Browsing Tag

kalahandi news

ପ୍ରତିମାସର ୧ ତାରିଖ ଏବଂ ୧୬ ତାରିଖରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ଯୋଗା ଅଭ୍ୟାସର ଶୁଭାରମ୍ଭ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଯୋଗ ଅଭ୍ୟାସ ଦ୍ୱାରା ଶରୀର ଏବଂ ମନ ସୁସ୍ଥ ରହେ । ଏହାକୁ ଉପଲବ୍ଧି କରି ବରିଷ୍ଠ ନାଗରିକ ସଂଘର ଅନୁରୋଧ ରକ୍ଷା କରି ଜିଲ୍ଲାପାଳ ପାୱାର ସଚିବ ପ୍ରକାଶଙ୍କ ନିର୍ଦ୍ଦେଶ କ୍ରମେ ମାସକୁ ୨ ଦିନ ଯଥା ପ୍ରତି ମାସର ୧ ଏବଂ ୧୬ ତାରିଖରେ ଜିଲ୍ଲାସ୍ତରୀୟ
Read More...

ସାଲିସ ବିହୀନ ସାମ୍ବାଦିକ ମହମ୍ମଦ ଅସଲମଙ୍କ ତୃତୀୟ ପୁଣ୍ୟତିଥି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସାମ୍ବାଦିକତା କ୍ଷେତ୍ରରେ ନିଜର ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା ତଥା ସାଲିସ ବିହୀନ ସାମ୍ବାଦିକ ସ୍ୱର୍ଗତ ମହମ୍ମଦ ଅସଲମଙ୍କ ତୃତୀୟ ପୁଣ୍ୟତିଥି ସ୍ମୃତିସଭା ଭବାନୀପାଟଣା ଅମଲା ଭବନ ଠାରେ ଆୟୋଜିତ ହୋଇଯାଇଛି । ଏହି ଅବସରରେ କଳାହାଣ୍ଡି
Read More...

ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା ଉଦ୍‌ଯାପିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସହର ସ୍ଥିତ ଲାଲବାହାଦୂର ଶାସ୍ତ୍ରୀ ଷ୍ଟାଡିୟମରେ ଚାଲିଥିବା ଜିଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପତ ମେଳା ଉଦ୍‌ଯାପିତ ହୋଇଯାଇଛି । ଉଦ୍‌ଯାପନୀ ସମାରୋହରେ ଅତିଥିଭାବେ ଜୁନାଗଡ଼ ବିଧାୟକ କ୍ୟାପଟେନ୍ ଦିବ୍ୟ ଶଙ୍କର ମିଶ୍ର, ଜିଲା ପରିଷଦ
Read More...

ଜିଲ୍ଲା ସ୍ତରୀୟ ଧାନ ଇନ୍‌ପୁଟ୍‌ ରାଶି ଶୁଭାରମ୍ଭ କାର୍ଯ୍ୟରେ ଯୋଗଦେଲେ ସ୍ୱାସ୍ଥ୍ୟମନ୍ତ୍ରୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବରଗଡ଼ ଜିଲ୍ଲାର ସୋହେଲା ଠାରେ ଅନୁଷ୍ଠିତ ରାଜ୍ୟସ୍ତରୀୟ ବର୍ଣ୍ଣାଢ୍ୟ ଉତ୍ସବରେ କ୍ୱିଣ୍ଟାଲ ପିଛା ଧାନର ସର୍ବନିମ୍ନ ସହାୟତା ମୂଲ୍ୟ ୨୩୦୦ ଟଙ୍କା ଉପରେ ରାଜ୍ୟ ବଜେଟରୁ ୮୦୦ ଟଙ୍କାର ଇନ୍‌ପୁଟ୍‌ ସହାୟତା ରାଶି ସହିତ ଚାଷୀଙ୍କୁ ସମୁଦାୟ ୩୧୦୦ ଟଙ୍କା
Read More...

