ଅଭିଯୁକ୍ତଙ୍କୁ ଗିରଫ କରିବାକୁ ଯାଇ ଆକ୍ରମଣର ଶିକାର ହେଲେ ପୋଲିସ କର୍ମଚାରୀ
କଳାହାଣ୍ଡି, (ଶୁଭେନ୍ଦୁ କୁମାର ପଣ୍ଡା) : କଳାହାଣ୍ଡି ଜିଲ୍ଲା ଜୟପାଟଣା ଥାନା ଅଂଚଳରେ ଘଟିଛି ଅଭାବନୀୟ ଘଟଣା । ବିଭିନ୍ନ ମାମଲାରେ ଛନ୍ଦି ହୋଇଥିବା ଅଭିଯୁକ୍ତମାନଙ୍କୁ ଗିରଫ କରିବାକୁ ଯାଇ ପୋଲିସ ଆକ୍ରମଣର ଶିକାର ହୋଇଥିବା ଜଣାପଡିଛି । ସୂଚନା ଅନୁଯାୟୀ ଜୟପାଟଣା ଥାନା ମଙ୍ଗଳପୁର ଗ୍ରାମର!-->…
Read More...
Read More...