Browsing Tag

kalahandi news

ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ, ୪, ୪୮୪ଟି ମାମଲାର ଫଇସଲା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ସମସ୍ତ ବିଚାର ବିଭାଗୀୟ ଅଦାଲତ ମାନଙ୍କରେ ଶନିବାର ୨୦୨୪ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି । ଉକ୍ତ ଲୋକ ଅଦାଲତରେ ଜିଲ୍ଲା ଦୌରାଜଜ ତଥା ଜିଲ୍ଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅନୁପ ରଞ୍ଜନ ପଟ୍ଟନାୟକ,
Read More...

ମାଁ ମାଣିକେଶ୍ୱରୀଙ୍କ ଠାରେ ଲାଗି ହେଲା ନବାନ୍ନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ନୂଆଁଖାଇ କଳାହାଣ୍ଡି ଜିଲ୍ଲାର ଭିନ୍ନ ଏକ ପରମ୍ପରା । ସବୁଠି ପଞ୍ଚମୀ ତିଥିରେ ନୂଆଁଖାଇ ପାଳନ ହେଉଥିବା ବେଳେ, ଏଠାରେ ପ୍ରତିପଦା ଠାରୁ ଆରମ୍ଭ କରି ଦାଶହରା ଦଶମୀ ପର୍ଯ୍ୟନ୍ତ ଚାଲିଥାଏ ନୂଆଁଖାଇ । ତେବେ ଆଜି ସମଗ୍ର ଗଡ଼ଜାତ ଅଞ୍ଚଳରେ ପାଳିତ ହେଉଛି
Read More...

କଳାହାଣ୍ଡିରେ ପୁଣି ଏକ ମାଈ ହାତୀର ମୃତ୍ୟୁ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ହାତୀ ଓ ମଣିଷ ଲଢେଇରେ କେତେବେଳେ ହାତୀର ଜୀବନ ଯାଉଛି ତ ପୁଣି କେବେ ହାତୀର ମୃତ୍ୟୁ ଘଟୁଛି । ଏଭଳି ଏକ ଘଟଣା କଳାହାଣ୍ଡିରେ ଦେଖିବାକୁ ମିଳିଛି । ଅକାଳରେ ଗଜରାଜର ମୃତ୍ୟୁ ଘଟିଛି । କଳାହାଣ୍ଡି ଜିଲ୍ଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଅନ୍ତର୍ଗତ
Read More...

ବିଶ୍ୱ ପ୍ରସିଦ୍ଧ ଛତର ଯାତ୍ରା ନିମନ୍ତେ ପ୍ରସ୍ତୁତି ବୈଠକ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : ଜିଲ୍ଲା ସଦର ମହକୁମା ଭବାନୀପାଟଣା ଠାରେ ମାଁ" ମାଣିକେଶ୍ଵରୀଙ୍କ ପ୍ରସିଦ୍ଧ ଛତର ଯାତ୍ରା ଉତ୍ସବ ପାଳନ ନିମନ୍ତେ ଗୁରୁବାର ସନ୍ଧ୍ୟାରେ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ ଗୃହରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶଙ୍କ ଅଧ୍ୟକ୍ଷତାରେ ଏକ
Read More...

ଜାତୀୟ ଶିକ୍ଷକ ପୁରସ୍କାର ପ୍ରାପ୍ତ ସନ୍ତୋଷ କରଙ୍କୁ ଜିଲ୍ଲା ଶିକ୍ଷା ବିଭାଗ ପକ୍ଷରୁ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ସହରସ୍ଥିତ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ ସମ୍ମେଳନ କକ୍ଷରେ ଜିଲ୍ଲା ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ଜାତୀୟ ପୁରସ୍କାର ପ୍ରାପ୍ତ ଶିକ୍ଷକ ସନ୍ତୋଷ କୁମାର କରଙ୍କୁ ସମ୍ବର୍ଦ୍ଧିତ କରାଯାଇଛି । ଜିଲ୍ଲା ଶିକ୍ଷା ଅଧିକାରୀ
Read More...

ଯୁବକଙ୍କୁ ଟାଙ୍ଗିଆରେ ଆକ୍ରମଣ : ୪ ଦୁର୍ବୃତ୍ତ ଫେରାର୍‌

କଳାହାଣ୍ଡି : ନର୍ଲା ଥାନା ମୁଣ୍ଡା ଗାଁରେ ଚାଞ୍ଚଲ୍ୟ । ଜଣେ ପୂଜକଙ୍କୁ ଟାଙ୍ଗିଆରେ ହାଣିଲେ ୪ ଜଣ ଦୁର୍ବୃତ୍ତ । ଗୁରୁତର ପୂଜକ ମେଡିକାଲରେ ଭର୍ତ୍ତି । ମଙ୍ଗଳବାର ୧୧ଟା ସମୟରେ ମୁଣ୍ଡା ଗାଁର ତାରିଣୀ ମନ୍ଦିର ପୂଜକ ସୁଶାନ୍ତ ଠାକୁର ପତ୍ନୀଙ୍କ ସହ ପିଲାଙ୍କୁ ଆଣିବାକୁ ସ୍କୁଲ ଯାଉଥିଲେ ।
Read More...

ଭିଜିଲାନ୍ସ ଜାଲରେ ଗୋପାଳପୁର କଲେଜ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ କଲେଜ ଅଧ୍ୟକ୍ଷଙ୍କୁ ମାଡି ବସିଛି କଳାହାଣ୍ଡି ଭିଜିଲାନ୍ସ । ସୂଚନାନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ
Read More...

ଭିଜିଲାନ୍ସ ଜାଲରେ ଗୋପାଳପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କୁ ଗୋପାଳପୁର ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ବର୍ଷରେ ନାମ ଲେଖାଇବା ଏବଂ ପରୀକ୍ଷାରେ ସହଯୋଗ କରିବାପାଇଁ ଅଧ୍ୟକ୍ଷ ନବୀନ କୁମାର ସାହୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।
Read More...

ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ଧାର୍ଯ୍ୟ ପାଇଁ ଦାବୀ ପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ସ୍ଥିର କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସି.ଏସ୍‌.ସି ଭିଏଲଇ ସଂଘ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ମାଗଣାରେ ସୁଭଦ୍ରା ଯୋଜନା ପଞ୍ଜିକରଣ କରିପାରିବୁ ନାହିଁ ବୋଲି
Read More...

ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା
Read More...