ଜୟପାଟଣା ଇନ୍ଦ୍ରାବତୀ ମହାବିଦ୍ୟାଳୟରେ ଜିଲ୍ଲାସ୍ତରୀୟ ଯୁବ ନେତୃତ୍ୱ ବିକାଶ ଶିବିର
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ଇନ୍ଦ୍ରାବତୀ ମହାବିଦ୍ୟାଳୟ ପରିସରରେ ଜିଲ୍ଲା ଏନ୍ଏସ୍ଏସ୍ ଆନୁକୁଲ୍ୟରେ ତ୍ରିଦିବସୀୟ ଯୁବ ନେତୃତ୍ୱ ବିକାଶ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ କଳାହାଣ୍ଡି ଜିଲ୍ଲାର ୧୩ଟି ମହାବିଦ୍ୟାଳୟରୁ ୧୦୦ରୁ ଅଧିକ ଶିବିରାର୍ଥୀ ଯୋଗ ଦେଇ ବିଭିନ୍ନ!-->…
Read More...
Read More...