ଜରାସିଂହା ଉଚ୍ଚମାଧ୍ୟମିକ ବିଦ୍ୟାଳୟରେ ସ୍ୱାଗତ ସମାରୋହ
ଜରାସିଂହା, (କେପିଏନ୍ଏସ୍) : ଜରାସିଂହା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂତନ ଭାବରେ ପ୍ରବେଶ କରିଥିବା ଯୁକ୍ତଦୁଇ ପ୍ରଥମ ବର୍ଷ ଛାତ୍ର ଛାତ୍ରୀଙ୍କୁ ସ୍ୱାଗତ ଜଣାଇବା ପାଇଁ ଏକ ସମାରୋହ ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟକ୍ରମରେ ଦ୍ୱିତୀୟ ବର୍ଷର ଛାତ୍ରଛାତ୍ରୀ ଉପଢୌକନ ଓ ଫୁଲଚନ୍ଦନ ଦେଇ!-->…
Read More...
Read More...