Browsing Tag

kalahandi news

ଶିଶୁଶ୍ରମିକ ମୁକ୍ତ ଓଡିଶା ନିମନ୍ତେ ଜିଲ୍ଲା ସ୍ତରୀୟ ଆଲୋଚନା ସଭା

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ବୁରାଟ କାର୍ଯ୍ୟାଳୟ ସଭାଗୁହଠାରେ ସି.ଏ.ସି.ଏଲ୍. ଓଡ଼ିଶା ଓ ଅଗ୍ରଣୀ ସ୍ୱେଚ୍ଛାସେବୀ ଅନୁଷ୍ଠାନ ସେବାଜଗତ ତରଫରୁ ସି.ଏ.ସି.ଏଲ. ଜାତୀୟ ଶିକ୍ଷା ବିଭାଗର ସହାୟତାରେ ଆଜି ଶିଶୁ ଶ୍ରମିକ ମୁକ୍ତ ଓଡ଼ିଶା ସଂପର୍କରେ ଏକ
Read More...

କ୍ଷତିପୂରଣ ଦାବିରେ ରାସ୍ତାରୋକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ବାବୁ କେନ୍ଦୁଗୁଡା ଗ୍ରାମର କୁରୁକ୍ଷେତ୍ର ବେମାଲ ନିଜ ବିଲରୁ ଚାଲି ଚାଲି ଘରକୁ ଫେରୁଥିବାବେଳେ ଜଣେ ବାଇକ ଚାଳକ ତାଙ୍କୁ ଧକ୍କା ଦେଇଥିଲେ । ଗୁରୁତର କୁରୁକ୍ଷେତ୍ରଙ୍କୁ ପ୍ରଥମେ କଲମପୁର ଚିକିତ୍ସାଳୟ ପରେ
Read More...

ଭିଜନ ଓଡିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରତିଯୋଗୀତା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଶିକ୍ଷା ବିଭାଗ ଆନୁକୂଲ୍ୟରେ ସ୍ଥାନୀୟ ବ୍ରଜ ମୋହନ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ଭିଜନ ଓଡିଶା ୨୦୩୬ ଓ ବିକଶିତ ଭାରତ ୨୦୪୭ ଉପଲକ୍ଷେ ଜିଲ୍ଲା ସ୍ତରୀୟ ପ୍ରବନ୍ଧ ଓ ଚିତ୍ରାଙ୍କନ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି ।
Read More...

ଚଳନ୍ତା ଟ୍ରେନରୁ ଖସି ଅଜଣା ବ୍ୟକ୍ତିଙ୍କ ମୃତ୍ୟୁ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବୁଧବାର ସନ୍ଧ୍ୟା ୬ଟା ସମୟରେ କଳାହାଣ୍ଡି ଜିଲ୍ଲା ନର୍ଲା ରୋଡ୍ ରେଳ ଷ୍ଟେସନ୍ ପୂର୍ବରୁ ତୁଲାଗାଁ ରେଳ ଫାଟକ ନିକଟରେ ଆଲେପି - ଧାନବାଦ୍ ଏକ୍ସପ୍ରେସ୍‌ ଟ୍ରେନ୍‌ରୁ ଜଣେ ଅଜଣା ବ୍ୟକ୍ତି ଖସି ପଡି ମୃତ୍ୟୁ ଘଟିଥିବା ଭଳି ଏକ ଅଭାବନୀୟ ଘଟଣା ଘଟିଛି ।
Read More...

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ : ଜଣେ ମୃତ, ୫ ଗୁରୁତର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭୁବନେଶ୍ୱରରୁ ଉମରକୋଟ ଯାଉଥିବା ରଘୁନାଥ ନାମକ ବସ କଳାହାଣ୍ଡି ଜିଲ୍ଲା ଜାତୀୟ ରାଜପଥ ୨୬ କୋକସରା ଥାନା ଅନ୍ତର୍ଗତ ଚାରବାହଲ ନିକଟରେ ଆଜି ଭୋର ସମୟରେ ରାସ୍ତାରେ ଛିଡା ହୋଇଥିବା ଏକ ଟ୍ରକକୁ ପଛ ପଟୁ ପିଟି ଦୁର୍ଘଟଣାଗ୍ରସ୍ତ ହୋଇଛି । ଏହି
Read More...

