Browsing Tag

kalahandi news

କଳାହାଣ୍ଡି କୃଷି ବିଜ୍ଞାନ କେନ୍ଦ୍ରର ୨୫ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୃଷି ବିଜ୍ଞାନ କେନ୍ଦ୍ର କଳାହାଣ୍ଡିର ୨୫ ତମ ବୈଜ୍ଞାନିକ ଉପଦେଷ୍ଟା ସମିତି ବୈଠକ କେନ୍ଦ୍ରର ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି । ଓ.ୟୁ.ଏ.ଟି.ର ସମ୍ପ୍ରସାରଣ ଶିକ୍ଷାର ଅଧ୍ୟକ୍ଷ ପ୍ରଫେସର ପ୍ରସନ୍ନଜିତ ମିଶ୍ର ଅଭାଷୀ ମାଧ୍ୟମରେ ଏହି ବୈଠକରେ…
Read More...

ଜୁନାଗଡ଼ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ

କଳାହାଣ୍ଡି, (କେପିଏନ୍‌ଏସ୍‌) : ଜୁନାଗଡ଼ ସ୍ଥିତ ସରକାରୀ ହାଇସ୍କୁଲରେ ସମ୍ଵିଧାନ ଦିବସ ପାଳିତ ହୋଇଯାଇଛି । ପ୍ରଧାନଶିକ୍ଷକ ନେପାଲ ଚନ୍ଦ୍ର ବାଗଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ସ୍ଥାନୀୟ ଅଞ୍ଚଳର ବିଶିଷ୍ଟ ସମାଜସେବୀ ଦୁର୍ଗା ପ୍ରସାଦ ନାଏକ ମୁଖ୍ୟ ଅତିଥି ରୂପେ ଯୋଗଦେଇ ସମ୍ଵିଧାନର…
Read More...

ପୃଥିବୀ ଭଳି ସହନଶୀଳ ହେଲେ ବିଶ୍ୱରେ ଶାନ୍ତି ସ୍ଥାପନ ହେବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭାରତୀୟ ପରମ୍ପରା ସଂସ୍କୃତି ଓ ସମ୍ମାନକୁ ବଞ୍ଚାଇ ରଖିବାକୁ ହେଲେ ପୃଥିବୀ ଭଳି ସହନଶୀଳ ହୋଇ ମାନବ ଜୀବନରେ ଏକ ଶ୍ରେଷ୍ଠ ଚରିତ୍ର ନିର୍ମାଣ ପାଇଁ ଆହ୍ୱାନ ଦେଇଛନ୍ତି ଓଡିଶାର ବିଶିଷ୍ଟ ବୈଦିକ ବିଦ୍ୱାନ ପ୍ରବଚକ ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା ।…
Read More...

୨୫ତମ ଜିଲ୍ଲାସ୍ତରୀୟ ଜୁନିଅର୍‌ ରେଡ୍‌କ୍ରସ୍‌ ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୁନାଗଡ଼ ବ୍ଲକ ଅନ୍ତର୍ଗତ କୁଲିହାରୀ ଉଚ୍ଚ ବିଦ୍ୟାଳୟରେ ୨୫ତମ ଜିଲ୍ଲାସ୍ତରୀୟ ଜୁନିଅର ରେଡ୍‌କ୍ରସ୍ ପାଠ୍ୟ ଓ ତାଲିମ ଶିବିର ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ଶିକ୍ଷା ଅଧିକାରୀ ତପନ କୁମାର ମାଝୀଙ୍କ ଅଧ୍ୟକ୍ଷତାରେ…
Read More...

ଭବାନୀପାଟଣାରେ ଜିଲ୍ଲାସ୍ତରୀୟ ସମବାୟ ସପ୍ତାହ ଉତ୍ସବ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ବିକଶିତ ଭାରତରେ ବିକଶିତ ଓଡ଼ିଶା ଗଠନରେ ସମବାୟର ଭୂମିକା ନେଇ ସମବାୟ ବିଭାଗ ପକ୍ଷରୁ ୭୧ତମ ନିଖିଳ ଭାରତ ସମବାୟ ସପ୍ତାହର ଜିଲ୍ଲା ସ୍ତରୀୟ ଉତ୍ସବ ଭବାନୀପାଟଣା ଟାଉନ ହଲ ଠାରେ ପାଳିତ ହୋଇଯାଇଛି । ଡିଆର୍‌ସିଏସ୍‌ ପ୍ରମୋଦ ସାହୁଙ୍କ ଆହ୍ୱାନ କ୍ରମେ…
Read More...

ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ କାର୍ଯ୍ୟାଳୟଠାରେ ଜିଲ୍ଲାପାଳଙ୍କ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଯୁଗ୍ମ ଅଭିଯୋଗ ଶୁଣାଣି ଶିବିରରେ ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଯୋଗଦେଇ ଲୋକଙ୍କର ଆପତ୍ତି ଅଭିଯୋଗର ଶୁଣାଣି କରିଥିଲେ । ଏହି…
Read More...

ସମ୍ମିଳୀତ କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ଜାତୀୟ ପ୍ରେସ୍‌ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) :ଭବାନୀପାଟଣା ସ୍ଥିତ ଏସ୍‌.ଏନ୍‌. କନ୍‌ଫରେନ୍ସ ହଲ୍‌ ଠାରେ ସମ୍ମିଳିତ କର୍ମଜୀବୀ ସାମ୍ବାଦିକ ସଂଘ ପକ୍ଷରୁ ୨୦୨୪ ଜାତୀୟ ପ୍ରେସ୍‌ ଦିବସ ମହାସମାରୋହରେ ପାଳନ କରାଯାଇଛି । ଜିଲ୍ଲା ସଭାପତି ଦୀପକ କୁମାର ସାହୁଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି…
Read More...

ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ସମାରୋହରେ ଯୋଗଦେଲେ ଉଚ୍ଚ ଶିକ୍ଷାମନ୍ତ୍ରୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାସ୍ତରୀୟ ଜନଜାତୀୟ ଗୌରବ ଦିବସ ମା' ମାଣିକେଶ୍ଵରୀ ବିଶ୍ୱବିଦ୍ୟାଳୟ ଖେଳ ପଡିଆ ଠାରେ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି । ସ୍ଵାଧୀନତା ସଂଗ୍ରାମୀ ସହିଦ ବିର୍ସା ମୁଣ୍ଡାଙ୍କ ୧୫୦ତମ ଜନ୍ମ ଜୟନ୍ତୀ ପାଳନର ଅବସରରେ ଜିଲ୍ଲା…
Read More...

ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ବେଲପଡା ପ୍ରାଥମିକ ବିଦ୍ୟାଳୟ ପରିସରରେ ଶିଶୁ ଦିବସ ଅବସରରେ ଶିଶୁ ପ୍ରତିଭା ଅନ୍ୱେଷଣ କାର୍ଯ୍ୟକ୍ରମ ଧୁମ୍‌ଧାମ୍‌ରେ ପାଳନ କରାଯାଇଛି । ବେଲପଡା ବିଦ୍ୟାଳୟର ଛାତ୍ରୀ ମାନେ ସ୍ୱାଗତ ସଙ୍ଗୀତ ଗାନ କରିଥିଲେ । ବିଦ୍ୟାଳୟର…
Read More...

୭୧ତମ ନିଖିଳ ଭାରତ ସମବାୟ ସପ୍ତାହ ପାଳନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ୭୧ତମ ନିଖିଳ ଭାରତ ସମବାୟ ସପ୍ତାହ ଅବସରରେ କଲମପୁର ପ୍ରାଥମିକ କୃଷି ସମବାୟ ସମିତିରେ ସଭାପତି ଶଙ୍କର୍ଷଣ ବେହେରା ପତାକା ଉତ୍ତୋଳନ କରିଛନ୍ତି । ଏହି ସମବାୟ ସପ୍ତାହ ନଭେମ୍ବର ମାସ ୧୪ ତାରିଖରୁ ଆରମ୍ଭ ହୋଇ ୨୦ ତାରିଖ ପର୍ଯ୍ୟନ୍ତ ପାଳନ କରାଯାଉଥିବା…
Read More...