ଏମ୍‌କେଏମ୍‌ଡି ମହାବିଦ୍ୟାଳୟରେ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଯୁବ ରେଡକ୍ରସ ଓ ରେଡ ରିବନ କ୍ଲବ ଆନୁକୂଲ୍ୟରେ କଲମପୁର ମହାରାଣୀ କସ୍ତୁରୀକା ମୋଦିନୀ ଦେବୀ +୩ ମହାବିଦ୍ୟାଳୟରେ ଏକ ପୁରସ୍କାର ବିତରଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭୂଗୋଳ ଅଧ୍ୟାପକ ଧରଣୀଧର ପୁଝାରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ
Read More...

ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସରେ ଶପଥ ଗ୍ରହଣ

କଳାହାଣ୍ଡି, (କେପିଏନ୍‌ଏସ୍‌) : କଳାହାଣ୍ଡି ଅନ୍ତର୍ଗତ ଜୁନାଗଡ଼ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଆନ୍ତର୍ଜାତୀକ ଭିନ୍ନକ୍ଷମ ଦିବସ ପାଳିତ ହୋଇଯାଇଛି । ପ୍ରଧାନ ଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ବରିଷ୍ଠ ଶିକ୍ଷକ ସୁଧିର କୁମାର ବେହେରା, ମଳୟ କୁମାର
Read More...

ଜିଲ୍ଲାସ୍ତରୀୟ ୩୭ତମ ବିଶ୍ୱ ଏଡ୍‌ସ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜିଲ୍ଲା ସ୍ତରୀୟ ୩୭ତମ ବିଶ୍ୱ ଏଡ୍‌ସ ଦିବସ-୨୦୨୪ କଳାହାଣ୍ଡି ଜିଲ୍ଲା ସ୍ୱାସ୍ଥ୍ୟ ବିଭାଗ ଓ ବେଦାନ୍ତ ଆଲୁମିନିୟମ ତରଫରୁ ସ୍ଥାନୀୟ ଟାଉନ ହଲ ଭବାନୀପାଟଣା ଠାରେ ପାଳନ କରାଯାଇଛି । ଏହି ଅବସରେ ଜିଲ୍ଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟ ଠାରୁ ଏକ
Read More...

ସିଙ୍ଗାରି ଘାଟିରେ ଓଲଟିଲା ହାଇୱା, ଅଳ୍ପକେ ବର୍ତ୍ତିଲେ ଚାଳକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଘାଟି ରାସ୍ତାର ମରାମତି ହେଉଛି । ଆଉ ଏତିକି ବେଳେ ଅଚାନକ ରାସ୍ତା ଉପରେ ଓଲଟି ପଡିଲା ହାଇୱା । କଳାହାଣ୍ଡି ଜିଲ୍ଲା କଲମପୁର - ଥୁଆମୁଳ ରାମପୁର ମୁଖ୍ୟ ରାସ୍ତାର ସିଙ୍ଗାରୀ ଘାଟି ରାସ୍ତାର ଏକ ବୁଲାଣି ନିକଟରେ ରବିବାର ଅପରାହ୍ନରେ ଏକ ହାଇଓ୍ବା
Read More...

କଳାହାଣ୍ଡି କୃଷି ବିଜ୍ଞାନ କେନ୍ଦ୍ରର ୨୫ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୃଷି ବିଜ୍ଞାନ କେନ୍ଦ୍ର କଳାହାଣ୍ଡିର ୨୫ ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଓ.ୟୁ.ଏ.ଟି.ର ସମ୍ପ୍ରସାରଣ ଶିକ୍ଷାର ଅଧ୍ୟକ୍ଷ ପ୍ରଫେସର ପ୍ରସନ୍ନଜିତ ମିଶ୍ର ଅଭାଷୀ ମାଧ୍ୟମରେ ଏହି ବୈଠକରେ
Read More...

ଜୁନାଗଡ଼ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜୁନାଗଡ଼ ସ୍ଥିତ ସରକାରୀ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଦୁର୍ଗା ପ୍ରସାଦ ନାଏକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସମ୍ଵିଧାନର
Read More...