ପୋଖରୀରୁ ଯୁବକଙ୍କ ମୃତଦେହ ଉଦ୍ଧାର : ପରିବାର ପକ୍ଷରୁ ହତ୍ୟା ଅଭିଯୋଗ
ଜୟପାଟଣା, (ଶେଷଦେବ ବେହେରା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅନ୍ତର୍ଗତ ଗୀତା ଭବନ ଚିର୍କା ଯିବା କେନାଲ ରାସ୍ତାର ଏକ ଖଳା ପାଖରେ ଥିବା ପୋଖରୀରୁ ଏକ ଯୁବକଙ୍କ ମୃତଦେହ ଅଗ୍ନିଶମ ବାହିନୀ ଉଦ୍ଧାର କରିଛି । ଯୁବକ ଜଣକ ଜୟପାଟଣା ବ୍ଲକ ପଡାର ସୀତାରାମ ନାଏକଙ୍କ ବଡ଼ ପୁଅ ପ୍ରମୋଦ!-->…
Read More...
Read More...