ରାଜପୁର ଡକାୟତି ଘଟଣାର ପର୍ଦ୍ଦାଫାସ କଲା ପୋଲିସ : ୫ ଅଭିଯୁକ୍ତ କୋର୍ଟ ଚାଲାଣ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ରାଜପୁର ଗ୍ରାମରେ ଗତ ୩୧ ତାରିଖ ବିଳମ୍ବିତ ରାତ୍ରିରେ ଏକ ବଡ଼ ଧରଣର ସଶସ୍ତ୍ର ଡକାୟତି ହୋଇଥିଲା । ସେ ସମ୍ପର୍କରେ ଜୁନାଗଡ଼ରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ପୋଲିସ ଡକାୟତି ଘଟଣାର ପର୍ଦ୍ଦାଫାଶ!-->…
Read More...
Read More...