Browsing Tag

kalahandi news

କୋକସରାରେ ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଜନ ଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କୋକସରା ପଞ୍ଚାୟତ ସମିତି ସମ୍ମିଳନୀ ଗୃହରେ କଳାହାଣ୍ଡି ଜିଲ୍ଲାପାଳ ପି. ଅନ୍ୱେଷା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଏକ ଜନ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଶିବିରରେ ଉପ ଜିଲ୍ଲାପାଳ, ଧର୍ମଗଡ ଧିମନ ଚକମାଙ୍କ ସମେତ ସମସ୍ତ ଜିଲ୍ଲାସ୍ତରୀୟ
Read More...

କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଡୋକରିପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୪ କୁ ବୃଦ୍ଧି

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରବିବାର ସନ୍ଧ୍ୟାରେ ଗୋଲାମୁଣ୍ଡା ଥାନା ଡୋକରି ପଡା ନିକଟରେ ପିକ୍‌ଅପ୍‌ ଦୁର୍ଘଟଣାରେ ଧର୍ମଗଡ ଏବଂ ଜୁନାଗଡ଼ ହସ୍ପିଟାଲରେ ଦୁଇ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଦୁଇ ଜଣଙ୍କ ମୃତ୍ୟୁ ହୋଇଛି । ମୃତକମାନେ ହେଲେ ଜୁନାଗଡ଼ ବ୍ଲକ ମିଚାଗାଁର
Read More...

ସିଂହପୁର ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ସିଂହପୁର ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ଉଛବ ପ୍ରଧାନଙ୍କ ଅନୁପସ୍ଥିତିରେ ନାଏବ ସରପଞ୍ଚ ମୀନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ
Read More...

ମଦନପୁରର ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପ୍ରଦିପ କୁମାର ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ରୂପେ
Read More...

ଭବାନୀପାଟଣାରେ ମୁଣ୍ଡ ପରାଶର ପରିବାରର ରାଜ୍ୟସ୍ତରୀୟ ମହା ସମାବେଶ

ସଂଗଠନ ଶକ୍ତି ହିଁ ମାନବିକତାର ସଂସ୍କୃତି କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସମ୍ପର୍କ, ସଂଗଠନ ଓ ସମ୍ପୃକ୍ତି ଏକ ସମାଜ ତଥା ରାଷ୍ଟ୍ରର ସଂସ୍କୃତିକୁ ବିଶ୍ୱମୁହାଁ କରିଥାଏ । ବସୁଧୈବ କୁଟୁମ୍ବକମ୍ ନ୍ୟାୟରେ କାର୍ଯ୍ୟ କଲେ ସଫଳତା ମିଳେ ବୋଲି ରିଷିଗାଁଠାରେ ଆୟୋଜିତ ମୁଣ୍ଡ ପରାଶର
Read More...

ଡମ୍‌ କର୍ଲାଖୁଣ୍ଟା ଗ୍ରାମପଞ୍ଚାୟତରେ ଆମ ଓଡ଼ିଶା ନବୀନ ଓଡ଼ିଶା ପଞ୍ଚାୟତସ୍ତରୀୟ ସଚେତନତା ଶିବିର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅନ୍ତର୍ଗତ ଡମ୍ କର୍ଲାଖୁଣ୍ଟା ଗ୍ରାମପଞ୍ଚାୟତ ପରିସରରେ "ଆମ ଓଡ଼ିଶା ନବୀନ ଓଡ଼ିଶା" କାର୍ଯ୍ୟକ୍ରମ ସରପଞ୍ଚ ସ୍ନିଗ୍ଧା ରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ଜିଲ୍ଲା ପରିଷଦ ସଭ୍ୟା
Read More...

ସରକାରୀ ଏସ୍‌ଏସ୍‌ଡି ହାଇସ୍କୁଲ ମଦନପୁରର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ମଦନପୁର ସ୍ଥିତ ସରକାରୀ ଏସ୍‌ଏସ୍‌ଡି ଉଚ୍ଚ ବିଦ୍ୟାଳୟଠାରେ ପ୍ରଧାନ ଶିକ୍ଷକ ଶାନ୍ତନୁ କୁମାର ମେହେରଙ୍କ ସଭାପତିତ୍ୱରେ ଶନିବାର ୪୧ତମ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିର ମୁଖ୍ୟ ଅତିଥି ରୂପେ ଜିଲ୍ଲା ପରିଷଦ
Read More...

ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ

କଳାହାଣ୍ଡି, (ନରୋତ୍ତମ ସେଲମା) : କର୍ଲାମୁଣ୍ଡା ବ୍ଲକ ରେଗଡା ପଞ୍ଚାୟତର ବିଜାପାଟି ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ଅନୁଷ୍ଠିତ ସଭାରେ ପ୍ରଧାନ ଶିକ୍ଷକ ଗିରିଶଚନ୍ଦ୍ର ଦୋରା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ
Read More...

ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ : ତୃତୀୟ ଦିନରେ ପଲମ ଦଳ ବିଜୟୀ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ଗ୍ରାମପଞ୍ଚାୟତର କବିଚନ୍ଦ୍ରପୁରଠାରେ ଚାଲିଥିବା ସୁଦାମ ମେମୋରିଆଲ କ୍ରିକେଟ ଟୁର୍ଣ୍ଣାମେଣ୍ଟ ତୃତୀୟ ଦିନରେ ଉଫେର ଦଳ ସେମିଫାଇନାଲକୁ ପ୍ରବେଶ କରିଛି । ୩ ଗୋଟି ମ୍ୟାଚ୍‌ ହୋଇ ଥିଲା । ଏଥିରେ ମୁଖ୍ୟ ଅତିଥି ଭାବେ
Read More...

ନୂଆଗାଁ ପଂଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର ପାଇଁ ଦାବୀ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ବାସୀ ପଞ୍ଚାୟତକୁ ସାଧାରଣ ବଣ୍ଟନ ବ୍ୟବସ୍ଥା ହସ୍ତାନ୍ତର କରାଯିବା ପାଇଁ ଶୁକ୍ରବାର ବ୍ଲକ କାର୍ଯ୍ୟାଳୟର ଦ୍ୱାରସ୍ଥ ହୋଇଛନ୍ତି । ଅଭିଯୋଗ ମୁତାବକ ମଣ୍ଡଳ ପଞ୍ଚାୟତରୁ
Read More...