Browsing Tag

kalahandi news

କଳାହାଣ୍ଡି ମାଟିର ମହାନ ସଂସ୍କୃତି ଓ ପରମ୍ପରାର ଝଲକରେ ଝଲସିବ ସହିଦ ରେଣ୍ଡୋ ମାଝୀ ମଞ୍ଚ

୩୨୮ ଗୋଟି ଷ୍ଟଲ, ଲକ୍ଷାଧିକ ଜନ ସମାଗମ, ସୁରକ୍ଷା ଦାୟିତ୍ୱ ସମ୍ଭାଳିବେ ୧୦ ପ୍ଲାଟୁନ ପୁଲିସ ଫୋର୍ସ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟ ତଥା ରାଜ୍ୟ ବାହାରୁ ଛୁଟି ଆସିବେ ହଜାର ହଜାର କଳାକାର । ଏ ମାଟିର ପ୍ରଥା, ପରମ୍ପରା ଓ ସଂସ୍କୃତିର ଝଲକରେ ଝଲସି ଉଠିବ ସହିଦ ରେଣ୍ଡୋ
Read More...

କଳାହାଣ୍ଡି ଉତ୍ସବ ପୂର୍ବରୁ ମନ ମୋହିଲା ପଥୋତ୍ସବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡିର କଳା, ସଂସ୍କୃତି, ଐତିହ୍ୟ, ପରମ୍ପରା ସହିତ କ୍ରୀଡ଼ା କୌଶଳର ମହା ମିଳନସ୍ଥଳୀ ପାଲଟିଥିଲା ସଡ଼କ ପଥ । ନାଚଗୀତ, ପ୍ରଥା, ପରମ୍ପରାର ନିଦର୍ଶନ ସହିତ ନିଜର ପ୍ରତିଭାର ପ୍ରଦର୍ଶନ ପାଇଁ ସମସ୍ତେ ଓହ୍ଲାଇ ଆସିଥିଲେ ରାଜରାସ୍ତାକୁ । ଭଳି କି
Read More...

ଭବାନୀପାଟଣାରୁ ଅଯୋଧ୍ୟାକୁ ଗଡିଲା ସ୍ଵତନ୍ତ୍ର ସରକାରୀ ବସ୍‌

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ମହାକୁମ୍ଭ ମେଳା ଦର୍ଶନ ନିମନ୍ତେ କଳାହାଣ୍ଡି ଜିଲ୍ଲାର ଯାତ୍ରୀ ମାନଙ୍କୁ ନେଇ ଏକ ସ୍ୱତନ୍ତ୍ର ବସ୍‌ ରବିବାର ଭବାନୀପାଟଣା ନୂଆ ବସଷ୍ଟାଣ୍ଡରୁ ବାହାରି ଅଯୋଧ୍ୟା ଅଭିମୁଖେ ଯାତ୍ରା କରିଛି । ନୂଆ ବସ୍‌ଷ୍ଟାଣ୍ଡରେ କଳାହାଣ୍ଡି ସାଂସଦ ମାଳବିକା ଦେଓ,
Read More...

ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ବ୍ରଜମୋହନ ଉଚ୍ଚ ବିଦ୍ୟାଳୟ ପରିସରରେ ସମଗ୍ର ଶିକ୍ଷା ପକ୍ଷରୁ ଜିଲ୍ଲାସ୍ତରୀୟ ପ୍ରବାସୀ ଭାରତୀୟ ଦିବସ ପାଳିତ ହୋଇଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ ପବିତ୍ର ମୋହନ ସାହୁଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ ମୁଖ୍ୟ ଅତିଥି
Read More...

କଳାହାଣ୍ଡି ଜିଲ୍ଳାର ଚୁଡାନ୍ତ ଭୋଟର ତାଲିକା ପ୍ରକାଶିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଳାରେ ଥିବା ଭୋଟରଙ୍କ ଚୁଡାନ୍ତ ତାଲିକାକୁ ଜିଲ୍ଳା ନିର୍ବାଚନ ଅଧିକାରୀ ତଥା ଜିଲ୍ଳାପାଳ, କଳାହାଣ୍ଡି ପାୱାର ସଚିନ ପ୍ରକାଶ ଆଜି ପ୍ରକାଶନ କରିଛନ୍ତି । ଏଥିରେ ଜିଲ୍ଳାର ୭୭- ଲାଞ୍ଜିଗଡ଼, ୭୮- ଜୁନାଗଡ, ୭୯- ଧର୍ମଗଡ଼, ୮୦-
Read More...

