Browsing Tag

kakatpur news

ବିପୁଳ ପରିମାଣର ବ୍ରାଉନସୁଗାର ଜବତ : ଜଣେ ଗିରଫ

କାକଟପୁର : ପୁରୀ ଜିଲ୍ଲା କାକଟପୁର ଅଞ୍ଚଳରୁ ୧୧ ଲକ୍ଷ ୫୦ ହଜାର ଟଙ୍କାର ବ୍ରାଉନସୁଗାର ଜବତ କରି ଜଣେ ଅଭିଯୁକ୍ତଙ୍କୁ ଅବକାରୀ ବିଭାଗ ଗିରଫ କରିଥିବା ଜଣାପଡିଛି । ଗିରଫ ହୋଇଥିବା ଅଭିଯୁକ୍ତ ଜଣଙ୍କ ହେଲେ କାକଟପୁର ଥାନା ଅଧୀନ ବାଉରି ପୋଖରୀ ଗ୍ରାମର ଉପେନ୍ଦ୍ର ଦାସ । ସୂଚନାନୁଯାୟୀ, ପୁରୀ
Read More...

ସାପଧରାଳିଙ୍କ ଘରେ ତମ୍ପ ଦେଲା ୧୯ଟି ଛୁଆ

କାକଟପୁର : ପୁରୀ ଜିଲ୍ଲା କାକଟପୁର ବ୍ଲକ ଅନ୍ତର୍ଗତ ବାଜପୁର ଗାଁର ସାପଧରାଳି ବ୍ରଜକିଶୋର ସାହୁଙ୍କ ଘରେ ମଙ୍ଗଳବାର ତମ୍ପ ସାପର ୧୯ଟି ଅଣ୍ଡା ଫୁଟି ଜନ୍ମ ହୋଇଛନ୍ତି ୧୯ଟି ଛୁଆ । ପରେ ବ୍ରଜକିଶୋର ଉକ୍ତ ଛୁଆଗୁଡ଼ିକୁ ଉଦ୍ଧାର କରି ସ୍ଥାନୀୟ ବନଖଣ୍ଡକୁ ହସ୍ତାନ୍ତର କରିଛନ୍ତି । ସୂଚନା ମୁତାବକ,
Read More...

ଭଙ୍ଗା ଘରେ ଅଙ୍ଗନୱାଡି କେନ୍ଦ୍ର

କାକଟପୁର : ଚଳିତ ମାସ ୧ ତାରିଖରୁ ରାଜ୍ୟରେ ଥିବା ସମସ୍ତ ଅଙ୍ଗନୱାଡି କେନ୍ଦ୍ର ଖୋଲିଛି । ହେଲେ କାକଟପୁର ବ୍ଲକ କୁଣ୍ଢେଇ ପଞ୍ଚାୟତର ବାଜପୁର ଗ୍ରାମରେ ଥିବା ୨ ଅଙ୍ଗନୱାଡି କେନ୍ଦ୍ର ଅସୁରକ୍ଷିତ ଭାବେ ଏକ ବିଦ୍ୟାଳୟର ଗୃହରେ ଚାଲିଥିବା ଦେଖିବାକୁ ମିଳିଛି । କାନ୍ଥ ସବୁ ଫାଟିଯାଇଥିବା ବେଳେ
Read More...
error: Content is protected !!