Browsing Tag

kalahandi news

ଶିକ୍ଷୟିତ୍ରୀ ପ୍ରଜ୍ଞା ପ୍ରିୟଦର୍ଶନୀ ରାଜ୍ୟ ସ୍ତରରେ ଦ୍ଵିତୀୟ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭଟାଙ୍ଗପଦର ସରକାରୀ ଉଚ୍ଚ ଵିଦ୍ୟାଳୟର ଶିକ୍ଷୟିତ୍ରୀ ପ୍ରଜ୍ଞା ପ୍ରିୟଦର୍ଶନୀ ଶତପଥୀ ରାଜ୍ୟ ସ୍ତରୀୟ କଳା ଉତ୍ସବ ସମୃଦ୍ଧି ପ୍ରତିଯୋଗିତାରେ ଦ୍ଵିତୀୟ ହୋଇ ଜିଲ୍ଲାର ଗୌରବ ବଢ଼ାଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା
Read More...

ଯୋଗାଣ ମନ୍ତ୍ରୀଙ୍କ ଖରିଫ ଧାନ ସଂଗ୍ରହ ସମୀକ୍ଷା ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ, ବିଜ୍ଞାନ ଓ କାରିଗରୀ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଦିନିକିଆ କଳାହାଣ୍ଡି ଜିଲ୍ଲା ଗସ୍ତରେ ଆସି ଆଜି ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସ୍ଥିତ ସଦଭାବନା ସଭା ଗୃହରେ ଅନୁଷ୍ଠିତ ଜିଲ୍ଲାସ୍ତରୀୟ ୨୦୨୪- ୨୫ ଖରିଫ ଧାନ
Read More...

ପୋଟେସ ବିଦ୍ୟାଳୟର ବାର୍ଷିକ କ୍ରୀଡା ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ପୋଟେସ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନଶିକ୍ଷକ ପ୍ରଦୀପ କୁମାର ମାଝୀଙ୍କ ତତ୍ତ୍ଵାବଧାନରେ ବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଅନୁଷ୍ଠିତ ହୋଇଯାଇଛି । ଏହି କ୍ରୀଡା କାର୍ଯ୍ୟକ୍ରମରେ
Read More...

ମଣ୍ଡଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ମଣ୍ଡଳ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ମହା ସମାରୋହରେ ପାଳିତ ହୋଇଯାଇଛି । ପୂର୍ବତନ ପ୍ରଧାନ ଶିକ୍ଷକ ପ୍ରତାପ କିଶୋର ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ଗୋଷ୍ଠୀ ଶିକ୍ଷା ଅଧିକାରୀ
Read More...

ବଧିର ବିଦ୍ୟାଳୟରେ ସଙ୍କେତ ମୋ ଭାଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବଧିର ବିଦ୍ୟାଳୟ ଠାରେ ୫ଦିନିଆ ସଂକେତ ମୋ ଭାଷା ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଓଡିଶା ରାଇଜିଙ୍ଗ ଫାଉଣ୍ଡେସନ ଭୁବନେଶ୍ୱର ଓ ଭିନ୍ନକ୍ଷମ ସାମାଜିକ ସୁରକ୍ଷା ଏବଂ ସଶକ୍ତିକରଣ ବିଭାଗ ଓଡିଶା ସରକାର,
Read More...

ଭବାନୀପାଟଣାରେ ଜାତୀୟ ପତାକା ଉତ୍ତୋଳନ କଲେ ଜିଲ୍ଲାପାଳ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମରେ ଜିଲ୍ଲା ସ୍ତରୀୟ ୭୬ତମ ସାଧାରଣତନ୍ତ୍ର ଦିବସ ମହା ସମାରୋହରେ ପାଳନ କରାଯାଇଛି । ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ମୁଖ୍ୟ ଅତିଥୀ ଭାବେ ଯୋଗଦେଇ ଜାତୀୟ ପତାକା ଉତ୍ତୋଳନ କରିବା ସହ ମିଳିତ
Read More...

