Browsing Tag

jharsuguda news

ଚୋରି ହୋଇଥିବା ମୋବାଇଲ୍‌ ଫେରାଇଲା ପୋଲିସ

ଝାରସୁଗୁଡା : ମୋବାଇଲ୍‌ ଚୋରି ହୋଇଥିବା ଓ ହଜିଯାଇଥିବା ନେଇ ଝାରସୁଗୁଡ଼ା ଜିଲାର ବିଭିନ୍ନ ଥାନାରେ ସମୁଦାୟ ୪୧୩ଟି ମାମଲା ରୁଜୁ ହୋଇଥିଲା । ଏନେଇ ଏସ୍‌ପି ରାହୁଲ ଜୈନଙ୍କ ନିର୍ଦ୍ଦେଶକ୍ରମେ ସାଇବର୍‌ ସେଲ୍‌ ଓ କେତେକ ପୋଲିସ୍‌ ଅଧିକାରୀଙ୍କୁ ନେଇ ଏକ ସ୍ୱତନ୍ତ୍ର ଟିମ୍‌ ଗଠନ କରାଯାଇଥିଲା ।…
Read More...

ଅଖିଳ ଭାରତୀୟ ଅଘରିଆ ସମାଜର ବୈଠକ : ନିଜର ଜନ ଗଣନା ପାଇଁ ନେଲେ ନିଷ୍ପତ୍ତି

ଝାରସୁଗୁଡା : ଅଖିଳ ଭାରତୀୟ ଅଘରିଆ ସମାଜର ରାଜ୍ୟ କମିଟିର ବୈଠକ ସଭାପତି ନରେଶ ନାଏକଙ୍କର ସଭାପତିତ୍ୱ ଓ ପ୍ରହଲ୍ଲାଦ ନାଏକଙ୍କର ପରିଚାଳନାରେ ଆଜି ହଁସାମୁରା କଣ୍ଟାପାଲିର କଲ୍ୟାଣ ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ଆଗାମୀ ସାଙ୍ଗଠାନିକ ନିର୍ବାଚନ ସହିତ ଜନ ଗଣନା କରାଯିବାକୁ…
Read More...

ଅଫିସ ଖୋଲି ବିଭିନ୍ନ ଯୁବକ ଯୁବତୀଙ୍କ ଠାରୁ ଚାକିରି କରାଇଦେବା ନାଁରେ ଠକୁ ଥିଲେ ଯୁବକ : ଗିରଫ କଲା ଝାରସୁଗୁଡ଼ା ପୋଲିସ

ଝାରସୁଗୁଡ଼ା : ଏକ ମାସ ହେବ ଝାରସୁଗୁଡାରେ ଏକ ଅଫିସ ଖୋଲି ବିଭିନ୍ନ ଯୁବକ ଯୁବତୀଙ୍କ ଠାରୁ ଚାକିରି କରାଇଦେବା ନାଁରେ ଠକୁ ଥିଲେ ୨ ଜଣ ଯୁବକ । ପରେ ଏହାକୁ ନେଇ ଝାରସୁଗୁଡା ଟାଉନ ଥାନାରେ ଏକ ମାମଲା ରୁଜୁ ହେବା ପରେ ପୁଲିସ ଘଟଣାର ତଦନ୍ତ କରି ଜଣଙ୍କୁ ଟାଟାରୁ ଗିରଫ କରିଥିବା ବେଳେ ଅନ୍ୟ…
Read More...

ମୁରଲିପାଲି ଗାଁରେ ପାନୀୟ ଜଳ ସମସ୍ୟା

ଝାରସୁଗୁଡ଼ା : ଖରାର ପ୍ରକୋପ ବଢ଼ି ବଢ଼ି ଚାଲିଥିବା ବେଳେ ଜଳସ୍ତର କମି କମି ଯାଇଥିବାରୁ ଲୋକେ ପିଇବା ପାଣି ପାଇଁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । ଏଭଳି ଘଟଣା ଦେଖିବାକୁ ମିଳିଛି ଝାରସୁଗୁଡ଼ା ଜିଲ୍ଲା ଲଖନପୁର ବ୍ଲକ୍ ମୁରଲିପାଲି ଗାଁରେ । ସୂଚନା ଅନୁସାରେ ଏହି ଗାଁରେ ଥିବା ବୋର୍ ୱେଲ…
Read More...

ନିର୍ବାଚନ ପରିଚାଳନା ପାଇଁ ଗଠିତ ବିଭିନ୍ନ ଟିମ୍‌ର କାର୍ଯ୍ୟ ତଦାରଖ

ଝାରସୁଗୁଡ଼ା : ବ୍ରଜରାଜନଗର ବିଧାନସଭା ଉପ ନିର୍ବାଚନ ସକାଶେ ନିଯୁକ୍ତ ଖର୍ଚ୍ଚ ପର୍ଯ୍ୟବେକ୍ଷକ ଭାରତୀୟ ରାଜସ୍ୱ ସେବା ଅଧିକାରୀ ନେଲାପାତଲା ଅଶୋକ ବାବୁ ନିର୍ବାଚନ ପରିଚାଳନା ପାଇଁ ଗଠିତ ବିଭିନ୍ନ ଟିମ୍‌ର କାର୍ଯ୍ୟ ତଦାରଖ କରିଛନ୍ତି । ପର୍ଯ୍ୟବେକ୍ଷକ ଜିଲ୍ଲା କାର୍ଯ୍ୟାଳୟରେ ସି - ଭିଜିଲ…
Read More...

