ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବାର୍ଷିକ ଉତ୍ସବ ଅନୁଷ୍ଠିତ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବେ କଲମପୁର ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶ୍ରୀ ମଧୁସ୍ମିତା ନାଏକ ଯୋଗଦେଇ ଏହି!-->…
Read More...
Read More...