ଟ୍ରକକୁ ପଛରୁ ପିଟିଲା ଯାତ୍ରୀବାହୀ ବସ୍

କଳାହାଣ୍ଡି : କଳାହାଣ୍ଡି ଜୁନାଗଡ଼ ଚାରବାହାଲ ଛକରେ ଦୁର୍ଘଟଣା । ରାସ୍ତାରେ ଛିଡ଼ା ହୋଇଥିବା ଟ୍ରକ୍‌କୁ ପଛ ପଟୁ ପିଟିଲା ଯାତ୍ରୀବାହୀ ବସ୍‌ । ଯେଉଁଥିରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ପାଞ୍ଚ ଜଣ ଗୁରୁତର ହୋଇଛନ୍ତି । ସମସ୍ତ ଗୁରୁତରଙ୍କୁ ଉଦ୍ଧାର କରି ନିକଟସ୍ଥ ମେଡିକାଲରେ ଭର୍ତ୍ତି
Read More...

ଅବସରପ୍ରାପ୍ତ ବୀର ଯବାନଙ୍କୁ ଜନ୍ମଭୂମିରେ ସ୍ୱାଗତ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ଅଞ୍ଚଳର ଭାସ୍କର ବେହେରାଙ୍କ ସୁପୁତ୍ର ବିଏସଏଫ ଯବାନ ଚିତ୍ତ ରଞ୍ଜନ ବେହେରା ଦୀର୍ଘ ୨୨ ବର୍ଷ ଦେଶ ମାତୃକାର ସେବା କରି ଅବସର ନେଇ କର୍ମଭୂମିରୁ ଫେରିଛନ୍ତି ନିଜ ଜନ୍ମଭୂମି ଭବାନୀପାଟଣାକୁ । ତାଙ୍କୁ ଉଚ୍ଚସ୍ୱିତ
Read More...

ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜିଲ୍ଲା ଜୟପାଟଣା ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ପରିସରରେ ବିଦାୟୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ପ୍ରେମ ନାରାୟଣ ପଣ୍ଡା ଓ ସନ୍ଥାପନ ଅଧିକାରୀ ଶୋଭାରାମ ଜାଲଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଆୟୋଜିତ ସଭାରେ ଗୋଷ୍ଠୀ ସାଧନ
Read More...

ଜାତୀୟ ରାଜପଥରେ ଏଏସଆଇଙ୍କ ସନ୍ଦେହ ଜନକ ଅର୍ଦ୍ଧଦଗ୍ଧ ମୃତଦେହ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବନମାଳୀପୁର ଜାତୀୟ ରାଜପଥରେ ରବିବାର ସକାଳୁ ବାଇକ ସହ ଜନୈକ ବ୍ୟକ୍ତିଙ୍କ ଅର୍ଦ୍ଧ ଦଗ୍ଧ ମୃତଦେହ ସ୍ଥାନୀୟ ଲୋକେ ଦେଖିଥିଲେ । ଖବର ପାଇ ପୁଲିସ ଘଟଣା ସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଥିଲା । ପ୍ରାଥମିକ ତଦନ୍ତ ପରେ ମୃତ
Read More...

ରାସ୍ତାରୁ ଯୁବକଙ୍କ ଅଧାପୋଡ଼ା ମୃତଦେହ ଉଦ୍ଧାର କେହି ହତ୍ୟା କରିଥିବା ସନ୍ଦେହ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଜୁନାଗଡ଼-ଭବାନୀପାଟଣା ୨୬ ନଂ ଜାତୀୟ ରାଜପଥ ବନମାଳୀପୁର ରାସ୍ତାରେ ଅଘଟଣ । ରାସ୍ତା ଉପରୁ ବାଇକ ସହ ଜଣେ ଯୁବକଙ୍କ ଅର୍ଦ୍ଧଦଗ୍ଧ ମୃତଦେହ ଉଦ୍ଧାର ହୋଇଛି । ବର୍ତ୍ତମାନ ଯାଏଁ ମୃତ ବ୍ୟକ୍ତିଙ୍କ ପରିଚୟ ଅସ୍ପଷ୍ଟ ରହିଛି । କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା
Read More...