ସାଧାରଣ ପର୍ଯ୍ୟବେକ୍ଷକ ଓ ଖର୍ଚ୍ଚ ପର୍ଯ୍ୟବେକ୍ଷକଙ୍କ ଝାରସୁଗୁଡ଼ା ଗସ୍ତ

ଝାରସୁଗୁଡ଼ା : ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ପରିପ୍ରେକ୍ଷୀରେ ନିର୍ବାଚନ ଆୟୋଗଙ୍କ ନିର୍ଦ୍ଦେଶାବଳୀର ସଠିକ ଅନୁପାଳନ ହେଉଛି କି ନାହିଁ ସେ ସବୁର ତଦାରଖ ପାଇଁ ନିଯୁକ୍ତ ସାଧାରଣ ପର୍ୟ୍ୟବେକ୍ଷକ ଏବଂ ପ୍ରାର୍ଥୀମାନଙ୍କର ନିର୍ବାଚନ ବ୍ୟୟ ତଦାରଖ ଓ ଆକଳନ କରିବା ନିମନ୍ତେ ଖର୍ଚ୍ଚ…
Read More...

ଅଖିଳ ଭାରତ ଅଘରିଆ ସମାଜ ପକ୍ଷରୁ ଅକ୍ଷୟ ତୃତୀୟା ଉତ୍ସବ ପାଳିତ

ଝାରସୁଗୁଡା : ଅଖିଳ ଭାରତୀୟ ଅଘରିଆ ସମାଜ ପକ୍ଷରୁ ଆଞ୍ଚଳିକ କମିଟି ସଭାପତି ପ୍ରଜ୍ବଳ ପଟେଲଙ୍କ ସଭାପତିତ୍ୱରେ ତାଳମୁଣ୍ଡା ଠାରେ ଅକ୍ଷୟ ତୃତୀୟା ଉତ୍ସବ ତଥା ଅଘରିଆ ଦିବସ ପାଳିତ ହୋଇଯାଇଛି । ଏଥିରେ ସମାଜର ସାଙ୍ଗଠନିକ ସମ୍ପାଦକ ସୁବାଷ ଚନ୍ଦ୍ର ନାୟକ ମୁଖ୍ୟ ବକ୍ତା ଭାବରେ ଯୋଗ ଦେଇ ଦିବସର…
Read More...

ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ଓ ଭାଷା ସୁରକ୍ଷା ମଞ୍ଚ ଝାରସୁଗୁଡ଼ା ପକ୍ଷରୁ ଓଡିଶା ଦିବସ ପାଳିତ

ଝାରସୁଗୁଡ଼ା, (କେପିଏନ୍‌ଏସ୍‌) : ଝାରସୁଗୁଡ଼ା ଜିଲ୍ଲା ପ୍ରଶାସନ ଓ ଭାଷା ସୁରକ୍ଷା ମଞ୍ଚ ଝାରସୁଗୁଡ଼ା ପକ୍ଷରୁ ଭିକମପାଲି ଠାରେ ଓଡିଶା ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଅତିଥି ଭାବରେ ଜିଲ୍ଲାପାଳ ସରୋଜ କୁମାର ସାମଲ, ଜିଲ୍ଲା ଆରକ୍ଷୀ ଅଧିକ୍ଷକ ବିକାଶ ଚନ୍ଦ୍ର ଦାସ, ଗ୍ରାମ୍ୟ…
Read More...

ଦୁର୍ବୃତ୍ତମାନେ ମୋବାଇଲ୍ ଦୋକାନରେ ପଶି ବାପ-ପୁଅଙ୍କୁ ପିଟିଥିବା ଅଭିଯୋଗ

ଝାରସୁଗୁଡା : ଝାରସୁଗୁଡ଼ା ଜିଲ୍ଲା ବେଲପାହାଡ଼ ଥାନା ଅନ୍ତର୍ଗତ ଗୁମାଡେରାର ଏକ ମୋବାଇଲ ଦୋକାନରେ ଗୁରୁବାର ସନ୍ଧ୍ୟାରେ ୩ ଜଣ ଦୁର୍ବୃତ୍ତ ପଶି ଆସି ଦୋକାନ ମାଲିକ ରିଷି ଲମ୍ବା ଏବଂ ତାଙ୍କ ବାପାଙ୍କୁ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି । ଏନେଇ ରିଷିଙ୍କ ମାଆ ସୁଇଟି ଲମ୍ବା ବେଲପାହାଡ଼ ଥାନାରେ…
Read More...

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୨ ମୃତ

ଝାରସୁଗୁଡା : ଝାରସୁଗୁଡା ଜିଲ୍ଲା ରେଙ୍ଗାଲି ଥାନା ଅନ୍ତର୍ଗତ କଦମଡ଼ିହି ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଥିବା ଜଣାପଡିଛି । ସୂଚନା ଅନୁସାରେ ବାଇକକୁ ଏକ ଟ୍ରକ ଧକ୍କା ଦେବାରୁ ଘଟଣାସ୍ଥଳରେ ୨ ଜଣ ଯୁବକଙ୍କ ମୃତ୍ୟୁ ହୋଇଥିବା ବେଳେ ଟ୍ରକଟି ସେମାନଙ୍କୁ ଧକ୍କା ଦେଇ ଦ୍ରୁତ ଗତିରେ…
Read More...