Browsing Tag

kalahandi news

ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣା ଇରିଗେସନ୍‌ କଲୋନୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ବାର୍ଷିକ ଉତ୍ସବ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ନକୁଳ ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ ପୁରସ୍କାର ବିତରଣୀ ସଭାରେ ଗୋଷ୍ଠୀ ଶିକ୍ଷା
Read More...

ଶ୍ରେଷ୍ଠ ସମ୍ମାନରେ ସମ୍ମାନିତ ଜିଲ୍ଲା ଶିକ୍ଷା ଅଧିକାରୀ ଓ ଶିକ୍ଷକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଶିକ୍ଷା ଅଧିକାରୀ ଶୁଶାନ୍ତ ଚୋପଦାର ରାଜ୍ୟ ସ୍ତରରେ ଶ୍ରେଷ୍ଠ ଜିଲ୍ଲା ଶିକ୍ଷା ଅଧିକାରୀ ଭାବେ ଆଜି ମୁଖ୍ୟମନ୍ତ୍ରୀଙ୍କଠାରୁ ସମ୍ମାନିତ ହୋଇଛନ୍ତି । ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମଠାରେ ଆୟୋଜିତ ମୁଖ୍ୟମନ୍ତ୍ରୀ ଶିକ୍ଷା
Read More...

ଏନ୍‌ଏସି କାର୍ଯ୍ୟ ନିର୍ବାହୀ ଅଧିକାରୀଙ୍କ ସ୍ଥାନାନ୍ତର ପାଇଁ ୧୨ ଘଣ୍ଟିଆ କେସିଙ୍ଗା ବନ୍ଦ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କେସିଙ୍ଗା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ମନମୁଖୀ ଶାସନ ପ୍ରତିବାଦରେ ଆଜି କେସିଙ୍ଗା ବିକାଶ ମଞ୍ଚ ପକ୍ଷରୁ ବାର ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଛି । ଲୋକଙ୍କ ଅଭିଯୋଗ ଶୁଣିବା ପରିବର୍ତ୍ତେ କେସିଙ୍ଗା ଏନ୍‌ଏସି କାର୍ଯ୍ୟନିର୍ବାହୀ ଅଧିକାରୀ
Read More...

ଆମ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା : ଜଗନ୍ନାଥ ସଂସ୍କୃତି ସମ୍ପର୍କରେ ଆଲୋଚନାଚକ୍ର

କଳାହାଣ୍ଡି, (ହେମନ୍ତ ସାହୁ) : କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ବ୍ଲକ୍ ସାନଚେର ଗାଆଁ ବସ୍ତରାଣୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ନୂଆ-ଓ ଓଡ଼ିଆ ସାହିତ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମରେ ଆଲୋଚନାଚକ୍ର ଅନୁଷ୍ଠିତ ହୋଇଯାଇଛି । ମହାବିଦ୍ୟାଳୟର ଅଧ୍ୟକ୍ଷ ତ୍ରିଲୋଚନ ସାହୁଙ୍କ ସଭାପତିତ୍ୱରେ
Read More...

ଧାନ କ୍ରୟରେ ଅନିୟମିତତାର ସିବିଆଇ ତଦନ୍ତ ଦାବିରେ କଳାହାଣ୍ଡି କୃଷକ ମୋର୍ଚ୍ଚା ପକ୍ଷରୁ ଦାବିପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ରାଜ୍ୟରେ ଚାଷୀମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଓ ଧାନ କ୍ରୟରେ ହେଉଥିବା ଅନିୟମିତତାର ସିବିଆଇ ତଦନ୍ତ ନିମନ୍ତେ କଳାହାଣ୍ଡି ବିଜେପି କୃଷକ ମୋର୍ଚ୍ଚା ପକ୍ଷରୁ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରାଯାଇଛି ।
Read More...