ନୌକାଚାଳନା ଓ ତୀରନ୍ଦାଜ ପ୍ରତିଯୋଗିତାରୁ ଆରମ୍ଭ ହୋଇଛି କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ଆଦିବାସୀ ଅଧ୍ୟୁଷିତ ଅଞ୍ଚଳ ଥୂଆମୁଳ-ରାମପୁର ବ୍ଲକରେ ନୌକାଚାଳନା ଓ ତୀରଚାଳନା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । କଳାହାଣ୍ଡି ଜିଲ୍ଲାର ଲୋକ ମହୋତ୍ସବ ଘୁମୁରା-୨୦୨୫ ପାଇଁ ଇନ୍ଦ୍ରାବତୀ ଜଳ ଭଣ୍ଡାରର କେନ୍ଦୁଗୁଡା ଠାରେ
Read More...

ଭବାନୀପାଟଣା ସହରରେ ମାଙ୍କଡ ଆତଙ୍କ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସହରରେ ଦୁଇଦିନ ହେଲା ମାଙ୍କଡ଼ ଆତଙ୍କରେ ଲୋକେ ଅତିଷ୍ଠ ହୋଇଥିବା ଦେଖିବାକୁ ମିଳିଛି । ଗତକାଲି ଏକ ମାଙ୍କଡ଼ ପଲ ସହର ଭିତରକୁ ଚାଲି ଆସି ପ୍ରାୟ ୧୨ ଲୋକଙ୍କୁ ଆକ୍ରମଣ କରିଥିଲେ । ଲୋକେ ବନ ବିଭାଗକୁ ଖବର ଦେଇଥିଲେ । ବନ ବିଭାଗର
Read More...

ଭିଜିଲାନ୍ସ ଜାଲରେ ଥୁଆମୂଳ ରାମପୁର ହେଲ୍‌ଥ ସୁପର୍‌ଭାଇଜର୍‌

୪ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ କାର୍ଯ୍ୟରତ ହେଲ୍‌ଥ ସୁପର୍‌ଭାଇଜର୍‌ ଲକ୍ଷ୍ମୀ ନାରାୟଣ ମହାରଣା ଜନ୍ମ ପ୍ରମାଣ ପତ୍ର ନିମନ୍ତେ ୪ ହଜାର ଟଙ୍କା
Read More...

ଝିଅ ସବୁ କିଛି କରିପାରେ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ବ୍ଲକ ସ୍ଥିତ ବାଦଲି କିସ୍ ଆବାସିକ ବିଦ୍ୟାଳୟରେ ନୂତନ ବର୍ଷ ପାଳନ ଅବସରରେ ଝିଅ ସବୁକିଛି କରି ପାରେ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ । ନୂତନ ବର୍ଷକୁ ଆହୁରି ସରସ ସୁନ୍ଦର କରିବା ପାଇଁ କିସ୍‌ ପରିସରରେ ଏକ
Read More...

ଶିଶୁଙ୍କ ଗହଣରେ ନୂତନ ବର୍ଷ ପାଳନ କଲେ ଜିଲ୍ଲାପାଳ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ୨୦୨୪ ବର୍ଷକୁ ବିଦାୟ ତଥା ନୂଆ ଆଶା ଓ ଅଭିଳାଷକୁ ନେଇ ସୁନେଲି ସ୍ୱପ୍ନ ଦେଖୁଥିବା ଶିଶୁ ଯତ୍ନ ଅନୁଷ୍ଠାନରେ ରହୁଥିବା କୁନି କୁନି ଶିଶୁ ମାନଙ୍କ ସହିତ କିଛି ମୁହୂର୍ତ୍ତ ରହି ନୂତନ ବର୍ଷ ୨୦୨୫କୁ ସ୍ଵାଗତ ଜଣାଇଥିଲେ, କଳାହାଣ୍ଡି ଜିଲ୍ଲାପାଳ ପାୱାର
Read More...