ଭବାନୀପାଟଣାରେ ମିନି ମାରାଥନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମସ୍ତଙ୍କ ପାଇଁ ଶିକ୍ଷା ଉଦ୍ଦେଶ୍ୟରେ ଆଜି ଭବାନୀପାଟଣାରେ ଗଣଦୌଡ ଅନୁଷ୍ଠିତ ହୋଇଯାଇଛି । ମା' ମାଣିକେଶ୍ୱରୀ ବିଶ୍ୱ ବିଦ୍ୟାଳୟରୁ ଏହି ଗଣଦୌଡ ଅମଲା ଭବନ ଯାଏ ପ୍ରାୟ ତିନି କିଲୋମିଟର ହୋଇଥିଲା । ଅତିରିକ୍ତ ଜିଲ୍ଲାପାଳ ତନ୍ମୟ କୁମାର ଦରୱାନ ମୁଖ୍ୟ
Read More...

ଜିଲ୍ଲା ସ୍ତରୀୟ ବେଟି ପଢ଼ାଓ ବେଟି ବଚାଓ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜାତୀୟ ବାଳିକା ଦିବସ ୨୦୨୫ ଏବଂ ବେଟି ବଚାଓ ବେଟି ପଢାଓ ଯୋଜନାର ୧୦ ବର୍ଷ ପୂର୍ତ୍ତି ଉପଲକ୍ଷେ ସ୍ଥାନୀୟ ବ୍ରଜ ମୋହନ ହାଇସ୍କୁଲର ସେଣ୍ଟିନାରୀ କକ୍ଷ, ଭବାନୀପାଟଣା ଠାରେ ଜିଲ୍ଲା ସ୍ତରୀୟ ପାଳନ ଉତ୍ସବ ମହାସମାରୋହରେ ଉଦ୍‌ଘାଟିତ ହୋଇଯାଇଛି । ଏହି
Read More...

ନିଖିଳ ଉତ୍କଳ ବେସରକାରୀ କଲେଜ ଶିକ୍ଷକ ସଂଘର ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନିଖିଳ ଉତ୍କଳ ବେସରକାରୀ କଲେଜ ଶିକ୍ଷକ ସଂଘର ଏକ ପ୍ରତିନିଧି ଦଳ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୁରଜ ସୂର୍ଯ୍ୟବଂଶୀଙ୍କୁ ଭବାନୀପାଟଣା ସର୍କିଟ ହାଉସରେ ସାକ୍ଷାତ କରି ଏକ ୧୦ ଦଫା ଦାବୀପତ୍ର ପ୍ରଦାନ କରିଛନ୍ତି । ପ୍ରମୁଖ ଦାବୀ ମାନଙ୍କ ମଧ୍ୟରେ ୨୦୦୮
Read More...

କଳାହାଣ୍ଡି ଉତ୍ସବ ଘୁମୁରା-୨୦୨୫ ଅବସରରେ ସଂପାନ “୭୫ ବର୍ଷରେ କଳାହାଣ୍ଡି”

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ୨୭ତମ କଳାହାଣ୍ଡି ଉତ୍ସବ ଘୁମୁରା -୨୦୨୫ ଅବସରରେ ସ୍ଥାନୀୟ ଟାଉନ ହଲରେ ଆଜି ୭୫ ବର୍ଷରେ କଳାହାଣ୍ଡି ଶୀର୍ଷକ ଏକ ସମ୍ପାନ ଅନୁଷ୍ଠିତ ହୋଇଯାଇଛି । ଶିକ୍ଷା, ସ୍ୱାସ୍ଥ୍ୟର ଉନ୍ନତି ସହିତ କଳା, ସାହିତ୍ୟ, ସଂସ୍କୃତି ଓ ଇତିହାସର ପୁନରାବଲୋକନ ଦ୍ୱାରା ଏ
Read More...