Browsing Tag

kalahandi news

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ଶପଥ ଗ୍ରହଣ

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ଅନ୍ତର୍ଗତ ଜୁନାଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବରିଷ୍ଠ ଶିକ୍ଷକ ସୁଧିର କୁମାର ବେହେରା, ମଳୟ କୁମାର
Read More...

ଜିଲ୍ଲାସ୍ତରୀୟ ୩୭ତମ ବିଶ୍ୱ ଏଡ୍‌ସ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲା ସ୍ତରୀୟ ୩୭ତମ ବିଶ୍ୱ ଏଡ୍‌ସ ଦିବସ-୨୦୨୪ କଳାହାଣ୍ଡି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ବେଦାନ୍ତ ଆଲୁମିନିୟମ ତରଫରୁ ସ୍ଥାନୀୟ ଟାଉନ ହଲ ଭବାନୀପାଟଣା ଠାରେ ପାଳନ କରାଯାଇଛି । ଏହି ଅବସରେ ଜିଲ୍ଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟ ଠାରୁ ଏକ
Read More...

ସିଙ୍ଗାରି ଘାଟିରେ ଓଲଟିଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଚାଳକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଘାଟି ରାସ୍ତାର ମରାମତି ହେଉଛି । ଆଉ ଏତିକି ବେଳେ ଅଚାନକ ରାସ୍ତା ଉପରେ ଓଲଟି ପଡିଲା ହାଇୱା । କଳାହାଣ୍ଡି ଜିଲ୍ଲା କଲମପୁର - ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର ସିଙ୍ଗାରୀ ଘାଟି ରାସ୍ତାର ଏକ ବୁଲାଣି ନିକଟରେ ରବିବାର ଅପରାହ୍ନରେ ଏକ ହାଇଓ୍ବା
Read More...

କଳାହାଣ୍ଡି କୃଷି ବିଜ୍ଞାନ କେନ୍ଦ୍ରର ୨୫ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୃଷି ବିଜ୍ଞାନ କେନ୍ଦ୍ର କଳାହାଣ୍ଡିର ୨୫ ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଓ.ୟୁ.ଏ.ଟି.ର ସମ୍ପ୍ରସାରଣ ଶିକ୍ଷାର ଅଧ୍ୟକ୍ଷ ପ୍ରଫେସର ପ୍ରସନ୍ନଜିତ ମିଶ୍ର ଅଭାଷୀ ମାଧ୍ୟମରେ ଏହି ବୈଠକରେ
Read More...

ଜୁନାଗଡ଼ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜୁନାଗଡ଼ ସ୍ଥିତ ସରକାରୀ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଦୁର୍ଗା ପ୍ରସାଦ ନାଏକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସମ୍ଵିଧାନର
Read More...

ପୃଥିବୀ ଭଳି ସହନଶୀଳ ହେଲେ ବିଶ୍ୱରେ ଶାନ୍ତି ସ୍ଥାପନ ହେବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭାରତୀୟ ପରମ୍ପରା ସଂସ୍କୃତି ଓ ସମ୍ମାନକୁ ବଞ୍ଚାଇ ରଖିବାକୁ ହେଲେ ପୃଥିବୀ ଭଳି ସହନଶୀଳ ହୋଇ ମାନବ ଜୀବନରେ ଏକ ଶ୍ରେଷ୍ଠ ଚରିତ୍ର ନିର୍ମାଣ ପାଇଁ ଆହ୍ୱାନ ଦେଇଛନ୍ତି ଓଡିଶାର ବିଶିଷ୍ଟ ବୈଦିକ ବିଦ୍ୱାନ ପ୍ରବଚକ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା ।
Read More...

୨୫ତମ ଜିଲ୍ଲାସ୍ତରୀୟ ଜୁନିଅର୍‌ ରେଡ୍‌କ୍ରସ୍‌ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁଲିହାରୀ ଉଚ୍ଚ ବିଦ୍ୟାଳୟରେ ୨୫ତମ ଜିଲ୍ଲାସ୍ତରୀୟ ଜୁନିଅର ରେଡ୍‌କ୍ରସ୍ ପାଠ୍ୟ ଓ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁମାର ମାଝୀଙ୍କ ଅଧ୍ୟକ୍ଷତାରେ
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସମବାୟ ସପ୍ତାହ ଉତ୍ସବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିକଶିତ ଭାରତରେ ବିକଶିତ ଓଡ଼ିଶା ଗଠନରେ ସମବାୟର ଭୂମିକା ନେଇ ସମବାୟ ବିଭାଗ ପକ୍ଷରୁ ୭୧ତମ ନିଖିଳ ଭାରତ ସମବାୟ ସପ୍ତାହର ଜିଲ୍ଲା ସ୍ତରୀୟ ଉତ୍ସବ ଭବାନୀପାଟଣା ଟାଉନ ହଲ ଠାରେ ପାଳିତ ହୋଇଯାଇଛି । ଡିଆର୍‌ସିଏସ୍‌ ପ୍ରମୋଦ ସାହୁଙ୍କ ଆହ୍ୱାନ କ୍ରମେ
Read More...

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି
Read More...

ସମ୍ମିଳୀତ କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) :ଭବାନୀପାଟଣା ସ୍ଥିତ ଏସ୍‌.ଏନ୍‌. କନ୍‌ଫରେନ୍ସ ହଲ୍‌ ଠାରେ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ୨୦୨୪ ଜାତୀୟ ପ୍ରେସ୍‌ ଦିବସ ମହାସମାରୋହରେ ପାଳନ କରାଯାଇଛି । ଜିଲ୍ଲା ସଭାପତି ଦୀପକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି
Read More...