Browsing Tag

kalahandi news

ସ୍ତ୍ରୀକୁ ହତ୍ୟା କରି ଚାଷଜମିରେ ପୋତିଦେଲା ସ୍ୱାମୀ : ହତ୍ୟା ପରେ ବିଷ ପିଇ ସ୍ୱାମୀର ଆତ୍ମହତ୍ୟା ଉଦ୍ୟମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ସନ୍ନ୍ୟାସୀ କୁଣ୍ଡାମାଲ ଗ୍ରାମରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ନିଜ ସ୍ତ୍ରୀକୁ ହତ୍ୟା କରିବା ପରେ ସ୍ୱାମୀଙ୍କ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ ଭଳି ଘଟଣା ଏବେ ସାଧାରଣରେ ଚର୍ଚ୍ଚାର ବିଷୟ ହୋଇଛି
Read More...

କଲମପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମବାୟ ନିୟମ ଅନୁସାରେ ପ୍ରତିବର୍ଷ ଭଳି ଚଳିତ ବର୍ଷ ମଧ୍ୟ କଲମପୁର ପ୍ରାଥମିକ କୃଷି ସମବାୟ ସମିତିର ବାର୍ଷିକ ସାଧାରଣ ସଭା କଲମପୁର ମଣ୍ଡି ପରିସରରେ ଅନୁଷ୍ଠିତ ହୋଇଯାଇଛି । କୃଷି ସମବାୟ ସମିତି ଅଧ୍ୟକ୍ଷ ଶଙ୍କର୍ଷଣ ବେହେରାଙ୍କ ଅଧ୍ୟକ୍ଷତାରେ
Read More...

କଳାହାଣ୍ଡି ବାର ଆସୋସିଏସନ ନିର୍ବାଚନ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ବାର ଆସୋସିଏସନ ନିର୍ବାଚନ ଶନିବାର ଅନୁଷ୍ଠିତ ହୋଇଯାଇଛି । ଏହି ନିର୍ବାଚନରେ ଆଇନଜୀବୀ ସନ୍ତୋଷ କୁମାର ପଣ୍ଡା ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି । ସେହିଭଳି ଆଇନଜୀବୀ ମହେଶ ପ୍ରସାଦ ମହାପାତ୍ର ଉପସଭାପତି, ନିହାର ରଞ୍ଜନ ମିଶ୍ର
Read More...

ଦେପୁରରେ ଧୂମଧାମରେ ଶ୍ରୀରାମ ଜନ୍ମ ମହୋତ୍ସବ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜପୁତ କ୍ଷତ୍ରୀୟ ପାଇକ ସମାଜ ପଶ୍ଚିମ ମଣ୍ଡଳ, ଭଇଁରିଗୁଡା ଆନୁକୂଲ୍ୟରେ ତଥା ଦେପୁର ଉପମଣ୍ଡଳ ଆୟୋଜନରେ କଲମପୁର ବ୍ଲକ ଦେପୁର ପ୍ରହରୀ ମଣ୍ଡପରେ ତ୍ରିଦିବସୀୟ ଶ୍ରୀରାମ ଜନ୍ମ ମହୋତ୍ସବ ଧୂମଧାମରେ ପାଳନ କରାଯାଇଛି । ବିଭିନ୍ନ ଗ୍ରାମରୁ ଆସିଥିବା
Read More...

ଯୁଗ୍ମ ଜନଶୁଣାଣୀ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଥୁଆମୂଳ ରାମପୁର ବ୍ଲକ ସଭା ଗୃହରେ ଆଜି ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣୀ ଓ ସମାଧାନ ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ନାଗରାଜ
Read More...

ଗ୍ୟାସ ଯୋଗାଣ ପାଇଁ ଜିଲ୍ଲାପାଳଙ୍କୁ ବ୍ୟବସାୟୀ ସଂଘର ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ମଧ୍ୟପ୍ରାଚ୍ୟରେ ଲାଗିଥିବା ଯୁଦ୍ଧ ଯୋଗୁ ଦେଖାଦେଲାଣି ବ୍ୟବସାୟିକ ଓ ଘରୋଇ ଏଲପିଜି ଗ୍ୟାସ ସଂକଟ । ରେଷ୍ଟୁରାଣ୍ଟ, ଖାଦ୍ୟ ବିକ୍ରେତା ଏଥିରେ ସର୍ବାଧିକ ପ୍ରଭାବିତ ହେଉଥିବା ଭଳି ଅଭିଯୋଗ ହୋଇଛି । ଆଗକୁ ରନ୍ଧନ ଗ୍ୟାସ ମିଳିବ କି ନାହିଁ ଆଶଙ୍କା କରି
Read More...

କେନ୍ଦ୍ର ଗୃହମନ୍ତ୍ରୀଙ୍କ ଦ୍ୱାରା କଳାହାଣ୍ଡିର ୫ଟି ନୂତନ ଥାନା କୋଠା ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ଆଜି ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ରାଜ୍ୟର ନବ ନିର୍ମିତ ଥାନା କୋଠା ଗୁଡିକୁ ଅଭାଷୀ ମାଧ୍ୟମରେ ଉଦ୍‌ଘାଟନ କରିଛନ୍ତି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାର ପାଞ୍ଚଟି ନବ ନିର୍ମିତ ଥାନା କୋଠା କେସିଙ୍ଗା,
Read More...

ରାମ ନବମୀ ଉତ୍ସବ ପାଳନ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ପ୍ରୀତେଶ ପଟେଲ) : କେସିଙ୍ଗା ସହରର ରାମ ନବମୀ ଉତ୍ସବ ସାରା କଳାହାଣ୍ଡି ଜିଲ୍ଲାରେ ବେଶ ଆକର୍ଷଣୀୟ ହୋଇଥାଏ । ସବୁ ବର୍ଷ ପରି ଏହି ବର୍ଷ ମଧ୍ୟ ବେଶ୍ ଆକର୍ଷଣୀୟ କରିବା ପାଇଁ ଏକ ପ୍ରସ୍ତୁତି ବୈଠକ କେସିଙ୍ଗା ଗୌରୀ ଶଙ୍କର ମନ୍ଦିର ପରିସରରେ ରାମ ଭକ୍ତ କି ଟୋଲିର ସଭାପତି ବଜରଙ୍ଗ
Read More...

ବ୍ରହ୍ମକୁମାରୀ ଉପ ସେବକେନ୍ଦ୍ରରେ ୯୦ତମ ମହାଶିବରାତ୍ରି ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଲମପୁର ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ଉପ ସେବାକେନ୍ଦ୍ର ଠାରେ ୯୦ତମ ମହାଶିବରାତ୍ରି ଜୟନ୍ତୀ ବଡ ଧୁମଧାମରେ ପାଳିତ ହୋଇଯାଇଛି । ସେବାକେନ୍ଦ୍ର ସଞ୍ଚାଳିକା ବିକେ ରୋଜି ଭଉଣୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ
Read More...

ଅବିନାଶ ହେଲେ କଳାହାଣ୍ଡି ଜିଲ୍ଲା ଯୁବ ବିଜେଡି ସଭାପତି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିଜେଡି ରାଜ୍ୟ ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଆଜି କଳାହାଣ୍ଡି ଜିଲ୍ଲା ଯୁବ ବିଜେଡି ସଭାପତି ଭାବରେ ପଶ୍ଚିମ ଓଡ଼ିଶାର ଜଣେ ଚର୍ଚ୍ଚିତ ଛାତ୍ର ନେତା ତଥା ପୂର୍ବତନ ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ସଦସ୍ୟ ଅବିନାଶ ଠାକୁରଙ୍କୁ
Read More...