ଝାରସୁଗୁଡା ଜିଲ୍ଲାରେ ଅଭାବନୀୟ ଘଟଣା : ବାପାକୁ ହତ୍ୟା କରି ପୁଅ ଗିରଫ
ଝାରସୁଗୁଡା : ବାପାକୁ ହତ୍ୟା କରି ପୁଅ ଗିରଫ ହୋଇଛି ବୋଲି ଝାରସୁଗୁଡା ଜିଲ୍ଲା ବଡମାଲ ଥାନା ଅଧିକାରୀ ଅମିତାଭ ପଣ୍ଡା ସୂଚନା ଦେଇଛନ୍ତି । ଖବର ଅନୁସାରେ ଝାରସୁଗୁଡା ଜିଲ୍ଲା ବଡମାଲ ଥାନା ଅନ୍ତର୍ଗତ ବଞ୍ଜାରୀ ଗ୍ରାମ ହରିଜନ ପଡାର ଲକ୍ଷ୍ମଣ ଚନ୍ଦ୍ର ବେହେରା ଓ ତାଙ୍କ ସ୍ତ୍ରୀଙ୍କ ମଧ୍ୟରେ!-->…
Read More...
Read More...