍ୟରେ ପରିବେଶ ଶିକ୍ଷା ଅନ୍ତର୍ଗତ ବର୍ଜ୍ୟବସ୍ତୁ ପରିଚାଳନା କାର୍ଯ୍ୟକ୍ରମ, ଇକୋ କ୍ଲବ୍‌ ଦାୟିତ୍ୱରେ ଥିବା ପ୍ରଧ୍ୟାପକ ଧୋବାଇ ଚରଣ ପଟେଲଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମକୁ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଓଡ଼ିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଉଦ୍‌ଯାପିତ

ଜରାସିଂହା, (କେପିଏନ୍‌ଏସ୍‌) : ‘ନୂଆ-ଓ’ ପ୍ରତିଯୋଗିତା ତଥା ଜଗନ୍ନାଥ ସଂସ୍କୃତି ପ୍ରଚାର ପ୍ରସାର ଉପରେ ଆଧାରିତ କାର୍ଯ୍ୟକ୍ରମ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଏକ ବର୍ଣ୍ଣାଢ୍ୟ ପରିବେଶରେ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ‘ନୂଆ-ଓ’ ଓଡିଆ ଭାଷା ସାହିତ୍ୟ ପ୍ରତିଯୋଗିତା ଓ ଜଗନ୍ନାଥ ସଂସ୍କୃତି ଉତ୍ସବ…

ଜରାସିଂହା, (କେପିଏନ୍‌ଏସ୍‌) : ନୂଆ-ଓ କାର୍ଯ୍ୟକ୍ରମ ଅନ୍ତର୍ଗତ ଓଡିଆ ଭାଷା ଓ ଜଗନ୍ନାଥ ପ୍ରଚାର ପ୍ରସାର ପାଇଁ ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ କର କମଳରେ ପ୍ରଭୁ ଜଗନ୍ନାଥଙ୍କ ବିଗ୍ରହ ସମ୍ମୁଖରେ ପ୍ରଦୀପ ପ୍ରଜ୍ୱଳନ ପୂର୍ବକ ଉଦ୍‌ଘାଟିତ ହୋଇଯାଇଛି
Read More...

ନୂଆ-ଓ କାର୍ଯ୍ୟକ୍ରମ ଉଦ୍‌ଯାପିତ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଗତ ୪ ତାରିଖରୁ ଆରମ୍ଭ ହୋଇଥିବା ନୂଆ-ଓ କାର୍ଯ୍ୟକ୍ରମ ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହୀରାଙ୍କ ସଭାପତିତ୍ଵ ଏବଂ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀଙ୍କ ସଂଯୋଜନାରେ ଅନୁଷ୍ଠିତ ସଭାରେ ପୂର୍ବତନ
Read More...

ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ୭୭ତମ ସ୍ୱାଧୀନତା ଦିବସ ପାଳିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହିରା ପତାକା ଉତ୍ତୋଳନ କରିଥିଲେ ଏବଂ ହିଂସା ଓ ଦ୍ୱେଷ ପରିହାର କରି ଭ୍ରାତୃତ୍ୱ ଭାବ ପ୍ରଦର୍ଶନ କରିବା ପାଇଁ ଉପସ୍ଥିତ ଛାତ୍ରଛାତ୍ରୀଙ୍କୁ
Read More...

୫-ଟି ସଚିବଙ୍କୁ ଭେଟିଲା ପୂର୍ବତନ ସୈନିକ ସଂଘ

ଜରାସିଂହା, (କେପିଏନ୍‌ଏସ୍‌) : ବିଗତ ଦିନରେ ବଲାଙ୍ଗିର ଜିଲ୍ଲା ପୂର୍ବତନ ସୈନିକ ସଂଘ ତାଙ୍କର ସମସ୍ୟା ଓ ଦାବୀକୁ ନେଇ ଜିଲ୍ଲା ପ୍ରଶାସନକୁ ଅବଗତ କରାଇଥିଲେ ମଧ୍ୟ କୌଣସି ସୁଫଳ ମିଳିନଥିବାରୁ ସୈନିକ ସଂଘ ଜରାସିଂହା ଯାଇ ୫-ଟି ସଚିବଙ୍କୁ ତାଙ୍କ ଦାବୀପତ୍ର ପ୍ରଦାନ କରିଛନ୍ତି । ମୁଖ୍ୟ ଦାବୀ
Read More...

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଜରାସିଂହାରେ ସାମୁହିକ ପିତୃ ସମ୍ମିଳନୀ ଅନୁଷ୍ଠିତ

ଜରାସିଂହା, (କେପିଏନ୍‌ଏସ୍‌) : ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଜରାସିଂହାର ସାମୁହିକ ପିତୃ ସମ୍ମିଳନୀ ପରିଚାଳନା ସମିତିର ସଭାପତି ଚିତ୍ତରଞ୍ଜନ ଥନାପତିଙ୍କ ଅଧ୍ୟକ୍ଷତାରେ ଗତକାଲି ଅନୁଷ୍ଠିତ ହୋଇଯାଇଛି । ଏଥିରେ ତୁଷୁରା ସଂକୁଳର ସଂକୁଳ ପ୍ରମୁଖ ଆଶୁକବି ହେମନ୍ତ ଦାଶ ମୁଖ୍ୟ ଅତିଥି ଭାବେ
Read More...

ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ୟୁଥ ରେଡକ୍ରସ୍‌ ତରଫରୁ ଏକ ଅଗ୍ନି ନିରାପତ୍ତା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ସଭାରେ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ ସ୍ୱାଗତ ଅଭିଭାଷଣ ଦେଇଥିବା ବେଳେ ୟୁଥ୍‌ ରେଡ୍‌କ୍ରସ କାଉନସେଲର
Read More...

ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ଆତ୍ମସୁରକ୍ଷା ତାଲିମ ଶିବିର ଉଦ୍‌ଯାପିତ ହୋଇଯାଇଛି । ଅଧ୍ୟକ୍ଷ ବସନ୍ତ କୁମାର ମନହିରାଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଉଦ୍‌ଯାପନୀ ସଭାରେ ମୁଖ୍ୟ ଅତିଥି ଭାବେ ୧୩ ନଂ ଜୋନର ଜିଲ୍ଲା ପରିଷଦ ସଭ୍ୟା ଶ୍ରୀମତୀ ସୁମତି ସେଠ୍‌
Read More...

ଶିକ୍ଷକ ଏବଂ ଅଭିଭାବକ ସଭା ଅନୁଷ୍ଠିତ

ଜରାସିଂହା, (କେପିଏନ୍‌ଏସ୍‌) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଶିକ୍ଷକ ଏବଂ ଅଭିଭାବକଙ୍କ ସମ୍ମିଳିତ ଏକ ସଭା ଅନୁଷ୍ଠିତ ହୋଇଯାଇଛି । ସଂଯୋଜକ ପ୍ରାଧ୍ୟାପକ ରଞ୍ଜନ କୁମାର ପାଣିଗ୍ରାହୀ ଛାତ୍ରଛାତ୍ରୀମାନଙ୍କ ସାମଗ୍ରିକ ବିକାଶ ବିଷୟରେ ମତବ୍ୟକ୍ତ କରିଥିବା ବେଳେ ପ୍ରାଧ୍ୟାପକ
Read More...