Browsing Tag

kalahandi news

ଜିଲ୍ଲାସ୍ତରୀୟ ବିଶ୍ଵ ଏଡ଼ସ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଟାଉନ ହଲରେ ଜିଲ୍ଲା ସ୍ତରୀୟ ବିଶ୍ୱ ଏଡ଼ସ ଦିବସ ପାଳନ କରାଯାଇଛି । ଓ.ଏସ୍.ଏ.ସି.ଏସ୍. ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ବେଦାନ୍ତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରୁ ଟାଉନ ହଲ ପର୍ଯ୍ୟନ୍ତ ଏକ…
Read More...

ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବାଦଲି କିସ୍ ଆବାସିକ ବିଦ୍ୟାଳୟ ପରିସରରେ ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ବିଳନୀ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ…
Read More...

ବନ୍ଧକନାରେ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ବନ୍ଧକନା ମଣ୍ଡି ପରିସରରେ ଧର୍ମଗଡ଼ ନିର୍ବାଚନ ମଣ୍ଡଳୀ ସ୍ତରୀୟ ଆତ୍ମ ନିର୍ଭର ଭାରତ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ବିଜେପି ପକ୍ଷରୁ ଆୟୋଜିତ ଏହି କାର୍ଯ୍ୟକ୍ରମରେ ଧର୍ମଗଡ଼…
Read More...

ମୋ ଖତ ବିକ୍ରୟ କେନ୍ଦ୍ର ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଧର୍ମଗଡ ବିଜ୍ଞାପିତ ଅଞ୍ଚଳ ପରିଷଦର ମୋ ଖତ ବିକ୍ରୟ କେନ୍ଦ୍ର, ଏକ ପାଣି ପମ୍ପ ଓ ଫଗିଙ୍ଗ ମେସିନ ଆଜି ଉଦଘାଟିତ ହୋଇଯାଇଛି । ଉଦଘାଟନୀ କାର୍ଯ୍ୟକ୍ରମରେ ଧର୍ମଗଡ ବିଧାୟକ ସୁଧୀର ରଞ୍ଜନ ପଟ୍ଟଯୋଶୀ ମୁଖ୍ୟ ଅତିଥି ଭାବରେ ଯୋଗଦେଇ…
Read More...

ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ଅନୁଷ୍ଠିତ : ୧୨୭ ପ୍ରକଳ୍ପ ପ୍ରଦର୍ଶିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ମଣ୍ଡଳ ବିଶ୍ୱନାଥ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା, ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଏବଂ ଇକୋ କ୍ଲବ ତିନୋଟି କାର୍ଯ୍ୟକ୍ରମ ଶୁକ୍ରବାର ମହାଡ଼ମ୍ବରରେ…
Read More...

ବେଆଇନ ମଦ ଦୋକାନରେ ଅବକାରୀ ବିଭାଗର ଚଢ଼ାଉ : ଜଣେ ଗିରଫ, କୋର୍ଟ ଚାଲାଣ

କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ଧର୍ମଗଡ଼ ଅବକାରୀ ବିଭାଗ ତରଫରୁ ଗୋଲାମୁଣ୍ଡା ବ୍ଲକର ବୃନ୍ଦାବାହାଲ ଗାଁରେ ଚଡାଉ କରାଯାଇଛି । ଏହି ଚଢ଼ାଉରେ ବେଆଇନ ଦେଶୀ ମଦ ବିକ୍ରି କରୁଥିବା ନେଇ ଜଣେ ମଦ ବେପାରୀକୁ ଗିରଫ କରିଛି ଅବକାରୀ ବିଭାଗ । ଗିରଫ ଅଭିଯୁକ୍ତ ଜଣକ ହେଲେ ବୃନ୍ଦାବାହାଲ ଗାଁର…
Read More...

ସଦର ବିଧାୟକଙ୍କୁ ହତ୍ୟା ଧମକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା କଂଗ୍ରେସ ବିଧାୟକ ସାଗର ଚରଣ ଦାସଙ୍କୁ ହତ୍ୟା ଧମକ ମିଳିଛି । ଏ ସମ୍ପର୍କରେ ବିଧାୟକ ଶ୍ରୀ ଦାସ ତାଙ୍କ ଏକ୍ସରେ ଟୁଇଟ କରି ସୂଚନା ଦେଇଛନ୍ତି । ଏହା ସହ ସାଗର ରାଜ୍ୟରେ ଯଦି ଜଣେ ନିର୍ବାଚିତ ବିଧାୟକ ସୁରକ୍ଷିତ…
Read More...

ପୋଟସରେ ଚାଷୀଙ୍କ ସନ୍ଦେହ ଜନକ ମୃତ୍ୟୁ, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଥାନା ଅନ୍ତର୍ଗତ ପୋଟସ ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି । ଗୁରୁବାର ସକାଳେ ପୋଟସ ଗ୍ରାମର ଅଲେଖ ନିଆଲ (୫୩) ନାମକ ଜଣେ ଚାଷୀ ତାଙ୍କ ବିଲକୁ ଯାଇଥିଲେ । ଅନେକ ସମୟ ପରେ ମଧ୍ୟ ଅଲେଖ ଘରକୁ ନଫେରିବାରୁ ତାଙ୍କ ସ୍ତ୍ରୀ…
Read More...

ପୁଲିସର ବଡ଼ ସଫଳତା : ବାଇକ ଚୋରି ରାକେଟର ୬ ଅଭିଯୁକ୍ତ ଗିରଫ

୯ଟି ବାଇକ୍ ଉଦ୍ଧାର, ତଦନ୍ତ ଜାରି କଳାହାଣ୍ଡି : କଳାହାଣ୍ଡି ଜିଲ୍ଲା ମ.ରାମପୁର ଥାନା ଅନ୍ତର୍ଗତ ରିଷିଡା ଫାଣ୍ଡି ଅଞ୍ଚଳରେ ଗତ କିଛି ମାସ ହେଲା ବାଇକ ଚୋରି ବୃଦ୍ଧି ପାଉଥିଲା । ତେବେ ମୁଖ୍ୟ ଅଭିଯୁକ୍ତକୁ ଧରିବା ପରେ ଅନ୍ୟ ୫ ଜଣ ସହଯୋଗୀଙ୍କୁ ଧରିବାରେ ପୁଲିସ ସଫଳତା ପାଇଛି । ଏଥି ସହିତ…
Read More...

ସର୍ଦ୍ଦାର ବଲ୍ଲବ ଭାଇ ପଟେଲଙ୍କ ୧୫୦ତମ ଜୟନ୍ତୀ ପାଳନ ପାଇଁ ସାମ୍ବାଦିକ ସମ୍ମିଳନୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଲୌହ ମାନବ ସର୍ଦ୍ଦାର ବଲ୍ଲବ ଭାଇ ପଟେଲଙ୍କର ୧୫୦ତମ ଜୟନ୍ତୀ ସାରା ଦେଶରେ ମହାସମାରୋହରେ ପାଳନ କରାଯାଉଛି । ଏହି ପରିପ୍ରେକ୍ଷୀରେ କଳାହାଣ୍ଡି ଜିଲ୍ଲାରେ ମଧ୍ୟ ଆସନ୍ତା ୨୪ ଓ ୨୫ ତାରିଖରେ ଜିଲ୍ଲା ସଦରମହକୁମା ଭବାନୀପାଟଣା, ଧର୍ମଗଡ ଓ ନର୍ଲା ଠାରେ…
Read More...
error: Content is protected !!