ଖଲିଆଭଟା ଏସ୍ଏସ୍ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଉଦ୍ଯାପିତ
ଜୟପାଟଣା, (ଶେଷଦେବ ବେହେରା) : ଜୟପାଟଣା ବ୍ଲକ ଅନ୍ତର୍ଗତ ଖଲିଆଭଟା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ୨୦୨୫ ମହାସମାରୋହରେ ପାଳିତ ହୋଇଯାଇଛି । କାର୍ଯ୍ୟକ୍ରମର ଶୁଭାରମ୍ଭ ପ୍ରଧାନ ଶିକ୍ଷକ ପ୍ରଶାନ୍ତ କୁମାର ପଣ୍ଡାଙ୍କ ଦ୍ଵାରା ସମ୍ପନ୍ନ ହୋଇଥିଲା । ଆୟୋଜିତ ସମୂହ କ୍ରୀଡା ଗୁଡ଼ିକ!-->…
Read More...
Read More...