Browsing Tag

kalahandi news

ଯୁବକଙ୍କୁ ଟାଙ୍ଗିଆରେ ଆକ୍ରମଣ : ୪ ଦୁର୍ବୃତ୍ତ ଫେରାର୍‌

କଳାହାଣ୍ଡି : ନର୍ଲା ଥାନା ମୁଣ୍ଡା ଗାଁରେ ଚାଞ୍ଚଲ୍ୟ । ଜଣେ ପୂଜକଙ୍କୁ ଟାଙ୍ଗିଆରେ ହାଣିଲେ ୪ ଜଣ ଦୁର୍ବୃତ୍ତ । ଗୁରୁତର ପୂଜକ ମେଡିକାଲରେ ଭର୍ତ୍ତି । ମଙ୍ଗଳବାର ୧୧ଟା ସମୟରେ ମୁଣ୍ଡା ଗାଁର ତାରିଣୀ ମନ୍ଦିର ପୂଜକ ସୁଶାନ୍ତ ଠାକୁର ପତ୍ନୀଙ୍କ ସହ ପିଲାଙ୍କୁ ଆଣିବାକୁ ସ୍କୁଲ ଯାଉଥିଲେ ।…
Read More...

ଭିଜିଲାନ୍ସ ଜାଲରେ ଗୋପାଳପୁର କଲେଜ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କ ଯୁକ୍ତ ୨ ପ୍ରଥମ ବର୍ଷରେ ନାମ ଲେଖା ଏବଂ ପରୀକ୍ଷା ସମୟରେ ସହଯୋଗ କରିବା ପାଇଁ ୧୦,୦୦୦ ଟଙ୍କା ଲାଞ୍ଚ ନେଉଥିବା ସମୟରେ କଲେଜ ଅଧ୍ୟକ୍ଷଙ୍କୁ ମାଡି ବସିଛି କଳାହାଣ୍ଡି ଭିଜିଲାନ୍ସ । ସୂଚନାନୁଯାୟୀ, କଳାହାଣ୍ଡି ଜିଲ୍ଲା ଥୁଆମୂଳ…
Read More...

ଭିଜିଲାନ୍ସ ଜାଲରେ ଗୋପାଳପୁର ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଅଧ୍ୟକ୍ଷ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜଣେ ଛାତ୍ରୀଙ୍କୁ ଗୋପାଳପୁର ଏସ୍‌ଏସ୍‌ଡି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରଥମ ବର୍ଷରେ ନାମ ଲେଖାଇବା ଏବଂ ପରୀକ୍ଷାରେ ସହଯୋଗ କରିବାପାଇଁ ଅଧ୍ୟକ୍ଷ ନବୀନ କୁମାର ସାହୁ ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି ।…
Read More...

ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ଧାର୍ଯ୍ୟ ପାଇଁ ଦାବୀ ପତ୍ର ପ୍ରଦାନ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସୁଭଦ୍ରା ଯୋଜନା ପଞ୍ଜିକରଣ ଦେୟ ସ୍ଥିର କରିବା ପାଇଁ ଆଜି କଳାହାଣ୍ଡି ଜିଲ୍ଲା କଲମପୁର ବ୍ଲକ ସି.ଏସ୍‌.ସି ଭିଏଲଇ ସଂଘ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ଦାବୀ ପତ୍ର ପ୍ରଦାନ କରିଛନ୍ତି । ମାଗଣାରେ ସୁଭଦ୍ରା ଯୋଜନା ପଞ୍ଜିକରଣ କରିପାରିବୁ ନାହିଁ ବୋଲି…
Read More...

ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ

କଳାହାଣ୍ଡି, ( ଶୁଭେନ୍ଦୁ କୁମାର ପଣ୍ଡା ) : କଳାହାଣ୍ଡି ଜିଲ୍ଲା କଲମପୁର ଦୁର୍ଗାମାଧବ ଉଚ୍ଚ ବିଦ୍ୟାଳୟ ପରିସରରେ ମଙ୍ଗଳବାର ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଅନ୍ତର୍ଗତ ବ୍ଲକସ୍ତରୀୟ କୁଇଜ ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଗୋଷ୍ଠୀ ସାଧନ କେନ୍ଦ୍ର ସଂଯୋଜକ ହେମନ୍ତ କୁମାର ପଣ୍ଡା…
Read More...

ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଜନଶୁଣାଣି ଶିବିର ଅନୁଷ୍ଠିତ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ସ୍ଥାନୀୟ ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ କଳାହାଣ୍ଡି ଜିଲ୍ଲାପାଳ ପାୱାର ସଚିନ ପ୍ରକାଶ ଏବଂ ଆରକ୍ଷୀ ଅଧିକ୍ଷକ ଅଭିଳାଷ ଜିଙ୍କ ଯୁଗ୍ମ ଅଧ୍ୟକ୍ଷତାରେ ଏକ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି । ଏଥିରେ ଧର୍ମଗଡ ଉପ ଜିଲ୍ଲାପାଳ ଧିମନ ଚକମା,…
Read More...

ସ୍ୱର୍ଣ୍ଣ ପଦକ ପାଇ କଳାହାଣ୍ଡି ମାଟି ପାଇଁ ଗୌରବ ଆଣିଲେ ଲାଲୁ ପ୍ରାସାଦ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଜାତୀୟ ଓପନ୍‌ ଆଥେଲେଟିକ୍‌ ଚମ୍ପିୟାନ୍‌ସିପ୍‌ରେ ସ୍ୱର୍ଣ୍ଣ ପଦକ ଜିତି କଳାହାଣ୍ଡି ଜିଲ୍ଲା ପାଇଁ ଗର୍ବ ଓ ଗୌରବ ଆଣିଛନ୍ତି । ଲାଞ୍ଜିଗଡ଼ ବ୍ଲକର ଲାଲୁ ପ୍ରାସାଦ ଭୋଇ । ବେଙ୍ଗାଲୁର ଠାରେ ଆୟୋଜିତ ୬୩ତମ ଜାତୀୟ ଆଥେଲେଟିକ୍‌ ଚାମ୍ପିୟାନ୍‌ସିପ୍‌ରେ…
Read More...

ବିଜ୍ଞାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଦୁଲକିବନ୍ଧ ବାଳିକା ଉଚ୍ଚ ବିଦ୍ୟାଳୟ ପରିସରରେ ଏକ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଅନୁଷ୍ଠିତ ହୋଇଯାଇଛି । ପ୍ରଧାନ ଶିକ୍ଷୟିତ୍ରୀ ରେଖା ସମାସିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ସଭାରେ ବିଜ୍ଞାନ ଶିକ୍ଷକ ସୁଶୀଲ କୁମାର…
Read More...

ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସଭା

କଳାହାଣ୍ଡି, (ପି.କେ.ସାହୁ) : କଳାହାଣ୍ଡି ଜିଲ୍ଲା ମ.ରାମପୁର ବ୍ଲକ ଅଲାତରା ପଞ୍ଚସଖା ସରକାରୀ ଉଚ୍ଚ ବିଦ୍ୟାଳୟ ଠାରେ ପ୍ରଧାନ ଶିକ୍ଷୟିତ୍ରୀ ଶକୁନ୍ତଳା ମିଶ୍ରଙ୍କ ଅଧ୍ୟକ୍ଷତାରେ ଆଜି ଧନୁର୍ଜୟ ବଗର୍ତ୍ତିଙ୍କ ଅବସର କାଳୀନ ସମ୍ବର୍ଦ୍ଧନା ସମାରୋହ ଅନୁଷ୍ଠିତ ହୋଇଯାଇଛି । ଏଥିରେ ସ୍କୁଲର…
Read More...

ସ୍ୱତନ୍ତ୍ର ସଂକ୍ଷିପ୍ତ ଭୋଟର ତାଲିକା ସଂଶୋଧନ କାର୍ଯ୍ୟକ୍ରମ ବୈଠକ

କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : ଆଜି କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ ଗୃହରେ ବିଭିନ୍ନ ରାଜନୈତିକ ଦଳ ପ୍ରତିନିଧିମାନଙ୍କୁ ନେଇ ତୃଟିଶୂନ୍ୟ ସଂକ୍ଷିପ୍ତ ଭୋଟର ତାଲିକା କାର୍ଯ୍ୟକ୍ରମ ବୈଠକ ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ ଜିଲ୍ଲାପାଳ ତ୍ରିଲୋଚନ ପାତ୍ର ଏହି ବୈଠକରେ…
Read More...