ଅଗଷ୍ଟ ୯ରେ କୋରାପୁଟ ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ : ଜୟପୁରରେ ବାଣ୍ଟିବେ ତୃତୀୟ ପର୍ଯ୍ୟାୟ ସୁଭଦ୍ରା କିସ୍ତି
ଜୟପୁର : ଆସନ୍ତା ୯ ତାରିଖରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କୋରାପୁଟ ଗସ୍ତରେ ଆସିବେ । ଜୟପୁରରୁ ସୁଭଦ୍ରା ଯୋଜନାର ତୃତୀୟ କିସ୍ତି ଟଙ୍କା ପ୍ରଦାନ କରିବେ । କୋଟିଆ ଯାଇ ବିଭିନ୍ନ ଉନ୍ନୟନମୂଳକ କାମର ସମୀକ୍ଷା କରିବେ । ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସାମାଜିକ ଗଣମାଧ୍ୟମ ‘ଏକ୍ସ’ରେ!-->…
Read More...
Read More...