Browsing Tag

kalahandi news

କଲମପୁର ବ୍ଲକରେ ଖୋଲିଲା ମଣ୍ଡି ତିନି ଜଣ ଚାଷୀଙ୍କ ୧୮୩ କୁଇଣ୍ଟାଲ ଧାନକ୍ରୟ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଚଳିତ ଖରିଫ ଋତୁ ଧାନ ସଂଗ୍ରହ ପ୍ରକ୍ରିୟା ବହୁ ବିଳମ୍ବ ହୋଇଥିଲେହେଁ ଶୁକ୍ରବାର ପ୍ରଶାସନିକ ଅଧିକାରୀଙ୍କ ଉପସ୍ଥିତିରେ କଲମପୁର ବ୍ଲକର କେତେକ ମଣ୍ଡିର ଶୁଭାରମ୍ଭ ହୋଇଛି । କଲମପୁର ପ୍ରାଥମିକ ସମବାୟ ସମିତି ଅନ୍ତର୍ଗତ କଲମପୁର ମଣ୍ଡି ସମେତ
Read More...

ଆମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ବାର୍ଷିକ କ୍ରୀଡା ଉଦଘାଟିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଲମପୁର ଅମୋହମଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ତ୍ରିଦିବସୀୟ ବାର୍ଷିକ କ୍ରୀଡା ସମାରୋହ ଉଦଘାଟିତ ହୋଇଯାଇଛି । ଅଧ୍ୟକ୍ଷ ବିରଞ୍ଚି ମାଝୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍‌ଘାଟନୀ ସମାରୋହରେ ପୂର୍ବତନ ବ୍ଲକ ଅଧ୍ୟକ୍ଷ
Read More...

ମହମ୍ମଦ ଅସଲମ ଥିଲେ ଜଣେ ନିର୍ଭିକ ଓ ପରୋପକାରୀ ସାମ୍ବାଦିକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଯୁବ ସାମ୍ବାଦିକ ମହମ୍ମଦ ଅସଲମଙ୍କ ଚତୁର୍ଥ ସ୍ମୃତି ସମାରୋହ ସ୍ଥାନୀୟ ଅମଲା ଭବନଠାରେ ଅନୁଷ୍ଠିତ ହୋଇଯାଇଛି । ସ୍ୱର୍ଗତ ଯୁବ ସାମ୍ବାଦିକ ମହମ୍ମଦ ଅସଲମଙ୍କ ଫଟୋଚିତ୍ରରେ ପୁଷ୍ପ ଅର୍ପଣ ଏବଂ ଦୀପ ଜାଳିବା ପରେ ମୌଲାନା ଇର୍ଫାନ୍ ଶାନ୍ତି ପ୍ରାର୍ଥନା
Read More...

ସୁରକ୍ଷା ଫିଜିଓଥେରାପି ପକ୍ଷରୁ ବିଶ୍ୱ ଦିବ୍ୟାଙ୍ଗ ଦିବସ

କଳାହାଣ୍ଡି : ସୁରକ୍ଷା ଫିଜିଓଥେରାପି ପକ୍ଷରୁ ବିଶ୍ୱ ଦିବ୍ୟାଙ୍ଗ ଦିବସ ମହାଆଡମ୍ବର ସହକାରେ ପାଳିତ କରାଯାଇଛି । କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ କର୍ଲାମୁଣ୍ଡା ଗ୍ରାମ ପଞ୍ଚାୟତ ସ୍ଥିତ ସୁରକ୍ଷା ଫିଜିଓଥେରାପି କେନ୍ଦ୍ର ଠାରେ ଆଶା ସଙ୍ଗଠନ ବାଲେଶ୍ୱରର ସମ୍ପାଦକ ଅମର
Read More...

ଡିସେମ୍ବର ୭ରେ ମହମ୍ମଦ ଅସଲମ୍ ସ୍ମୃତି ସମାରୋହ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲାର ସୁନାମଧନ୍ୟ ସାମ୍ବାଦିକ ସ୍ୱର୍ଗତ ମହମ୍ମଦ ଅସଲମ ସ୍ମୃତି କମିଟି ପକ୍ଷରୁ ଏକ ପ୍ରସ୍ତୁତି ବୈଠକ ସଭାପତି ବିଜୟ ସାହୁଙ୍କ ସଭାପତିତ୍ୱରେ ଭବାନୀପାଟଣା ସହର ସ୍ଥିତ ମହାବୀର ସାଂସ୍କୃତିକ ଅନୁଷ୍ଠାନ ପରିସରରେ ଅନୁଷ୍ଠିତ ହୋଇଯାଇଛି ।
Read More...

ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ଗୀତା ଜୟନ୍ତୀ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ବାଲାଜୀ ମନ୍ଦିର ପରିସରରେ ବ୍ରାହ୍ମଣ ସମାଜ କଳାହାଣ୍ଡି ପକ୍ଷରୁ ଗୀତା ଜୟନ୍ତୀ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଘୃତ ଯଜ୍ଞ, ଜ୍ଞାନ ଯଜ୍ଞ ଓ ଅନ୍ନ ଯଜ୍ଞ ଆୟୋଜିତ ହୋଇଥିଲା । ମନ୍ଦିରର ଯଜ୍ଞ ମଣ୍ଡପରେ ସକାଳ ସାଢେ଼ ସାତଟାରେ
Read More...

୬୯ତମ ରାଜ୍ୟସ୍ତରୀୟ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ

୧୭ ବର୍ଷରୁ କମ୍ ବାଳିକା ଫୁଟବଲରେ ଯୋଗ ଦେବେ ୩୦ ଜିଲ୍ଲାର ପ୍ରତିଯୋଗୀ କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଲାଲବାହାଦୁର ଶାସ୍ତ୍ରୀ ଷ୍ଟାଡିୟମଠାରେ ୬୯ତମ ରାଜ୍ୟସ୍ତରୀୟ ୧୭ବର୍ଷରୁ କମ୍ ବାଳିକା ଫୁଟବଲ୍ ପ୍ରତିଯୋଗିତା ଉଦଘାଟିତ ହୋଇଯାଇଛି । ରାଜ୍ୟ ବିଦ୍ୟାଳୟ କ୍ରୀଡା
Read More...

କୋଣାର୍କ ବାଲୁକା ମହୋତ୍ସବରେ ଓମ ପ୍ରକାଶ ନିର୍ମାଣ କଲେ ଇନ୍ଦ୍ରଲାଟ ମନ୍ଦିର

କଳାହାଣ୍ଡି : କୋଣାର୍କ ଉତ୍ସବ ଅବସରରେ ଚନ୍ଦ୍ରଭାଗା ବେଳାଭୂମିରେ ଅନୁଷ୍ଠିତ ହେଉଥିବା ଅନ୍ତର୍ଜାତୀୟ ବାଲୁକା କଳା ମହୋତ୍ସବର ପ୍ରଥମ ଦିବସରେ "ସ୍ମାରକୀ "ଉପରେ ଆଧାରିତ ବାଲୁକା କଳା କର୍ମଶାଳା ଅନୁଷ୍ଠିତ ହୋଇଥିଲା । ଏଥିରେ ଅଂଶଗ୍ରହଣ କରି କର୍ଲାମୁଣ୍ଡା ବ୍ଲକ ଅନ୍ତର୍ଗତ ଡ଼ଙ୍ଗରମୁଣ୍ଡା
Read More...

ଜିଲ୍ଲାସ୍ତରୀୟ ବିଶ୍ଵ ଏଡ଼ସ ଦିବସ ପାଳିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଟାଉନ ହଲରେ ଜିଲ୍ଲା ସ୍ତରୀୟ ବିଶ୍ୱ ଏଡ଼ସ ଦିବସ ପାଳନ କରାଯାଇଛି । ଓ.ଏସ୍.ଏ.ସି.ଏସ୍. ଜିଲ୍ଲା ସ୍ୱାସ୍ଥ୍ୟ ସମିତି ଓ ବେଦାନ୍ତ ଆନୁକୂଲ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଠାରୁ ଟାଉନ ହଲ ପର୍ଯ୍ୟନ୍ତ ଏକ
Read More...

ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ମିଳନୀ ପାଇଁ ପ୍ରସ୍ତୁତି ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ବାଦଲି କିସ୍ ଆବାସିକ ବିଦ୍ୟାଳୟ ପରିସରରେ ଆଗାମୀ ଦିନରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ଅଭିଭାବକ ସମ୍ବିଳନୀ ନିମନ୍ତେ ଜିଲ୍ଲା ସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଏହି ବୈଠକରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ
Read More...