ଭିଜିଲାନ୍ସ ପଞ୍ଜାରେ ଜୁନାଗଡ଼ ଥାନା ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ଥାନାର କାର୍ଯ୍ୟରତ ଏଏସ୍ଆଇ ମୁକୁନ୍ଦ ଖେମୁଣ୍ଡୁ ଗୋଇରାପଦର ଗାଁର ପ୍ରଭା ପୁଝାରିଙ୍କ ଠାରୁ ଏକ ମାମଲା ରଫାଦଫା କରିବା ପାଇଁ ୩୫୦୦ ଟଙ୍କା ଲାଞ୍ଚ ମାଗିଥିଲେ । ଗୁରୁବାର ରାତିରେ ଗ୍ରାମରକ୍ଷୀ ଶ୍ରୀମୁଖ ବାଗଙ୍କ!-->…
Read More...
Read More...