Browsing Tag

jayagada news

୬୮୭ କେଜି ଗଞ୍ଜେଇ ଜବତ : ୨ ଗିରଫ

ରାୟଗଡା : ରାୟଗଡା ଜିଲ୍ଲା ଗୁଣୁପୁରରୁ ୬୮୭ କେଜି ଗଞ୍ଜେଇ ଜବତ । ଏଥି ସହ ଦୁଇଟି ମୋବାଇଲ୍‌ ସହ ନଗଦ ୭୫୦ ଟଙ୍କା ମଧ୍ୟ ଜବତ କରିଛି ପୋଲିସ । ଘଟଣାରେ ଦୁଇ ଜଣ ଗିରଫ । ଗିରଫ ଅଭିଯୁକ୍ତ ହେଲେ ଜୁସାୟା ରଇତ ଏବଂ ଅନ୍ୟ ଜଣେ ମୁକେଶ ମଣ୍ଡଳ । ଦୁହେଁ ଗଜପତି ଜିଲ୍ଲା ଓଡ଼ବା ଗ୍ରାମର ବୋଲି ଜଣାପଡିଛି
Read More...