Browsing Tag

kalahandi news

ଭିଜିଲାନ୍ସ ଜାଲରେ ଗୋପାଳପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କୁ ଗୋପାଳପୁର ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ବର୍ଷରେ ନାମ ଲେଖାଇବା ଏବଂ ପରୀକ୍ଷାରେ ସହଯୋଗ କରିବାପାଇଁ ଅଧ୍ୟକ୍ଷ ନବୀନ କୁମାର ସାହୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।
Read More...

ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ଧାର୍ଯ୍ୟ ପାଇଁ ଦାବୀ ପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ସ୍ଥିର କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସି.ଏସ୍‌.ସି ଭିଏଲଇ ସଂଘ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ମାଗଣାରେ ସୁଭଦ୍ରା ଯୋଜନା ପଞ୍ଜିକରଣ କରିପାରିବୁ ନାହିଁ ବୋଲି
Read More...

ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ ଉପ ଜିଲ୍ଲାପାଳ ଧିମନ ଚକମା,
Read More...

ସ୍ୱର୍ଣ୍ଣ ପଦକ ପାଇ କଳାହାଣ୍ଡି ମାଟି ପାଇଁ ଗୌରବ ଆଣିଲେ ଲାଲୁ ପ୍ରାସାଦ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜାତୀୟ ଓପନ୍‌ ଆଥେଲେଟିକ୍‌ ଚମ୍ପିୟାନ୍‌ସିପ୍‌ରେ ସ୍ୱର୍ଣ୍ଣ ପଦକ ଜିତି କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି । ଲାଞ୍ଜିଗଡ଼ ବ୍ଲକର ଲାଲୁ ପ୍ରାସାଦ ଭୋଇ । ବେଙ୍ଗାଲୁର ଠାରେ ଆୟୋଜିତ ୬୩ତମ ଜାତୀୟ ଆଥେଲେଟିକ୍‌ ଚାମ୍ପିୟାନ୍‌ସିପ୍‌ରେ
Read More...

ବିଜ୍ଞାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଦୁଲକିବନ୍ଧ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ରେଖା ସମାସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବିଜ୍ଞାନ ଶିକ୍ଷକ ସୁଶୀଲ କୁମାର
Read More...

ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲର
Read More...

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ତୃଟିଶୂନ୍ୟ ସଂକ୍ଷିପ୍ତ ଭୋଟର ତାଲିକା କାର୍ଯ୍ୟକ୍ରମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଏହି ବୈଠକରେ
Read More...

ବେଦାନ୍ତ ଗେଟ ସାମ୍ନାରେ ଶବ ରଖି ଧାରଣା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଲାଞ୍ଜିଗଡ଼ ବେଦାନ୍ତ ଆଲୁମିନା ମୁଖ୍ୟ ଫାଟକ ସମ୍ମୁଖରେ ଆଜି ସକାଳୁ ଜଣେ ଶ୍ରମିକଙ୍କ ମୃତଦେହ ରଖି କ୍ଷତିପୂରଣ ଦାବୀରେ ଧାରଣା ଦେଇଥିବା ଦେଖିବାକୁ ମିଳିଛି । ସୂଚନାମୁତାବକ ବେଦାନ୍ତ କମ୍ପାନୀର ସହଯୋଗୀ କମ୍ପାନୀରେ ନର୍ଲା ଥାନା ଅଞ୍ଚଳର ଚୂଡ଼ାମଣି
Read More...

ଭବାନୀପାଟଣା ଠାରେ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର

କଳାହାଣ୍ଡି, (ପି.କେ. ସାହୁ) : ଜିଲ୍ଲାସ୍ତରୀୟ ୨୧ତମ ପଶୁଧନ ଗଣନାକାରୀ ଓ ପର୍ଯ୍ୟବେକ୍ଷକ ମାନଙ୍କର ପ୍ରଶିକ୍ଷଣ ଶିବିର ସ୍ଥାନୀୟ ଡି.ପି.ଏମ.ୟୁ (ପ୍ଲାନିଂ) ଭବାନୀପାଟଣା ସଭା ଗୃହରେ ଉଦ୍‌ଘାଟନ କାର୍ଯ୍ୟକ୍ରମ ହୋଇଯାଇଅଛି । ଉକ୍ତ ଉଦ୍‌ଘାଟନ କାର୍ଯ୍ୟକ୍ରମରେ ଅତିରିକ୍ତ ଜିଲ୍ଲାପାଳ (ରାଜସ୍ୱ)
Read More...