ମୀନଗୁର ଗ୍ରାମ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କଳମପୁର ବ୍ଲକ ଅନ୍ତର୍ଗତ ମୀନଗୁର ପଞ୍ଚାୟତ ଅନୁକୂଲ୍ୟରେ ମୀନଗୁର ଧାନ ମଣ୍ଡି ପରିସରରେ ପଞ୍ଚାୟତସ୍ତରୀୟ ‘ଆମ ଓଡ଼ିଶା ନବୀନ ଓଡ଼ିଶା’ ସଚେତନତା ଶିବିର ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୀନଗୁର ଗ୍ରାମ ପଞ୍ଚାୟତର ସରପଞ୍ଚ
Read More...

ଭବାନୀପାଟଣାରେ କିଟ୍‌ ଓ କିସ୍‌ ପକ୍ଷରୁ ମିନି ମାରାଥନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଭବାନୀପାଟଣାଠାରେ କିଟ୍‌ ଓ କିସ୍‌ ପରିବାର ଓ ଏହାର ପ୍ରତିଷ୍ଠାତା ଡ. ଅଚ୍ୟୁତ ସାମନ୍ତଙ୍କ ତରଫରୁ 'ସମସ୍ତଙ୍କ ପାଇଁ ଶିକ୍ଷା' ଷଷ୍ଠ ମିନିମାରାଥନ ୨୦୨୪ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଭବାନୀପାଟଣା ମା' ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟଠାରୁ
Read More...

ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ବାର୍ଷିକ ଉତ୍ସବ ୨୦୨୪ ପାଳିତ

କଳାହାଣ୍ଡି, (ପି.କେ. ସାହୁ) : କଳାହାଣ୍ଡି ଜିଲ୍ଲା ମ. ରାମପୁର ବ୍ଲକ ମଦନପୁରଠାରେ ଓଡିଶା ଷ୍ଟେଟ ବିଗ୍ରେଡ ସ୍କୁଲର ସଭାପତି ତଥା ଆଇନଜୀବୀ ବିଶ୍ୱମ୍ବର ରଣାଙ୍କ ଅଧ୍ୟକ୍ଷତାରେ ବାର୍ଷିକ ଉତ୍ସବ ୨୦୨୪ ପାଳିତ ହୋଇଯାଇଛି । ଏଥିରେ ମୁଖ୍ୟ ଅତିଥି ଭାବେ ନର୍ଲା ବିଧାୟକ ଭୁପିନ୍ଦର ସିଂ, ମୁଖ୍ୟ
Read More...

ପାଣିଟାଙ୍କି ଉପରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା କର୍ଲାମୁଣ୍ଡା ବ୍ଳକର ଗଜବାହାଲ ଗ୍ରାମ ପଞ୍ଚାୟତର କଅଁସିଲ୍ ଗ୍ରାମର ନିର୍ମାଣଧୀନ ପାଣିଟାଙ୍କି ଉପରେ ଚଢି ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରୁଥିବା ଚିତ୍ର ସାମ୍ନାକୁ ଆସିଛି । ଯୁବକ ଜଣକ ନବରଙ୍ଗପୁର ଜିଲ୍ଲାର କୁମାର ଗୁଡା ଗାଁର
Read More...

ଦେବଦୂତ ସାଜିଲେ ଡବ୍ଳୁଓଡିସି ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର

କଳାହାଣ୍ଡି, (ହେମନ୍ତ ସାହୁ) : ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ ବ୍ୟକ୍ତିଙ୍କ ପାଇଁ ଦେବଦୂତ ସାଜି ରକ୍ଷା କରିବା ସହ ବିପଦ ସମୟରେ ମାନବିକତା ଦେଖାଇଛନ୍ତି ପଶ୍ଚିମ ଓଡ଼ିଶା ବିକାଶ ପରିଷଦର ବିଶେଷଜ୍ଞ ସଦସ୍ୟ ଅବିନାଶ ଠାକୁର । ଆଜି ଦିନ ୨ଟା ସମୟରେ ସେରଗଡ ତାରିଣୀ ମନ୍ଦିର ପୂର୍ବରୁ ଏକ
Read More...